ତିନିକୋଶିଆ ସଂରକ୍ଷିତ ଜଙ୍ଗଲରେ ନିଆଁ

ସଜନାଗଡ଼,୧୨।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ସ୍ଥିତ ତିନିକୋଶିଆ ସଂରକ୍ଷିତ ଜଙ୍ଗଲରେ ନିଆଁ ଲାଗିଛି। ଫଳରେ ବହୁ ବୃକ୍ଷଲତା, କୀଟପତଙ୍ଗ ଓ ବନୌଷଧି ଭସ୍ମୀଭୂତ ହୋଇଯାଇଛି। ତୃଣଭୋଜୀ ପ୍ରାଣୀମାନେ ବିଶେଷ ପ୍ରଭାବିତ ହେବା ସହ ସଂଲଗ୍ନ ଗାଁ ପ୍ରତି ବିପଦ ଆଶଙ୍କା ଦେଖାଦେଇଛି। ସୂଚନାଯୋଗ୍ୟ, ଶୁକ୍ରବାର ଅପରାହ୍ନ ପ୍ରାୟ ୧ଟା ସମୟରେ ଭାଲୁକାଶୁଣି ଛକ ନିକଟରେ ତିନିକୋଶିଆ ସଂରକ୍ଷିତ ଜଙ୍ଗଲରେ ନିଆଁ ଲାଗି ଯାଇଥିଲା। ଗ୍ରାମବାସୀ ନିଆଁ ଲିଭାଉଥିବା ବେଳେ ବନ ବିଭାଗ ପାଖରେ ଖବର ନ ଥିବା ଜଣାପଡ଼ିଛି। କେହି ଅସାମାଜିକ ବ୍ୟକ୍ତି ନିଆଁ ଲଗାଇଥିବା ଅନୁମାନ କରାଯାଉଛି। ଗତ ବର୍ଷ ମଧ୍ୟ ଉକ୍ତ ଜଙ୍ଗଲରେ ନିଆଁ ଲାଗିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ, କଫ୍‌ ସିରପ୍‌ ଚାଲାଣ ବେଳେ ଠାବ: ପିସ୍ତଲ, ଗୁଳି ଜବତ, ୬ ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୨୧।୩: ବରଗଡ଼ ଜିଲା ପୋଲିସର ସ୍ପେଶାଲ ସ୍କ୍ବାଡ୍‌ ଓ ବରପାଲି ଥାନା ପୋଲିସ ଶନିବାର କଫ ସିରପ ଏବଂ ଗଞ୍ଜେଇ ଚାଲାଣ ହେଉଥିବା ବେଳେ...

ବେଲଟିକିରିରେ ପ୍ରାଣୀଧନ ଚିକିତ୍ସକ ଦଳ: ଚିକିତ୍ସା କଲେ, ପ୍ରତିଷେଧକ ଦେଲେ

ଢେଙ୍କାନାଳ ଅଫିସ, ୧୫।୧୧-ଢେଙ୍କାନାଳ ସଦର ବ୍ଲକ ବେଲଟିକିରି ଗ୍ରାମରେ ବଜବଜିଆ ରୋଗ ଆତଙ୍କ ସମ୍ପର୍କିତ ଖବର ‘ଧରିତ୍ରୀ’ରେ ପ୍ରକାଶ ପାଇବା ପରେ ପ୍ରାଣୀଧନ ଚିକିତ୍ସା ବିଭାଗ...

ତାଲିମ ନେଲେ ୬୦ ଶିକ୍ଷୟିତ୍ରୀଶିକ୍ଷକ

ବାରିପଦା ଅଫିସ, ୨୭ା୧୦-କେନ୍ଦ୍ରୀୟ ହିନ୍ଦୀ ସଂସ୍ଥାନର ଭୁବନେଶ୍ୱର କେନ୍ଦ୍ର ଓ ମୟୂରଭଞ୍ଜ ଜିଲା ଶିକ୍ଷା ବିଭାଗ ମିଳିତ ଆନୁକୂଲ୍ୟରେ ବାରିପଦା ମହାରାଣୀ ପ୍ରେମ କୁମାରୀ ଉଚ୍ଚ...

କର୍ଲାପାଟ ହାତୀ ମୃତ୍ୟୁ ଘଟଣା: ନିଲମ୍ବିତ ହେଲେ ପ୍ରାଣୀଧନ ନିରୀକ୍ଷକ

ଭବାନୀପାଟଣା,୨୨।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାପାଟ ହାତୀ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ପ୍ରାଣୀ ସମ୍ପଦ ବିଭାଗ। କାର୍ଯ୍ୟରେ ଅବହେଳା ନେଇ କର୍ଲାପାଟ ପ୍ରାଣୀଧନ ନିରୀକ୍ଷକ...

ବାଣ ବିସ୍ଫୋରଣରେ ଛାତ ଫାଟିଲା

ଢେଙ୍କାନାଳ ଅଫିସ,୨୧ା୫ଢେଙ୍କାନାଳ ସହରସ୍ଥିତ ମିନାବଜାର କୁମ୍ଭାରସାହିରେ ସୋମବାର ଅପରାହ୍ନ ପ୍ରାୟ ୨ଟାରେ ଦିନଜ ସାହୁ(୪୫)ଙ୍କ ଘରେ ବାଣ ବିସ୍ଫୋରଣ ହୋଇ ଛାତ ଫାଟିଯାଇଛି। ଏଥିସହ ଘର...

ପୁରୀ, କୋଣାର୍କକୁ ଗଡ଼ିଲା ‘ମୋ ବସ୍‌’

ଭୁବନେଶ୍ୱର, ୨୭ା୯ (ବ୍ୟୁରୋ)- ପୁରୀ ଓ କୋଣାର୍କକୁ ମୋ ବସ୍‌ ସେବା ଆରମ୍ଭ ହୋଇଛି। ରବିବାର ବିଶ୍ୱ ପର୍ଯ୍ୟଟନ ଦିବସରୁ ପର୍ଯ୍ୟଟକମାନଙ୍କ ପାଇଁ ସ୍ବତନ୍ତ୍ର ଉପହାର...

ନିଲାମ ହେବ ଖଣି, ବିଭିନ୍ନ କମ୍ପାନୀ ତତ୍ପର

ଯୋଡ଼ା, ୨୦।୧୦(ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ବିଭିନ୍ନ ଖଣି ଗୁଡିକରେ ଲିଜ୍‌ ଅବଧି ଶେଷ ହେବାକୁ ଥିବାରୁ ସେଗୁଡିକର ପୁନଃ ନିଲାମ ପାଇଁ ଘୋଷଣା ପରେ ଯୋଡା ଖଣି...

କେନ୍ଦୁଝରର ଯୁବ ବୈଜ୍ଞାନିକ ଇସ୍ରୋରେ ପୁରସ୍କୃତ

କେନ୍ଦୁଝର, ୩୧।୧(ସ୍ବ.ପ୍ର./ଡି.ଏନ୍‌.ଏ.): ଅନ୍ତରୀକ୍ଷ ଗବେଷଣା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କେନ୍ଦୁଝର ଜିଲାର ଯୁବ ବୈଜ୍ଞାନିକ ଅଟଳ କୃଷ୍ଣ ଖଟୁଆ ଇସ୍ରୋ ପକ୍ଷରୁ ବିକ୍ରମ ସରାଭାଇ...

Advertisement
Archives

Model This Week