Posted inଜାତୀୟ

ରାଜଧାନୀର ଏହି ଫ୍ୟାକ୍ଟ୍ରିରେ ଭୟଙ୍କର ନିଆଁ, ୩ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୮ା୬: ରାଜଧାନୀ ଦିଲ୍ଲୀର ନରେଲା ଇଣ୍ଡଷ୍ଟ୍ରିଆଲ୍‌ ଅଞ୍ଚଳରେ ଶନିବାର ସକାଳୁ ଏକ ଫ୍ଟ୍ୟାକ୍ଟ୍ରିରେ ଭୀଷଣ ନିଆଁ ଲାଗିଛି । ଏହି ଅଗ୍ନିକାଣ୍ଡରେ ବର୍ତ୍ତମାନ ପର୍ଯ୍ୟନ୍ତ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ନିଆଁ ଲିଭାଇବା କାର୍ଯ୍ୟରେ ଅଗ୍ନିଶମ ବାହିନୀ ନିୟୋଜିତ ଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁସାରେ, ଶନିବାର ଭୋର ୩.୩୫ ମିନିଟ୍‌ରେ ପୋଲିସକୁ ଏକ ଫ୍ୟାକ୍ଟିରେ ନିଆଁ ଲାଗିଥିବା ନେଇ ସୂଚନା ମିଳିଥିଲା । କିନ୍ତୁ ସେହି ସମୟରେ ଫ୍ୟାକ୍ଟ୍ରି ଭିତରେ ଲୋକେ ଫସି ରହିଥିବା ଜଣାପଡ଼ିନଥିଲା। ପୋଲିସ୍‌ ଯେତେବେଳେ ଘଟଣାସ୍ଥଳରେ ପହଞ୍ଚିଥିଲା ସେତେବେଳେ ନରେଲା ଇଣ୍ଡଷ୍ଟ୍ରିଆଲ୍‌ ଅଞ୍ଚଳରେ ଥିବା ଫ୍ୟାକ୍ଟ୍ରି ନମ଼୍ବର ଏଚ୍‌- ୧୨୪୯ ର ଶ୍ୟାମକୃପା ଫୁଡ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ରେ ନିଆଁ ବ୍ୟାପି ସାରିଥିଲା । ଫ୍ୟାକ୍ଟ୍ରିରେ କିଛି ଲୋକ ରହିଯାଇଥିବା ପୋଲିସ ଜାଣିବାକୁ ପାଇଥିଲା । ପୋଲିସ ଅଗ୍ନିଶମ ବାହିନୀ ସହାୟତାରେ ଲୋକଙ୍କୁ ଉଦ୍ଧାର କରି ନରେଲାର ହସ୍ପିଟାଲ୍‌ରେ ଭର୍ତ୍ତି କରିଥିଲା । ପରେ ଡାକ୍ତର ୩ ଜଣଙ୍କୁ ମୃତ ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କପିଳଧାର ଜଳପ୍ରପାତ ନିକଟରୁ ମହିଳାଙ୍କ ମୃତଦେହ ଜବତ

ପାଇକମାଳ,୧୩ା୫(ବଡ଼ ଶତପଥୀ): ପାଇକମାଳ ନୃସିଂହନାଥ ମନ୍ଦିରରୁ ପାଞ୍ଚକିମି ଦୂର କପିଳଧାର ଜଳପ୍ରପାତ ନିକଟରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ବୁଧବାର ସ୍ଥାନୀୟ ପୋଲିସ ଜବତ କରିଛି ।…

କିଏ ହେବେ କେରଳ ମୁଖ୍ୟମନ୍ତ୍ରୀ? ଗୁରୁବାର ଘୋଷଣା କରିବ କଂଗ୍ରେସ

ଥିରୁଭାନନ୍ତପୁର,୧୩ା୫:  ୧୦ ଦିନର ମାନସ ମନ୍ଥନ ପରେ କଂଗ୍ରେସ ଦଳ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡ଼ାନ୍ତ କରିଛି । ଯାହା ଗୁରୁବାର ଘୋଷଣା ହେବାକୁ ଯାଉଛି।…

ଅମୂଲ ପରେ ବଢ଼ିଲା ଏହି କ୍ଷୀରର ଦର, ରାତି ପାହିଲେ ଲାଗୁ ହେବ ନୂଆ ଦାମ୍

ନୂଆଦିଲ୍ଲୀ,୧୩ା୫: ଅମୂଲ ପରେ ଏବେ ଆଉ ଏକ କ୍ଷୀର ଦର ବୃଦ୍ଧି ପାଇଛି । ମଦର ଡାଏରୀ କ୍ଷୀରର ମୂଲ୍ୟ ବୃଦ୍ଧି କରିଛି । କମ୍ପାନୀ ବିଭିନ୍ନ…

କୋରାପୁଟରୁ କେସିଙ୍ଗା ଦେଇ ଚାଲିବ ନୂତନ ଟ୍ରେନ, ରେଳ ମନ୍ତ୍ରୀ ଓ ଏମପିଙ୍କୁ ଧନ୍ୟବାଦ ଜଣାଇଲେ ଅଞ୍ଚଳବାସୀ

କେସିଙ୍ଗା,୧୩ା୫:(ତୁମେଶ୍ୱର ସାହୁ): କେସିଙ୍ଗାରୁ ସିଧା ଭୁବନେଶ୍ୱରକୁ ଟ୍ରେନ ନଥିବାରୁ ବହୁବାର କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଙ୍ଘ କେସିଙ୍ଗା ଓ ଜେଡ ଏସ ଏସର ସଦସ୍ୟ ଡ଼ାହେମସାଗର…

ସାନଖେମୁଣ୍ଡିରେ ଭାଜପା ପକ୍ଷରୁ ଜନ ଆକ୍ରୋଶ ପଦଯାତ୍ରା

ଦିଗପହଣ୍ଡି,୧୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଭାଜପା ମଣ୍ଡଳ କମିଟି ପକ୍ଷରୁ ବୁଧବାର ଜନ ଆକ୍ରୋଶ ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।…

କ୍ଷୁଦ୍ର ପୋଲର ଉଦଘାଟନ; ନାମ ଫଳକରେ ସରପଞ୍ଚ-ସମିତି ସଭ୍ୟାଙ୍କ ନାମରେ ତ୍ରୁଟି, ଗ୍ରାମର ନାମ ଭୁଲକୁ ନେଇ ଅସନ୍ତୋଷ

ପଟ୍ଟାଙ୍ଗି,୧୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ପେଟୁରୁ ପଞ୍ଚାୟତର ରାଇପାଡୁ ଗ୍ରାମରେ ନୂତନ କରି ଏକ କ୍ଷୁଦ୍ର ପୋଲ ନିର୍ମାଣ ହୋଇଛି ।…

ମହଙ୍ଗା ମାଡ଼! ବଢ଼ିଲା ଅମୂଲ କ୍ଷୀର ଦାମ୍, ଲିଟର ପିଛା….

ନୂଆଦିଲ୍ଲୀ,୧୩ା୫: ସାଧାରଣ ଜନତାଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି । ଦେଶର ପ୍ରମୁଖ ଦୁଗ୍ଧ କମ୍ପାନୀ ଅମୂଲ ସାରା ଦେଶରେ କ୍ଷୀରର ମୂଲ୍ୟ ପ୍ରତି ଲିଟର…

କ୍ୟାମ୍ପ ନିକଟରୁ IRB ହାବିଲଦାରଙ୍କ ମୃତଦେହ ଉଦ୍ଧାର, ଋଣଭାର-ପାରିବାରିକ ଚିନ୍ତାରେ…

ଭଞ୍ଜନଗର,୧୩ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ତନରଡ଼ା ଆଇଆରବି ୮ମ ସ୍ଵତନ୍ତ୍ର ବାଟାଲିୟନ ହାବିଲଦାରଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ଦେବାଶିଷ ବେହେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri