ଅଟା ଗୋଦାମରେ ନିଆଁ ଲାଗିଲା

ଗଞ୍ଜାମ,୧୫।୧୦(ଡି.ଏନ.ଏ.): ଗଞ୍ଜାମ ବ୍ଲକ ପାଳିବନ୍ଧ ଗ୍ରାମର ଶଙ୍କର ପଣ୍ଡାଙ୍କ ଅଟା ଗୋଦାମରେ ଶୁକ୍ରବାର ନିଆଁ ଲାଗି ଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳି ଯାଇଛି। ଖବରପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବଜାରରେ ବିକ୍ରି ହେବ ସ୍ବାଭିମାନ ଅଞ୍ଚଳର ହଳଦୀ

ମାଲକାନଗିରି,୯ା୧ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳର ଉତ୍ପାଦିତ ହଳଦୀ ଆମାଜନରେ ବିକ୍ରି ହେବ। ଚିତ୍ରକୋଣ୍ଡା ବ୍ଲକର ସ୍ବାଭିମାନ ଅଞ୍ଚଳରେ ବାର୍ଷିକ ୫୦ ଟନରୁ ଉର୍ଦ୍ଧ୍ୱ...

ଡାକ୍ତରଖାନାରେ ପର୍ଯ୍ୟାପ୍ତ ଔଷଧ ରଖିବାକୁ ନିର୍ଦ୍ଦେଶ

ଅନୁଗୋଳ ଅଫିସ୍‌, ୬।୨ – ସାମାଜିକ ନିରାପତ୍ତା ଓ ଭିନ୍ନକ୍ଷମ ସଶକ୍ତୀକରଣ କମିଶନର ତଥା ସଚିବ ଭାସ୍କର ଜ୍ୟୋତି ଶର୍ମା ମଙ୍ଗଳବାରଠାରୁ ଅନୁଗୋଳ ଜିଲା ଗସ୍ତରେ...

ଡାହାଣୀ ସନ୍ଦେହରେ ବୃଦ୍ଧାଙ୍କୁ ହତ୍ୟା

କେନ୍ଦୁଝର/ଢେଙ୍କିକୋଟ,୧୭।୧୨(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲା ଘଟଗାଁ ଥାନା ଭୋଳବେଡ଼ା ଗ୍ରାମର ମୁଣ୍ଡା ସାହିରେ ବୁଧବାର ଡାହାଣୀ ସନ୍ଦେହରେ ଜଣେ ବୃଦ୍ଧାଙ୍କୁ ଟାଙ୍ଗିଆରେ ହାଣି ନିର୍ମମ ଭାବେ ହତ୍ୟା...

କଟକ ସହରରୁ ୭୪ ନୂଆ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ, ୧୨।୧୦: କଟକ ସହରରୁ ସୋମବାର ୭୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୬ଜଣ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ...

ନଦୀପଠାରୁ ଗଛକଟା ଘଟଣାର ତଦନ୍ତ

ପାଣିକୋଇଲି,୧୧ା୧୨(ଡି.ଏନ.ଏ.): ପାଣିକୋଇଲି ଥାନା ଅନ୍ତର୍ଗତ ମୂଳାପାଳ ପଞ୍ଚାୟତର ବରପଦା ମୌଜାରୁ ରାତିଅଧିଆ ଶତାଧିକ ଗଛ କଟାଯିବା ନେଇ ଥାନାରେ ଅଭିଯୋଗ ପରେ ତଦନ୍ତ ଆରମ୍ଭ ହୋଇଛି।...

ଗଞ୍ଜାମ ବସ୍‌ ବନ୍ଦ: ୫ ରୁ୍‌ଟ୍‌ରେ ଯାତ୍ରୀଙ୍କ ପାଇଁ ପ୍ରଶାସନର ସ୍ବତନ୍ତ୍ର ବସ୍‌

ବ୍ରହ୍ମପୁର ଅଫିସ, ୨୭।୧୧-ହଲଦିଆପଦର ବସଷ୍ଟାଣ୍ଡରୁ ଘରୋଇ ବସ୍‌ ଚଳାଚଳ ନେଇ ବିଡିଏର ନୋଟିସକୁ ବିରୋଧ କରି ବସ୍‌ ମାଲିକ ସଂଘ ବନ୍ଦ ଡାକରା ଦେଇଥିବାବେଳେ ପ୍ରଶାସନ...

ସରିଲା ନାମାଙ୍କନ: ଆଗକୁ ପ୍ରଚାର

ବରଗଡ଼ ଅଫିସ୍‌,୮।୩: ବରଗଡ଼ ଜିଲାରେ ପୌର ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ଶେଷ ହୋଇଛି। ଏହାପରେ ପୌର ପରିଷଦ ଦଖଲ ପାଇଁ ସବୁଦଳଙ୍କ କସରତ ଆରମ୍ଭ...

କଟକ ଶିଶୁଭବନ ଆଉଟ୍‌ଡୋର ବନ୍ଦ

କଟକ ଅଫିସ,୬ା୭: ସୋମବାର କଟକସ୍ଥିତ ଶିଶୁଭବନର ଆଉଟ୍‌ଡୋର ବନ୍ଦ କରାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଆଉଟ୍‌ଡୋର ବନ୍ଦ ରହିବ ବୋଲି ଶିଶୁଭବନ ଅଧୀକ୍ଷକ ପ୍ରଫେସର ଡା....

Advertisement
Archives

Model This Week