ଅଖଣ୍ଡ ଦୀପରୁ ବଜାରରେ ଅଗ୍ନିକାଣ୍ଡ

ବୁଗୁଡ଼ା,୬ା୧୦(ଡି.ଏନ୍‌.ଏ.): ବୁଗୁଡ଼ା ତ୍ରିନାଥ ସ୍ବାମୀ ପରିବା ବଜାରରେ ବୁଧବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩ଟି ଦୋକାନ ପୋଡ଼ି ଯାଇଛି। ଅଗ୍ନିକାଣ୍ଡରେ ବ୍ୟବସାୟୀ ଧୋବା ପ୍ରଧାନ, ସୀମାଞ୍ଚଳ ପୋଲାଇ ଓ ସନ୍ୟାସୀ ପଣ୍ଡାଙ୍କ ଦୋକାନ ପୋଡି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଛି।

ଘଟଣାରୁ ପ୍ରକାଶ ଯେ, ଦଶହରା ପୂଜା ପାଇଁ ଧୋବା ପ୍ରଧାନଙ୍କ ଦୋକାନରେ ଅଖଣ୍ଡ ଦୀପ ଜଳୁଥିଲା। କୌଣସି କାରଣରୁ ସେଥିରୁ ନିଆଁ ଲାଗି ଦେକାନରେ ଅଗ୍ନିକାଣ୍ଡ ଘଟିଥିଲା। ଏହି ନିଆଁ ପରବର୍ତ୍ତୀ ସମୟରେ ୨ଟି ଦୋକାନକୁ ବ୍ୟାପିଥିଲା। ନିଆଁ ଜଳୁଥିବା ଦେଖି ଲୋକେ ପାଟି କରିବା ସହ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅନ୍ୟପକ୍ଷେ କୌଣସି ସୂତ୍ରରୁ ଖବର ପାଇ ବିଦ୍ୟୁତ୍‌ କର୍ମଚାରୀ ପହଞ୍ଚି ବଜାରରୁ ବିଦ୍ୟୁତ୍‌ ବିଚ୍ଛିନ୍ନ କରିଥିଲେ। ଏଥିସହ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଫଳରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡରୁ ମାର୍କେଟ ବର୍ତ୍ତୀ ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

ବରିଷ୍ଠ କଂଗ୍ରେସ ନେତା ଅମୁଲ୍ୟ ସାହୁ BJPରେ ସାମିଲ: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନାଗାର୍ଜୁନ ପ୍ରଧାନଙ୍କ ଥିଲେ ସହକର୍ମୀ

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଜଣେ ବରିଷ୍ଠ ନାଗରିକ ତଥା ପୂର୍ବତନ କଂଗ୍ରେସ ନେତା ଅମୁଲ୍ୟ ସାହୁ ମଙ୍ଗଳବାର ଆନୁଷ୍ଠାନିକ ଭାବେ…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri