Posted inଜାତୀୟ

ମୁମ୍ବାଇରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୨୨।୧୦: ମୁମ୍ବାଇର ଲାଲବାଗ ଅଞ୍ଚଳରେ ଥିବା ଏକ ଆବାସିକ କୋଠାର ୧୯ତମ ମହଲାରେ ଏକ ଲେଭଲ -୪ ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି। ଏବେ ନିଆଁ ନିୟନ୍ତ୍ରଣରେ ରହିଛି ଓ ଏହା ପୁନର୍ବାର ନ ହେବା ପାଇଁ ଉଦ୍ୟମ ଚାଲିଛି ବୋଲି ଜଣେ ଅଧିକାରୀ କହିଛନ୍ତି। ତେବେ ଏହି ଘଟଣା ସହରର ବିଳାସପୂର୍ଣ୍ଣ ୱାନ ଆଭିଗନା ପାର୍କ ସୋସାଇଟ୍‌ରେ ଘଟିଛି।

ସୂଚନାନୁସାରେ, ଅଗ୍ନିକାଣ୍ଡରେ ମୃତ ବ୍ୟକ୍ତି ଜଣକ ହେଉଛନ୍ତି ଅରୁଣ ତିୱାରୀ । ବୟସ ୩୦। କେଇଏମ୍‌ ହସ୍ପିଟାଲ୍‌ର ଜଣେ ବରିଷ୍ଠ ଅଧିକାରୀ ତାଙ୍କ ବିଷୟରେ ସୂଚନା ଦେଇଛନ୍ତି। ମୁମ୍ବାଇ ମେୟର କିଶୋରୀ ପେଡନେକର ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟର ତଦାରଖ କରିଛନ୍ତି। ଅଗ୍ନିକାଣ୍ଡ ବେଳେ ଜଣେ ବ୍ୟକ୍ତି ୧୯ତମ ମହଲାରୁ ଖସିପଡୁଥିବାର ଦେଖାଯାଇଥିଲା। ଘଟଣାର ଗୁଜବ ପ୍ରକାଶ ନ କରିବାକୁ ପେଡେନକର ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri