ଆବର୍ଜନା ପରିଚାଳନା କେନ୍ଦ୍ରରେ ନିଆଁ

କେନ୍ଦୁଝର,୧୨ା୩(ସ୍ବ.ପ୍ର.): କେନ୍ଦୁଝର ପୁରୁଣା ସହର ବସ୍‌ଷ୍ଟାଣ୍ଡ ନିକଟ ନିଜିଗଡ଼ରେ ଥିବା ମଇଳା ଆବର୍ଜନା ପରିଚାଳନା କେନ୍ଦ୍ର (ଏମ୍‌ସିସି-୨)ରେ ଶନିବାର ସକାଳୁ ହଠାତ୍‌ ନିଆଁ ଲାଗିଯିବାରୁ ଚାରିଆଡ଼େ ଧୂଆଁମୟ ହୋଇଯାଇଥିଲା। ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ହେଁ ଏହାଦ୍ୱାରା ବାୟୁମଣ୍ଡଳ ବହୁ ମାତ୍ରାରେ ପ୍ରଦୂଷିତ ହୋଇଥିବା ବେଳେ ଉତ୍କଟ ଗନ୍ଧ ଯୋଗୁ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି। ମଇଳା ଆବର୍ଜନା ସଠିକ୍‌ ପରିଚାଳନା ହୋଇ ପାରୁ ନ ଥିବାରୁ ଜାଣିଶୁଣି ନିଆଁ ଲଗାଇ ଦିଆଯାଇଥିବା ସାଧାରଣରେ ଅଭିଯୋଗ ହେଉଛି।

ଉକ୍ତ କେନ୍ଦ୍ର ପରିସର ଓ ବାହାରେ ବହୁ ପରିମାଣରେ ମଇଳା ଆବର୍ଜନା ଜମା ହୋଇରହିଛି। ଫଳରେ ଉତ୍କଟ ଗନ୍ଧ ସହ ପରିବେଶ ପ୍ରଦୂଷିତ ହେଉଛି। ପାଖରେ ଥିବା ବନ ବିଭାଗ କାର୍ଯ୍ୟାଳୟ (ଓାର୍କିଂ ପ୍ଲାନିଂ) ପକ୍ଷରୁ ପ୍ରଶାସନକୁ ସୂଚିତ କରିବା ସହ ଏହାକୁ ଅନ୍ୟତ୍ର ସ୍ଥାନାନ୍ତର ଦାବିରେ ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲର ଦ୍ୱାରସ୍ଥ ହୋଇଥିବା ପୂର୍ବତନ ପୌରାଧ୍ୟକ୍ଷ ପ୍ରଭଞ୍ଜନ ପଟ୍ଟନାୟକ କହିଛନ୍ତି। ଏହା ସତ୍ତ୍ୱେ ଉକ୍ତ ପ୍ରକଳ୍ପକୁ ସ୍ଥାନାନ୍ତର କରାଯାଉନାହିଁ। ଫଳରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଗଣେଶ୍ୱରଙ୍କ ବଡ଼ ବୟାନ: ସୁଜାତାଙ୍କ କଥା ଦଳ ବିଚାର କରିବ

ଭୁବନେଶ୍ୱର,୨୯।୧୨: କେନ୍ଦ୍ରାପଡ଼ା ବିଜେଡି ବିଧାୟକ ଗଣେଶ୍ୱର ବେହେରା ଏକ ବଡ଼ ବୟାନ ଦେଇଛନ୍ତି। ସୁଜାତା କାର୍ତ୍ତିକେୟନଙ୍କ କଥା ଦଳ ବିଚାର କରିବ ବୋଲି ଗଣେଶ୍ୱର ସୋମବାର...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri