ଡେଲି ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ୩୦ରୁ ଊର୍ଦ୍ଧ୍ୱ ଦୋକାନ

କେନ୍ଦୁଝର,୩ା୪(ସ୍ବ.ପ୍ର.): କେନ୍ଦୁଝର ସହର ଡେଲି ମାର୍କେଟରେ ସୋମବାର ସକାଳୁ ଅଗ୍ନିକାଣ୍ଡ ଘଟି ୩୦ରୁ ଊର୍ଦ୍ଧ୍ୱ ଦୋକାନ ଜଳିଯାଇଛି। ଶଟ୍‌ସର୍କିଟ୍‌ରୁ ଏହି ଅଗ୍ନିକାଣ୍ଡ ହୋଇଥିବା ଜଣାପଡ଼ିଛି। ନିଆଁର ପ୍ରକୋପ ଏତେ ଅଧିକ ଯେ, ଦୁଇଟି ଅଗ୍ନିଶମ ବାହିନୀ ଗାଡ଼ି ଆୟତ୍ତ କରିବାରେ ଅସମର୍ଥ ହୋଇଛନ୍ତି। ଲୋକେ ନିକଟସ୍ଥ କୂଅ ପୋଖରୀରୁ ପାଣି ସଂଗ୍ରହ କରି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ। ଅଗ୍ନିଶମ ବିଭାଗରର ପାଣିରେ ନିଆଁ ନ ଲିଭିବାରୁ ସାଧାରଣ ଲୋକଙ୍କ ଉପଯୋଗୀ ପାଣିଟାଙ୍କି ସହଯୋଗ କରିଥିଲା। ଖବର ପାଇ ଟାଉନ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି। କେନ୍ଦୁଝର ପୋଲିସ ବିଭାଗର ଏସ୍‌ଡିପିଓଙ୍କ ଉପସ୍ଥିତିରେ ପୋଲିସ ସ୍ଥାନୀୟ ଯୁବକଙ୍କ ଦ୍ୱାରା ନିଆଁ ଲିଭାଇବାକୁ ପ୍ରୟାସ ଜାରି ରହିଛି। ଦୀର୍ଘ ୪ଘଣ୍ଟା ବିତି ଯାଇଥିଲେ ମଧ୍ୟ ନିଆଁ ସମ୍ପୂର୍ଣ୍ଣ ଭାବରେ ଲିଭିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ରେଲଓ୍ବେ ଟ୍ରାକରେ ଜବରଦସ୍ତ ବିସ୍ଫୋରଣ, ୨୩ରୁ ଅଧିକ ମୃତ୍ୟୁ ଆଶଙ୍କା

ଇସଲାମାବାଦ,୨୪।୫: ପୁଣିଥରେ ଦୋହଲି ଯାଇଛି ପାକିସ୍ତାନ। କ୍ୱେଟା ସହରରେ ଏକ ଟ୍ରେନରେ ବିସ୍ଫୋରଣ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବିସ୍ଫୋରଣରେ ଅନେକ ମୃତାହତ ହୋଇଥିବା ଆଶଙ୍କା…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri