Posted inଜାତୀୟ

ଲୋକଙ୍କ ପକେଟରେ ନିଆଁ ଲାଗିଛି, ଦରଦାମ ବୃଦ୍ଧି ନେଇ ଅଧୀର ରଞ୍ଜନଙ୍କ ମନ୍ତବ୍ୟ…

ନୂଆଦିଲ୍ଲୀ, ୨।୮ : ଦେଶରେ ଦରଦାମ ଉପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଉତ୍ତର ସମ୍ପର୍କରେ କଂଗ୍ରେସ ନେତା ଅଧୀର ରଞ୍ଜନ ଭାଜପା ସରକାରଙ୍କ ନୀତିକୁ କଡ଼ା ସମାଲୋଚନା କରିଛନ୍ତି। ଏନଡିଟିଭିକୁ ଏକ ସାକ୍ଷାତକାର ଦେଇ ଅଧୀର ରଞ୍ଜନ ସରକାରଙ୍କୁ ଦୋଷାରୋପ କରି କହିଛନ୍ତି ଯେ ସରକାର ସମସ୍ତ ଭୁଲ ତଥ୍ୟ ଉପସ୍ଥାପିତ କରିଛନ୍ତିି। ଏହା ସମ୍ପୂର୍ଣ୍ଣ ନିରର୍ଥକ ଉତ୍ତର।

ଲୋକମାନଙ୍କୁ ପଚାର, ମୁଦ୍ରାସ୍ଫୀତି ସହିତ ସେମାନଙ୍କର ଅବସ୍ଥା କ’ଣ? ପରିସଂଖ୍ୟାନ ମାଧ୍ୟମରେ ସବୁକିଛି ଭଲ ଦେଖାଇବାକୁ ଏହା ଏକ ପ୍ରୟାସ। ଆପଣମାନେ ବଜାରକୁ ଯାଆନ୍ତୁ, ସେଠାରେ ନିଆଁ ଲାଗିଛି, ଲୋକଙ୍କ ପକେଟରେ ନିଆଁ ଲାଗିଯାଇଛି। ଲୋକଙ୍କ ଆର୍ଥିକ ଅବସ୍ଥା ବିଗିଡି ଯାଇଛି। ସେ କହିଛନ୍ତି ଯେ ସରକାର ସବୁ ପ୍ରସଙ୍ଗରେ ୟୁପିଏକୁ ଢାଲ ଭାବରେ ଆଣୁଛନ୍ତି।

ଏକ ସମୟରେ ସିଲିଣ୍ଡର ଦାମ ୩୫୦ ଟଙ୍କାରୁ ୪୦୦ ଟଙ୍କା ଥିଲା। ସେହି ସମୟରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ କ’ଣ ଥିଲା ଏବଂ ଆଜି ସେସବୁର ଦାମ କ’ଣ ହୋଇଛି ତାହା ବିଚାର ଯୋଗ୍ୟ। ସେହି ସମୟରେ ମୁଦ୍ରାର ହାର କ’ଣ ଥିଲା ଏବଂ ବର୍ତ୍ତମାନ କ’ଣ ତାହା ଖୋଜିବାକୁ ପଡ଼ିବ।

ଏହି ଅଦରକାରୀ ତଥ୍ୟକୁ ଉପସ୍ଥାପନ କରିବା ଦେଶର ସାଧାରଣ ଲୋକଙ୍କୁ ବିଭ୍ରାନ୍ତ କରିବା ପାଇଁ ସରକାରଙ୍କ ଏକ ଷଡଯନ୍ତ୍ର। ତେଣୁ ଆମେ ଦେଖିଲୁ ଯେ ସେମାନେ ସଂସଦରେ ପ୍ରକୃତ କଥା ହେଉନାହାଁନ୍ତି। ତେଣୁ ଆମେ ବିରୋଧ କରି ବାହାରକୁ ଗଲୁ।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ରଥଯାତ୍ରା; ୧୨ରେ ପ୍ରସ୍ତୁତି ବୈଠକ, ରଥ ମରାମତି ପାଇଁ କାଠ ଚୟନ….

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ପ୍ରତିଷ୍ଠା ହୋଇଥିଲା। କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିର…

ନବୀନ ଡାକିଲେ ବଡ଼ ବୈଠକ, ଆଉ କିଛି ସମୟରେ ବଡ଼ ଘୋଷଣା!

ଭୁବନେଶ୍ୱର,୧୦।୬: ରାଜ୍ୟ ରାଜନୀତିରେ ଏବେ ହଲଚଲ ଜୋର ଧରିଛି। ବିଶେଷ କରି ସାଧାରଣ ନିର୍ୱାଚନ ପରେ ବିଜେଡି ଶିବିରରେ ତତ୍ପରତା ପ୍ରକାଶ ପାଇଛି। ଦିଲ୍ଲୀ ଗସ୍ତରୁ ଫେରିବା…

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri