Advertisement

ଚଳନ୍ତା ବାଇକ୍‌ରେ ନିଆଁ

ଚମ୍ପୁଆ, ୨୩।୧୧(ଡି.ଏନ.ଏ.): କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଧୀନ ନୂଆଗାଁଠାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ବାଇକ୍‌ରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଛି। ତେବେ ଆରୋହୀ ଜଣକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମୟୂରଭଞ୍ଜ ଜିଲା ରରୁଆଁ ଅଞ୍ଚଳର ଶ୍ରବଣ କୁମାର ମହାନ୍ତି ଚମ୍ପୁଆ ଅଞ୍ଚଳରୁ କାମ ସାରି ବାଇକ୍‌ ( ନଂ. ଓଡି୦୯ଟି ୮୪୭୧) ଯୋଗେ ରରୁଆଁ ଫେରୁଥିବା ବେଳେ ସାତକୁଟୁଣିଆ ହୁଡି ନିକଟରେ ବାଇକ୍‌ରେ ନିଆଁ ଲାଗିଥିବା ଦେଖିବାକୁ ପାଇଥିଲେ। ଅଳ୍ପ ଦୂରରେ ଥିବା ନୁଆଗାଁ ଛକଠାରେ ଗାଡିଟି ଠିଆ କରିବାରୁ ହଠାତ୍‌ ନିଆଁ ହୁତ ୁହୁତୁ ହୋଇ ଜଳିବାକୁ ଲାଗିଲା। ଫଳରେ ଗାଡିଟି ସମ୍ପୂର୍ଣ୍ଣ ଭାବରେ ପୋଡିଯାଇଥିଲା। ସୌଭାଗ୍ୟବଶତଃ ଆରୋହୀ ଅଳ୍ପକେ ବର୍ତ୍ତିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଟିଲା ଜାନିବିଲି ନୂତନ ପାଇପ୍‌ଲାଇନ

ବ୍ରହ୍ମପୁର ଅଫିସ,୨୬ା୫-ଖରା ବଢୁଥିବା ବେଳେ ବ୍ରହ୍ମପୁର ସହରରେ ଉତ୍କଟ ହୋଇଛି ଜଳ ସଙ୍କଟ। ଏହାକୁ ଦୂର ପାଇଁ ରାଜ୍ୟ ସରକାର ଜାନିବିଲି ଜଳଯୋଗାଣ ପ୍ରକଳ୍ପର ଶୁଭାରମ୍ଭ...

ଗୋବିନ୍ଦଙ୍କ କୋଭିଡ୍‌ ରିପୋର୍ଟକୁ ନେଇ ବଢିଲା ଦ୍ୱନ୍ଦ୍ୱ

ଟିଟିଲାଗଡ଼, ୨୫।୧୦(ଡି.ଏନ.ଏ.): ମମିତା ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଟିଟିଲାଗଡ ପୋଲିସ ବାରାକରୁ ଗତ ୧୭ ତାରିଖ ରାତିରେ ଫେରାର ହେବା ଦିନଠାରୁ...

ସ୍ଥାୟୀ ଅଧ୍ୟାପକ ନିଯୁକ୍ତି ଦାବି: କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

ଜୟପୁର,୧୯।୮(ନି.ପ୍ର.): କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ସୋମବାର ଛାତ୍ର ଅଶାନ୍ତି ଦେଖାଦେଇଛି। ବିଶ୍ୱବିଦ୍ୟାଳୟରେ ସଂସ୍କୃତ ଏବଂ ମ୍ୟାନେଜମେଣ୍ଟ ବିଭଗ ସ୍ଥାୟୀ ଅଧ୍ୟାପକ ନିଯୁକ୍ତି ଦାବିରେ ଛାତ୍ରୀଛାତ୍ର ଶ୍ରେଣୀ...

କିଏ ଦଳର: ଦ୍ୱନ୍ଦ୍ୱରେ ଭୋଟର

ବାଲେଶ୍ୱର ଅଫିସ, ୬ା୨: ବାଲେଶ୍ୱର ଜିଲା ରେମୁଣା ବ୍ଲକ ଚଷାଖଣ୍ଡ ପଞ୍ଚାୟତରେ ୩ ଜଣ ପ୍ରାର୍ଥୀ ନିଜକୁ ଗୋଟିଏ ଦଳର ସମର୍ଥିତ ଦାବି କରି ନିର୍ବାଚନ ପ୍ରଚାର...

ବିଶୃଙ୍ଖଳିତ ଆଚରଣ ପାଇଁ ନିଲମ୍ବିତ ହେଲେ ଯବାନ

ବଡ଼ସାହି,୧୫ା୨(ସ୍ବ.ପ୍ର)- ଡ୍ୟୁଟି ସମୟରେ ନିଶାଗ୍ରସ୍ତ ଅବସ୍ଥାରେ ପାଟିତୁଣ୍ଡ କରିବା ସହ ଅଶ୍ରାବ୍ୟ ଭାଷା ପ୍ରୟୋଗ କରିଥିବା ଅଭିଯୋଗରେ ଓଡ଼ିିଶା ଅକ୍‌ଜୁଲେରୀ ପ୍ରୋଟେକ୍ସନ ଫୋର୍ସ (ଓଏପିଏଫ୍‌)ର ଜଣେ...

ନୀରୋଗ ଜୀବନର ସୂତ୍ର ‘ଗୋମୂତ୍ର’

ବନ୍ତଳା, ୧୯ା୭ (ଦିନେଶ ଦେହୁରୀ): ସାଧାରଣତଃ କ୍ଷୀର ପାଇଁ ଅନେକେ ଗୋପାଳନ କରୁଛନ୍ତି। ସେମାନେ ଜାଣିନାହାନ୍ତି ଗୋ ସମ୍ପଦର ଅଧିକ ବ୍ୟବହାର କି ଉପକାର। ସେଥିପାଇଁ ଗୋମୂତ୍ର...

କମେଣ୍ଟମରାକୁ କେନ୍ଦ୍ରକରି ବୀଭତ୍ସ କାଣ୍ଡ: ୪ ମୃତ

ବହ୍ମପୁର ଅଫିସ,୨୩।୩: ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ପିତ୍ତଳ ନିକଟ ରାମଚନ୍ଦ୍ରପୁର ଛକରେ ଥିବା ମା’ଖମ୍ବେଶ୍ୱର ଫାଷ୍ଟଫୁଡ୍‌ ଦୋକାନରେ ହୋଇଥିବା ଗୋଷ୍ଠୀସଂଘର୍ଷରେ ଜଣେ ନାବାଳକ...

ଭୁବନେଶ୍ୱରରେ ପଜିଟିଭ, କବିସୂର୍ଯ୍ୟନଗରରେ ନେଗେଟିଭ

କବିସୂର୍ଯ୍ୟନଗର,୧୬ା୮(ଡି.ଏନ୍‌.ଏ.)- କବିସୂର୍ଯ୍ୟନଗରର ଜଣେ ବ୍ୟବସାୟୀଙ୍କ କୋଭିଡ୍‌-୧୯ ରିପୋର୍ଟ ଭୁବନେଶ୍ୱରରେ ପଜିଟିଭ ଆସିଥିବାବେଳେ କବିସୂର୍ଯ୍ୟନଗରରେ ନେଗେଟିଭ ଆସିଛି। ପରିବାରର ଅନ୍ୟ ସଦସ୍ୟଙ୍କ ରିପୋର୍ଟ ମଧ୍ୟ ନେଗେଟିଭ ଆସିଛି।...

Advertisement
Archives

Model This Week