ଫ୍ଲାଏ ଓଭର ବ୍ରିଜ ତଳେ ହୁତୁ ହୁତୁ ହୋଇ ଜଳୁଛି ନିଆଁ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଲାଇଫ ଲାଇନ ବୋଲାଉଥିବା ତଥା ୩୨୬ ନଂ ଜାତୀୟ ରାଜପଥରେ ରହିଥିବା ଏକ ମାତ୍ର ଫ୍ଲାଏ ଓଭର ବ୍ରିଜ ତଳେ ଏହାର ସପୋର୍ଟିଂ ପାଇଁ ଖଞ୍ଜା ଯାଇଥିବା ଲୁହା ପିଲର ନିକଟରେ ଶନିବାର ସକାଳୁ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ତେବେ ନିଆଁ କିଏ ଲଗାଇଛି ନା କେଉଁ କାରଣରୁ ଲାଗିଛି ତାହା ଜଣାପଡ଼ିନାହିଁ। ଖବର ପାଇ ଅଗ୍ନିଶମ ବାହିନୀ ନିଆଁ ଲିଭାଇବାକୁ ପହଞ୍ଚିଥିବା ଜଣାପଡ଼ିଛି। ଅନ୍ୟପଟେ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ

ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?