ଅଟା ଗୋଦାମରେ ନିଆଁ ଲାଗିଲା

ଗଞ୍ଜାମ,୧୫।୧୦(ଡି.ଏନ.ଏ.): ଗଞ୍ଜାମ ବ୍ଲକ ପାଳିବନ୍ଧ ଗ୍ରାମର ଶଙ୍କର ପଣ୍ଡାଙ୍କ ଅଟା ଗୋଦାମରେ ଶୁକ୍ରବାର ନିଆଁ ଲାଗି ଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳି ଯାଇଛି। ଖବରପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଶେରଗଡ଼ରେ ବିଜୁ ଜୟନ୍ତୀ ଦିବସ ପାଳିତ

ଶେରଗଡ଼,୫।୩(ଡି.ଏନ.ଏ.): ଶେରଗଡ଼ ବ୍ଲକରେ ବିଜେଡି ପକ୍ଷରୁ ଗୁରୁବାର ବିଜୁ ଜୟନ୍ତୀ ଦିବସ ପାଳିତ ହୋଇଯାଇଛି। ସକାଳ ୮ଟାରେ ଶେରଗଡ଼ ଚାରି ଛକରେ ବିଜେଡିକର୍ମୀ ଓ ନେତାମାନେ...

ସିସିଟିଭି ଭାଙ୍ଗି ବ୍ୟାଙ୍କରେ ପଶିଲେ ଦୁର୍ବୃତ୍ତ

ଠାକୁରମୁଣ୍ଡା,୧।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଭାରତୀୟ ଷ୍ଟେଟବ୍ୟାଙ୍କ ଯଶୀପୁର ଶାଖାରୁ ଶନିବାର ବିଳମ୍ବିତ ରାତିରେ ଚୋରି ଉଦ୍ୟମ ହୋଇଛି। ଗେଟ ତାଲା ଭାଙ୍ଗିବା ସହ ସିସିଟିଭି ଭାଙ୍ଗି...

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ଯୁବକଙ୍କ ଜୀବନଗଲା: ଶ୍ମଶାନରୁ ମୃତଦେହ ଜବତ

ପାଟପୁର,୪ା୬- ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପାଟପୁର ଲଛବିଲ ସାହିରେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ଜଣେ ଯୁବକଙ୍କ ବୁଧବାର ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଛି। ସେ...

୨ ବେଆଇନ କରତକଳରେ ଚଢ଼ାଉ: ୨୬ ଲକ୍ଷ ଟଙ୍କାର କାଠ, ଯନ୍ତ୍ରାଂଶ ଜବତ

ଗୋପ,୧୦।୬(ଡି.ଏନ୍‌.ଏ)- ଗୋପ ବ୍ଲକ ଅଞ୍ଚଳର ୨ ବେଆଇନ କରତକଳ ଉପରେ ବୁଧବାର ସକାଳୁ ପୁରୀ ବନଖଣ୍ଡ ଡିଭିଜନ ଓ ଭୁବନେଶ୍ବର ଭିଜିଲାନ୍ସ ବିଭାଗ ପକ୍ଷରୁ ମିଳିତ...

ବୁଗୁଡ଼ା ବ୍ଲକର ଏହି ୩ ଗାଁକୁ ନିଷିଦ୍ଧାଞ୍ଚଳ ଘୋଷଣା

ବୁଗୁଡ଼ା,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ପାଙ୍ଗିଡ଼ି ପଞ୍ଚାୟତର ସରପଞ୍ଚ ସୁଶାନ୍ତ କୁମାର ଆପଟ ଜିଲାପାଳ କ୍ଷମତା ପ୍ରଯୋଗ କରି ସୋମବାର ୩ ଗାଁକୁ...

ଖୋର୍ଦ୍ଧା: ୩୬ ମନ୍ଦିରରେ ୧୪୪ ଧାରା, ଜରିପୁଟ ସଙ୍କଟମୋଚନ ମନ୍ଦିରରେ ୧୦ଦିନ କଟକଣା

ଖୋର୍ଦ୍ଧା ଅଫିସ,୧୩ା୪: ଖୋର୍ଦ୍ଧା ଜିଲାର ୩୬ଟି ମନ୍ଦିର ଓ ଶୈବପୀଠରେ ୧୪୪ ଧାରା ଜାରି କରାଯାଇଛି। ସୋମବାର ମହାବିଷୁବ ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ଥିବାରୁ...

ରାତିହେଲେ ସହର ଭିତରକୁ ଆସୁଥିଲା ଭାଲୁ , ଜିଲାପାଳଙ୍କ ବାସଭବନ ପରିସରରୁ ପଡ଼ିଲା ଧରା

ନୂଆପଡ଼ା ଅଫିସ,୧୮।୭: ନୂଆପଡ଼ା ବନ ବିଭାଗର କିଛିଦିନ ହେବ ନିଦ ହଜାଇ ଦେଇଥିବା ଏକ ଭାଲୁ ଶେଷରେ ଧରାପଡ଼ିଛି। ରବିବାର ଭାଲୁଟିକୁ ଜିଲାପାଳଙ୍କ ବାସଭବନ ପରିସରରୁ...

ଅଷ୍ଟପ୍ରହର ଚାନ୍ଦା ପାଇଁ ଯୁବକଙ୍କୁ ହତ୍ୟା

ରସୁଲପୁର,୧୬।୩(ଡି.ଏନ.ଏ.): ଯାଜପୁର ଜିଲା କୁଆଖିଆ ଥାନା ବାହାଦଲାପୁର ପଞ୍ଚାୟତ ଶରିଫାବାଦ ଗ୍ରାମର ଦଳେଇସାହିରେ ଅଷ୍ଟପ୍ରହର ନାମଯଜ୍ଞ ଚାନ୍ଦା ଆଦାୟକୁ କେନ୍ଦ୍ରକରି ରବିବାର ଏକ ହତ୍ୟାକାଣ୍ଡ ଘଟିଛି।...

Advertisement


Archives

Model This Week