ଅଟା ଗୋଦାମରେ ନିଆଁ ଲାଗିଲା

ଗଞ୍ଜାମ,୧୫।୧୦(ଡି.ଏନ.ଏ.): ଗଞ୍ଜାମ ବ୍ଲକ ପାଳିବନ୍ଧ ଗ୍ରାମର ଶଙ୍କର ପଣ୍ଡାଙ୍କ ଅଟା ଗୋଦାମରେ ଶୁକ୍ରବାର ନିଆଁ ଲାଗି ଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳି ଯାଇଛି। ଖବରପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ l