ରାସ୍ତା କଡରେ ଜମାଥିବା କେମିକାଲରେ ଲାଗିଲା ନିଆଁ

ଫୁଲନଖରା,୨୫।୪:(ଡି. ଏନ୍‌. ଏ.): କଟକ ଭୁବନେଶ୍ୱର ୧୬ନଂ ଜାତୀୟ ରାଜପଥର ପାହାଳ ନିକଟରେ ରାସ୍ତା କଡରେ ଜମା ହୋଇଥିବା ତରଳ କେମିକାଲରେ ନିଆଁ ଲାଗି ପରିବେଶ ଧୂଆଁମୟ ହୋଇଥିଲା ।
ସୂଚନାଯୋଗ୍ୟ, ଗତ କିଛି ଦିନ ତଳେ ବିଶାଖାପାଟଣାରୁ ଏକ କେମିକାଲ ବୋଝଇ ଟ୍ୟାଙ୍କର କଲିକତା ଯାଉଥିବା ସମୟରେ ପାହାଳ ଥାନା ଅନ୍ତର୍ଗତ ହଂସପାଳଠାରେ ଟ୍ୟାଙ୍କରଟି ଲିକେଜ୍‌ ହୋଇଥିଲା। ପରେ ପାହାଳ ଥାନା ନିକଟରେ ଟ୍ୟାଙ୍କରରୁ କେମିକାଲ ଡ୍ରେନେଜ଼ କରାଯାଇଥିଲା । ସୋମବାର ଅପରାହ୍ନରେ କୌଣସି କାରଣରୁ ନିଆଁ ଲାଗିଯିବାରୁ ଆଖ ପାଖ ଅଞ୍ଚଳ ଧୂଆଁ ମୟ ହୋଇଥିଲା । ପ୍ରାୟ ୩ ଘଣ୍ଟା ଧରି କେମିକାଲ ଗୁଡିକ ଜଳିଥିଲା। ଫଳରେ ଜାତୀୟ ରାଜପଥରେ କଡରେ ଥିବା ମିଠା ଦୋକାନର ମାଲିକମାନେ ଭୟଭୀତ ହୋଇଯାଇଥିଲେ । ଖବର ପାଇ ଘଟଣାସ୍ଥଳରେ ବାଲିଅନ୍ତା ଅଗ୍ନିଶମ ବାହିନୀ ଓ କଳ୍ପନା ଅଗ୍ନିଶମ ବାହିନୀ ପହଞ୍ଚିି ନିଆଁ କୁ ଆୟତ୍ତ କରିଥିଲେ । ଏବଂ ପାହାଳ ଥାନା ଅଧିକାରୀ ଷ୍ଟାଲିନ ବିଶ୍ୱାଳ ପହଞ୍ଚି ଟ୍ରାଫିକ ସମସ୍ୟା ଦୂର କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଘାଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ

ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ…

ହାତୀ ପାଇଁ ବିକଳ୍ପ ଚାଷ କରାଯାଉ: ଘୋଡା ନାଚ ମାଧ୍ୟମରେ ହାତୀ ସୁରକ୍ଷା ସଚେତନତା

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ, ଟାଟା ପାୱାର ଏବଂ ସ୍ନେହା ସ୍ବେଚ୍ଛାସେବୀ ଅନୁଷ୍ଠାନର ମିଳିତ ସହଯୋଗରେ ଚାଲିଥିବା ହାତୀ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ…

ଇଣ୍ଡିଆନ ଆଇଡଲ୍‌ -୧୬ ଫାଇନାଲରେ ଜ୍ୟୋତିର୍ମୟୀ: ମଙ୍ଗଳକାମନା କରି ଅଖଣ୍ଡ ଦୀପଦାନ

ନୀଳଗିରି, ୧୦।୨(ପ୍ରଶାନ୍ତ ବିଶ୍ୱାଳ):ସୋନି ଟିଭି ରିଆଲଟି ଶୋ ‘ଇଣ୍ଡିଆନ ଆଇଡଲ୍‌ -୧୬’ର ଫାଇନାଲ ରାଉଣ୍ଡରେ ପହଞ୍ଚତ୍ଛନ୍ତି ନୀଳଗିରି ମାଟିର ସୁନାଝିଅ ଜ୍ୟୋତିର୍ମୟୀ ନାୟକ। ବାଲେଶ୍ୱର ଜିଲା ନୀଳଗିରି…

ଖେଳ ପଡିଆରୁ ଟେକି ନେଇ ନାବାଳିକାଙ୍କୁ ବଳାତ୍କାର, ୫୯ ବର୍ଷୀୟ ବ୍ୟକ୍ତି ଗିରଫ

ଦେବଗଡ,୧୦।୨(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୪ ବର୍ଷୀୟା ନାବାଳିକାକୁ ବଳାତ୍କାର ଅଭିଯୋଗରେ ଦେବଗଡ ଥାନା ପୋଲିସ ସୋମବାର ଖୁଂଟିଆପାଲି ଗ୍ରାମର ଗୌରହରୀ ବିଶ୍ୱାଳ(୫୯) ନାମକ ଜଣେ ବ୍ୟକ୍ତିକୁ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri