ଶରତରେ ଅଗ୍ନିବର୍ଷା

ଭୁବନେଶ୍ୱର,୨ା୯(ବ୍ୟୁରୋ):ଶରତରେ ଗ୍ରୀଷ୍ମର ତାତି ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଜନଜୀବନକୁ କଲବଲ କରୁଛି। ଦିନରେ ବାହାରକୁ ଯିବା ମୁସ୍କିଲ ହୋଇପଡୁଛି। ଦକ୍ଷିଣ ପଶ୍ଚିମ ମୌସୁମୀ ଦୁର୍ବଳ ରହିଥିବାରୁ ରାଜ୍ୟରେ ତାତି ବଢ଼ୁଛି। ଆସନ୍ତା ୩ ଦିନ ପ୍ରବଳ ଗରମ ଜାରି ରହିବା ସହ ଗୁଳୁଗୁଳି ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆସନ୍ତା ୪ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛ। ମୌସୁମୀ ସକ୍ରିୟ ହେବା ନେଇ ଆକଳନ କରଯାଉଛି। ରାଜ୍ୟର ୧୧ ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ଥିବା ବେଳେ ଭଦ୍ରକ ଜିଲାର ଚାନ୍ଦବାଲି ୩୭.୨ ଡିଗ୍ରୀ ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ହୋଇଛି। ସେହିପରି ସମ୍ବଲପୁରରେ ପାରଦ ୩୬.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଅନୁଗୋଳରେ ପାରଦ ଥିଲା ୩୬.୧ ଡିଗ୍ରୀ। ବାୟୁମଣ୍ଡଳରେ ଆର୍ଦ୍ରତା ପରିମାଣ ଅଧିକ ରହିବା ଯୋଗୁ ଦିନର ତାପମାତ୍ର ବଢୁଛି ବୋଲି ପାଣିପାଗ ବିଭାଗ କହିଛି। ଅଗଷ୍ଟ ୧ରୁ ସେପ୍ଟେମ୍ବର ୧ ଯାଏ ରାଜ୍ୟରେ ସ୍ବାଭାବିକ ବର୍ଷା ହୋଇଛି। ୬ ଜିଲାରେ ସ୍ବାଭାବିକରୁ ଅଧିକ ବର୍ଷା ହୋଇଥିବା ପାଣିପାଗ ବିଭାଗ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାନ୍ଧିଜୀଙ୍କ ବେଶ ବଦଳାଇଥିଲା ଓଡ଼ିଶା

ପୁରୀ ଅଫିସ,୨୬।୩: ଶ୍ରୀକ୍ଷେତ୍ର ସହିତ ମହାତ୍ମା ଗାନ୍ଧୀ (ବାପୁଜୀ)ଙ୍କର ସ୍ମୃତି ଜଡ଼ିତ ରହିଛି। ଏହି ସ୍ମୃତିକୁ ଚିର ସ୍ମରଣୀୟ ରଖିବା ପାଇଁ ଶନିବାର ଶ୍ରୀକ୍ଷେତ୍ରରେ ଗାନ୍ଧିଜୀଙ୍କ...

ଚିଡ଼ିଆଖାନା, ହରିଣ ପାର୍କ ପାଇଁ ଆସିଲା ଗାଇଡ଼ଲାଇନ

ଭୁବନେଶ୍ୱର, ୩୦।୯(ବ୍ୟୁରୋ)- ରାଜ୍ୟରେ ଥିବା ଚିଡ଼ିଆଖାନା ଓ ହରିଣ ପାର୍କ ଆସନ୍ତା ୪ ରୁ ଖୋଲିବ। ଖୋଳିବା ପୂର୍ବରୁ ରାଜ୍ୟ ସରକାର ଗାଇଡ଼ଲାଇନ ଜାରି କରିଛନ୍ତି।...

CORONAVIRUS UPDATE: ରାଜ୍ୟରେ ୫୪,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୧୯୭୭

ଭୁବନେଶ୍ୱର,୧୪ା୮(ବ୍ୟୁରୋ) : ଶୁକ୍ରବାର ୩୦ ଜିଲାରୁ ୧୯୭୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୪,୬୩୦ରେ ପହଞ୍ଚିଥିବା ରାଜ୍ୟ...

ଭାଗବଣ୍ଟା ଛିଣ୍ଡୁନି, ପ୍ରକଳ୍ପ ବିଳମ୍ବିତ

ଯାଜପୁର ଅଫିସ, ୭ା୧୧: ଖର୍ଚ୍ଚ ଭାଗବଣ୍ଟା (କଷ୍ଟ ଶେୟାରିଂ) ସମ୍ପୂର୍ଣ୍ଣ ହୋଇପାରୁ ନ ଥିବାରୁ ଓଡ଼ିଶାର ୩ ରେଳ ପ୍ରକଳ୍ପ କାର୍ଯ୍ୟ ଠିକଭାବେ ଆଗକୁ ବଢ଼ିପାରୁନାହିଁ।...

ଆରମ୍ଭରୁ ଧାନ ତାତି: ଗୃହ ମୁଲତବୀ

ଭୁବନେଶ୍ୱର,୧୨।୩(ବ୍ୟୁରୋ): ଶୁକ୍ରବାରଠାରୁ ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି। ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସ ପକ୍ଷରୁ ମଣ୍ଡିରୁ ଧାନ ନ ଉଠିବା ପ୍ରସଙ୍ଗ ଉଠାଯାଇଥିଲା।...

ଭୁବନେଶ୍ୱରରୁ ପୁଣି ୫୦୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶନିବାର ୫୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଭୁବନେଶ୍ୱରରୁ ଆଜି ୩୪୫ ଜଣ ସୁସ୍ଥ ହୋଇଥିବା ବେଳେ ୨ ଜଣଙ୍କର...

ରେଳପଥ ପାଇଁ ଉଜୁଡିବ ୩୨.୭୯୨ ହେକ୍ଟର ଜଙ୍ଗଲ: ଦଶପଲ୍ଲା ରେଞ୍ଜରେ ଚିହ୍ନଟ ପ୍ରକ୍ରିୟା ଶେଷ

ନୟାଗଡ଼ ଅଫିସ,୨୧ା୩: ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ନିର୍ମାଣ ଉଦ୍ଦେଶ୍ୟରେ ନୟାଗଡ଼ ବନଖଣ୍ଡ ଦଶପଲ୍ଲା ରେଞ୍ଜର ଅରାସାହି, କୁଞ୍ଜବନଗଡ, ନିଜ ଅନ୍ଧାରକୋଟ ରେଭିନ୍ୟୁ ଓ ରିଜର୍ଭ ଫରେଷ୍ଟର ୩୨.୭୯୨...

ଦିଲ୍ଲୀରେ ଥାଇ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବାତ୍ୟା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଦିଲ୍ଲୀରୁ ବାତ୍ୟା ‘ଗୁଲାବ’ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି।...

Advertisement
Archives

Model This Week