ଅଟେଇ ଜଙ୍ଗଲରେ ନିଆଁ

ଆନନ୍ଦପୁର,୧୩।୨(ସ୍ବ.ପ୍ର.): ଆନନ୍ଦପୁର ସୀମାନ୍ତ ଘଟଗାଁ ଅଟେଇ ସଂରକ୍ଷିତ ଜଙ୍ଗଲରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି ଘଟିଛି। ଜଙ୍ଗଲରେ ବସବାସ କରୁଥିବା ଆଦିବାସୀ ସମ୍ପ୍ରଦାୟର ବ୍ୟକ୍ତ ମଧ୍ୟ ଅଗ୍ନିକାଣ୍ଡରେ ପ୍ରଭାବିତ ହୋଇଛନ୍ତି। କେହି ଦୁର୍ବୃତ୍ତ ଅଗ୍ନିକାଣ୍ଡ ଘଟାଇଥିବାବେଳେ ଶୁଖିଲା ଗଛ ପତ୍ର ଯୋଗୁ ନିଆଁ ବ୍ୟାପକ ଅଞ୍ଚଳ ମାଡି ଯାଇ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ତେବେ ଜଙ୍ଗଲରେ ଲାଗିଥିବା ନିଆଁକୁ ଆୟତ କରିବା ପାଇଁ ସ୍ବତନ୍ତ୍ର ସ୍କ୍ବାଡର ବ୍ୟବସ୍ଥା ହୋଇଥିବା ଆନନ୍ଦପୁର ବନଖଣ୍ଡ ଅଧିକାରୀ ଅଭୟ କୁମାର ଦଳେଇ କହିଛeନ୍ତି। ଉକ୍ତ ବନଖଣ୍ଡ ଅଂଶ ଆନନ୍ଦପୁର ବନଖଣ୍ଡ ଅଧୀନରେ ରହିଥିବାବେଳେ ଅନ୍ୟ ଅଂଶ କେନ୍ଦୁଝର ବନଖଣ୍ଡ ଅଧୀନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଲା ବଡ଼ ଝଟକା

ଗୁଆହାଟି,୧୬।୨: ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳକୁ ଏକ ବଡ଼ ଝଟକା ଲାଗିଛି। ବରିଷ୍ଠ ନେତା ଏବଂ ପୂର୍ବତନ ରାଜ୍ୟ କଂଗ୍ରେସ ସଭାପତି ଭୂପେନ ବୋରା…

ବୃହସ୍ପତିଙ୍କ ନକ୍ଷତ୍ରରେ ଗୋଚର କରିବେ ବୁଧ, ଶିକ୍ଷା ଏବଂ କ୍ୟାରିୟରରେ ଉନ୍ନତି କରିବେ ୩ ରାଶି

ବୁଧ ଗ୍ରହ ବୃହସ୍ପତିଙ୍କ ନକ୍ଷତ୍ର ପୂର୍ବ ଭାଦ୍ରପଦରେ ଫେବୃଆରୀ ୧୫ ରୁ ମାର୍ଚ୍ଚ ୧୦ ତାରିଖ ପର୍ଯ୍ୟନ୍ତ ରହିବେ । ଜ୍ଞାନ ଏବଂ ସମୃଦ୍ଧିର ଗ୍ରହ ବୃହସ୍ପତିଙ୍କ…

ଗଜପତି କୋଣାର୍କ ପଠାଇଥିଲେ ରାଜାଭିଷେକ, ବିବାହ ବେଳର ୧,୫୧,୬୫୧ ମାଢ଼ ସୁନା

ଗତ ସଂଖ୍ୟାରେ ଆମେ ସାମ୍ରାଜ୍ୟ କେଉଁଠୁ, କେଉଁମାନେ ମନ୍ଦିର ନିର୍ମାଣ ପାଇଁ କେତେ ସହଯୋଗ କରିଥିଲେ ତା’ର ଏକ ଚିତ୍ର ଦେବାକୁ ଆରମ୍ଭ କରିଥିଲୁ। ଓଡ଼ିଆମାନେ ମନ୍ଦିର…

ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି ଏଭଳି କହି ଚାପ ପକାଉଛନ୍ତି…

ଭୁବନେଶ୍ୱର,୧୬।୨(ରବିନାରାୟଣ ଜେନା): ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି। ସକାଳେ କଲମ୍‌ରେ କଂକ୍ରିଟ ଢଳାହେଲା ମାନେ ସନ୍ଧ୍ୟା ସୁଦ୍ଧା ବିଲ୍‌ ହେବା ଦରକାର। ଠିକାଦାରଙ୍କ ଉଦ୍ଦେଶ୍ୟରେ…

କେମିକାଲ କାରଖାନାରେ ଭୟଙ୍କର ବିସ୍ଫୋରଣ, ୮ ଜୀବନ୍ତ ଦଗ୍ଧ

ଜୟପୁର,୧୬ା୨:  ରାଜସ୍ଥାନର ଭିୱାଡିରେ ଏକ ରାସାୟନିକ କାରଖାନାରେ ଏକ ବଡ଼ ବିସ୍ଫୋରଣ ଘଟି ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ସୂଚନା ପାଇ ଅଧ ଡଜନ ଦମକଳ ଗାଡ଼ି…

କଟକଣା ହଟିଲେ ସାଲିସ ପାଇଁ ଇରାନ୍‌ ରାଜି

ତେହରାନ୍‌,୧୬ା୨:ଇରାନ ନିଜର ଆଣବିକ କାର୍ଯ୍ୟକ୍ରମକୁ ନେଇ ଆମେରିକା ସହ ସାଲିସ କରିବାକୁ ପ୍ରସ୍ତୁତ ରହିଛି। କିନ୍ତୁ ଏଥିପାଇଁ ନିର୍ଦ୍ଦିଷ୍ଟ ସର୍ତ୍ତ ରଖିଛି। ଯଦି ଆମେରିକା କଟକଣା ହଟାଇବ…

ରହମାନଙ୍କ ଶପଥ ଉତ୍ସବରେ ଯୋଗ ଦେବେନି ମୋଦି: ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୧୬ା୨:ବାଂଲାଦେଶ ନିର୍ବାଚନରେ ବିଏନ୍‌ପି ବିପୁଳ ବିଜୟ ହାସଲ କରିବା ପରେ ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଆସନ୍ତା ୧୭ ତାରିଖରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri