ପାଟଣାରେ ଅଗ୍ନିକାଣ୍ଡ

ପାଟଣା,୧୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତ ବାଲିବନ୍ଦ ଗ୍ରାମରେ ସୋମବାର ଭୋରରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ବନମାଳୀ ମହାନ୍ତଙ୍କ ୨ ବଖରା ଆଜବେଷ୍ଟସ୍‌ ଘର ସହ ଆସବାବପତ୍ର ଜଳି ନଷ୍ଟ ହୋଇଯାଇଛି। ତେବେ ଘର ଭିତରେ ଥିବା ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଖବର ପାଇ ପାଟଣା ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣା ପଡି ନ ଥିବାବେଳେ ବିଦ୍ୟୁତ ସର୍ଟଶର୍କିଟ ଯୋଗୁ ଏପରି ଘଟିଥାଇ ପାରେ ବୋଲି ଅନୁମାନ କରାଯାଉଛି। ବନମାଳୀ ଜଣେ ଦରିଦ୍ର ଲୋକ ହୋଇଥିବାରୁ ତାଙ୍କୁ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିରାଡମ୍ବରରେ ହେଲା ଦେବଦମ୍ପତିଙ୍କ ବିବାହ

ଧରାକୋଟ,୨୮ା୫(ଡି.ଏନ୍‌.ଏ.)- କରୋନା କଟକଣା ଯୋଗୁ ଧରାକୋଟଗଡ଼ର ପ୍ରମୁଖ ଯାତ୍ରା ଶୀତଳଷଷ୍ଠୀ ଚଳିତ ବର୍ଷ ନିରାଡମ୍ବରରେ ଶେଷ ହୋଇଛି। ଦୀର୍ଘବର୍ଷ ହେଲା ଏହିଦିନ ବାବା ଚନ୍ଦ୍ରଶେଖରଙ୍କ ସହ...

କାଟୁ କରୁନି ସରକାରୀ କଟକଣା ପଲିଥିନ୍‌ ବିଷବଳୟରେ ପଦ୍ମପୁର ସହର

ପଦ୍ମପୁର, ୨୮।୫ (ଡି.ଏନ୍‌.ଏ.)ପଲିଥିନ୍‌ର ବିଷବଳୟ ମଧ୍ୟରେ ପଦ୍ମପୁର ସହର। କାଟୁ କରୁନି ସରକାରଙ୍କ କଟକଣା। ପ୍ରଦୁଷିତ ହେଉଛି ପରିବେଶ। ଛୋଟ ଚା’ ଦୋକାନଠାରୁ ଆରମ୍ଭ କରି...

ସଚେତନତା ପାଇଁ ପୁରୀରୁ ବାହାରି ପାଟଣାରେ ପହଞ୍ଚିଲେ

ପାଟଣା,୨୬ା୧(ସ୍ବ.ପ୍ର.)- ନିଜେ ଜଣେ ଦିବ୍ୟାଙ୍ଗ ହୋଇ ଓଡ଼ିଶାରୁ କନ୍ୟା ଭ୍ରୁଣ ହତ୍ୟା,ରକ୍ତଦାନ କରି ଜୀବନ ବଞ୍ଚାଇବା ଓ ଗାଡି ଚଳାଇବାବେଳେ ହେଲମେଟ୍‌ ବ୍ୟବହାର କରିବା ଏବଂ...

ଅସ୍ବାସ୍ଥ୍ୟକର ପରିବେଶରେ ଗ୍ରାମବାସୀ

ହାଟଡିହୀ, ୨୦।୧୦(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଆଇତିପୁର ଗ୍ରାମର ଦେହୁରୀସାହିର ଲୋକମାନେ ଅସ୍ବାସ୍ଥ୍ୟକର ପରିବେଶରେ ଜୀବନ ବିତାଇ ନାନା ପ୍ରକାର ରୋଗର ସମ୍ମୁଖୀନ ହେଉଛନ୍ତି। ଲୋକମାନେ...

ଚେନ୍ନାଇ, ସୁରଟରୁ ଟ୍ରେନରେ ଆସିଲେ ୨୩୫୦ ପ୍ରବାସୀ

ଛତ୍ରପୁର, ୧୧।୫(ଡି.ଏନ୍‌.ଏ.): ଚେନ୍ନାଇ ଓ ସୁରଟରୁ ଗୋଟିଏ ଲେଖାଏ ଟ୍ରେନ ଆସି ସୋମବାର ଗଞ୍ଜାମ ଜିଲା ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଛି। ଏଥିରେ ମୋଟ ୨୩୫୦ ଜଣ...

ଆଗରୁ ପଢ଼ାଉଥିଲେ, ଏବେ କାଢ଼ି ନେବେ

ଫୁଲବାଣୀ ଅଫିସ, ୫ା୬- କନ୍ଧମାଳ ଜିଲାରେ ଅନ୍ବେଷା ଯୋଜନାରେ ବ୍ୟାପକ ଜାଲିଆତି ଚାଲିଛି। ୩ ବର୍ଷ ଧରି ଜିଲା ମଙ୍ଗଳ ବିଭାଗ ପକ୍ଷରୁ ସରକାରୀ ଗାଇଡ...

ଗଞ୍ଜାମ ଜିଲାରେ ପାସ୍‌ ହାର ୮୪.୨୦ ପ୍ରତିଶତ

ବ୍ରହ୍ମପୁର ଅଫିସ,୨୦ା୮- ଯୁକ୍ତ ୨ ବାଣିଜ୍ୟ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ ଗଞ୍ଜାମ ଜିଲା ରାଜ୍ୟସ୍ତରରେ ଉତ୍କର୍ଷତା ହାସଲ କରିଛି। ୯୦ ପ୍ରତିଶତରୁ...

ଶିଳ୍ପକୁ ଜମି ଦେବାକୁ ତତ୍ପର, ଗରିବଙ୍କୁ ଅବହେଳା

ଯାଜପୁର ଅଫିସ,୧୬।୬: ଯାଜପୁର ଜିଲାରେ ପ୍ରବାସୀ ନିର୍ମାଣ ଶ୍ରମିକଙ୍କ ପାଇଁ ଚାନ୍ଦମାଠାରେ ୫୦ ଶଯ୍ୟା ବିଶିଷ୍ଟ ଭଡ଼ାଘର କମ୍ପ୍ଲେକ୍ସ(ଆର୍‌ଏଚ୍‌ସି) ନିର୍ମାଣ ପ୍ରସ୍ତାବ ୩ ବର୍ଷ ହେଲା...

Advertisement


Archives

Model This Week