ସମୁଦ୍ର ମଝିରେ ନିଆଁ…

ମେକ୍ସିକୋ ସିଟି,୩।୭: ଲାଟିନ୍‌ ଆମେରିକା ଦେଶ ମେକ୍ସିକୋରେ ସମୁଦ୍ର ମଝିରେ ହଠାତ୍‌ ଭୟଙ୍କର ନିଆଁ ଦେଖିଯାଇଛି। ସମୁଦ୍ର ମଝିରେ ନିଆଁ ଜଳୁଥିବାର ଫଟୋ ଏବଂ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏଠାରେ ଥିବା ଏକ ପ୍ରାକୃତିକ ତୈଳ ପାଇପ୍‌ ଲାଇନ୍‌ରେ ନିଆଁ ଲାଗିବାରୁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା କୁହାଯାଉଛି। ଏହାର ୧୭ ସେକେଣ୍ଡର ଏକ ଭିଡ଼ିଓ ମାନୁଏଲ୍‌ ଲୋପେଜ୍‌ ସାନ୍‌ ମାର୍ଟିନ୍‌ ନାମକ ଜଣେ ୟୁଜରଙ୍କ ଟୁଇଟର ହ୍ୟାଣ୍ଡେଲରେ ଅପଲୋଡ୍‌ କରାଯାଇଛି। ଭିଡ଼ିଓରେ ନିଆଁ ଟକମକ ହୋଇ ଫୁଟୁଥିବା ଭଳି ଦେଖାଯାଉଛି। ଏଠାରେ ଥିବା ପ୍ରାକୃତିକ ତୈଳ ରିଙ୍ଗ୍‌ ଯେଭଳି ସୁରକ୍ଷିତ ରହିବ ସେ ନେଇ ମେକ୍ସିକୋ ନୌସେନା ପକ୍ଷରୁ ପ୍ରୟାସ କରାଯାଉଛି। ତେବେ ନିଆଁ ଦିନରାତି ଅବିଶ୍ରାନ୍ତ ଜଳିବାରେ ଲାଗିଛି। ୟୁକାତନ ପ୍ରାୟଦ୍ୱୀପ ନିକଟରେ ଥିବା ସମୁଦ୍ର ଗର୍ଭରେ ଏହି ନିଆଁ ଲାଗିଛି। ସୋସିଆଲ୍‌ ମିଡ଼ିଆରେ ୟୁଜର ଏହାକୁ ‘ଆଇ ଅଫ୍‌ ଫାୟାର’ ଭାବେ ନାମିତ କରିଛନ୍ତି। ଇତିମଧ୍ୟରେ ଏହି ଭିଡ଼ିଓକୁ ଏକ କୋଟି ୪୦ ଲକ୍ଷରୁ ଅଧିକ ଥର ଦେଖା ସରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

‘ବିଦେଶୀ ଷଡ଼ଯନ୍ତ୍ର’ ଯାଞ୍ଚ ପାଇଁ ଆୟୋଗ ଗଠନ ପୂର୍ବରୁ ମନା କଲେ ଅଧିକାରୀ

ଇସଲାମାବାଦ,୯ା୪: ପାକିସ୍ତାନର ପୂର୍ବତନ ବରିଷ୍ଠ ଅଧିକାରୀ ଇମ୍ରାନ ଖାନ୍‌ଙ୍କ ନେତୃତ୍ୱାଧୀନ ସରକାରକୁ ହଟାଇବା ପାଇଁ ଏକ ‘ଷଡଯନ୍ତ୍ର’ର ଯାଞ୍ଚ ପାଇଁ ଫେଡେରାଲ କ୍ୟାବିନେଟ ଗଠନ କରିଥିବା...

ଚର୍ଚ୍ଚାରେ ସମଲିଙ୍ଗୀଙ୍କ ଫଟୋଶୁଟ୍‌ 

ନୂଆଦିଲ୍ଲୀ: ନିକଟରେ ସୋସିଆଲ ମିଡିଆରେ ଏକ ସମଲିଙ୍ଗୀ କପୁଲଙ୍କ ଫଟୋ ଭାଇରାଲ ହେବାରେ ଲାଗିଛି। ଫଟୋରେ ଦୁହେଁ ବିବାହ ଫଟୋଶୁଟ୍‌ କରୁଥିବା ନଜରକୁ ଆସିଛନ୍ତି। ରିପୋର୍ଟ...

ଗାନ୍ଧିଜୀଙ୍କ ବିଚାରଧାରା ଆବଶ୍ୟକ

ଜାତିସଂଘ୨୯ା୨(ପି.ଟି.):ଦିଲ୍ଲୀ ଦଙ୍ଗା ଘଟଣାରେ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ଦୁଃଖ ପ୍ରକାଶ କରିଛନ୍ତି। ଏଭଳି ସ୍ଥିତିରେ ବାସ୍ତବ ସାମ୍ପ୍ରଦାୟିକ ସଦ୍ଭାବ ଫେରାଇ ଆଣିବାରେ ମହାତ୍ମା ଗାନ୍ଧୀଙ୍କ...

ଗୋଟିଏ ବାଲ୍‌ଟି ପାଇଁ ୬୯୫ ବର୍ଷ ତଳେ ହୋଇଥିଲା ଯୁଦ୍ଧ: ୨୦୦୦ ସୈନ୍ୟଙ୍କ ଘଟିଥିଲା ମୃତ୍ୟୁ

ରୋମ୍‌,୧୫।୩: ପୃଥିବୀରେ ଭିନ୍ନ ଭିନ୍ନ କାରଣରୁ ବହୁ ଯୁଦ୍ଧ ହୋଇଛି। ତେବେ ମାତ୍ର ଗୋଟିଏ ବାଲ୍‌ଟି ପାଇଁ ଯୁଦ୍ଧ। ପୁଣି ଏଥିରେ ୨୦୦୦ରୁ ଅଧିକ ସୈନ୍ୟଙ୍କ...

ମାଲିକଙ୍କ ମୃତ୍ୟୁର ୧୫ ମିନିଟ ଭିତରେ ଜୀବନ ହାରିଲା ପୋଷା କୁକୁର

ମଣିଷ-ପଶୁ ସମ୍ପର୍କ ସବୁବେଳେ ସ୍ବତନ୍ତ୍ର। ଏହା ଏପରି ସମ୍ପର୍କ, ଯାହା କେବେ ସ୍ବାର୍ଥ ଦେଖେନାହଁି ନା ଏଥିରେ ଥାଏ ଛନ୍ଦ କପଟ! ଏଭଳି ଏକ ନିଆରା...

‘ମୁଁ ରାଷ୍ଟ୍ରପତି ଥିଲେ, ରୁଷିଆ ଉପରେ ପରମାଣୁ ବୋମା ପକାଇବା ଧମକ ଦେଇଥାନ୍ତି’

ଓ୍ବାଶିଂଟନ୍‌,୨୭।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଥମିବାର ନାଁ ଧରୁନି। ଏହି ସମୟରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଚାଞ୍ଚଲ୍ୟକର ମନ୍ତବ୍ୟ...

ନାଇଜେରିଆରେ ମିଳିତ ଅପରେଶନ୍‌: ୨୦ ଆତଙ୍କବାଦୀ ନିହତ

ଲାଗୋସ୍‌,୪।୬: ଦି ମଲ୍ଟି ନ୍ୟାଶନାଲ ଟାକ୍ସ ଫୋର୍ସ (ଏମ୍‌ଟିଜେଟିଏଫ୍‌)ର ମିଳିତ ଅପରେଶନରେ ନାଇଜେରିଆର ଏରିଜି, ମାଲକୋନୋରୀ, ତୁମବୁମ ରେଗୋ ଅଞ୍ଚଳରେ ପାଖାପାଖି ୨୦ ଆତଙ୍କବାଦୀଙ୍କ ମୃତ୍ୟୁ...

ଯେଉଁଠି ରାତିରେ ବିବାହ ମନା

ସାଧାରଣତଃ ଭାରତର ଅଧିକାଂଶ ସ୍ଥାନରେ ରାତିରେ ବାହାଘର ହେବାର ପରମ୍ପରା ରହିଛି। ହେଲେ ଉତ୍ତର ପ୍ରଦେଶର ଗାଜିଆବାଦରେ ଏଥିରେ ଦେଖାଯାଏ କିଛି ବ୍ୟତିକ୍ରମ। ଏଠାକାର ଲୋକେ...

Advertisement
Archives

Model This Week