Posted inରାଜ୍ୟ

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ କ୍ଲବ, ପବ୍‌ରେ ଫାୟାର ସେଫ୍ଟି ସିକ୍ୟୁରିଟି ଯାଞ୍ଚ କରିବାକୁ ଅଗ୍ନିଶମ ଡିଜି ସୁଧାଂସୁ ଷଢ଼ଙ୍ଗୀ ସୋମବାର କଡ଼ା ନିର୍ଦ୍ଦେଶ ଦେଇଛନ୍ତି।

ଏପରିକି ୧୦୦ଜଣ କ୍ଷମତା ବିଶିଷ୍ଟ ରେସ୍ତୋରାଁ ମଧ୍ୟ ଚେକିଂ କରିବାକୁ ଅଗ୍ନିଶମ ଡିଜ ନିର୍ଦ୍ଦେଶ ଦେଇଛନ୍ତି। ଅଗ୍ନିକାଣ୍ଡ ଦୁର୍ଘଟଣା ଜନିତ ମୃତାହତଙ୍କୁ ରୋକିବା ପାଇଁ ଏହି ନିର୍ଦ୍ଦେଶ ଦିଆଯାଇଛି।

ସୂଚନା ଯୋଗ୍ୟ, ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଶନିବାର ମଧ୍ୟରାତ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ୨୫ ଜଣଙ୍କ ପ୍ରଣହାନି ଘଟିଥିବା ବେଳେ ୬ଜଣ ଆହତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡକରବାଡ଼ି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ବନ୍ଦ ଘଟଣା: ସମସ୍ତ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ, ଦରମା ବନ୍ଦ… 

ଦାରିଙ୍ଗବାଡ଼ି, ୨୭।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ପଞ୍ଚାୟତ ଡକରବାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବିନା ନୋଟିସରେ ତାଲା ପକାଇ ବନ୍ଦ ରଖିବା…

ହାଉସ୍‌ଓ୍ବାଇଫ୍‌ ବୋଲି ଚିନ୍ତିତ କି? ଘରୁ ଏହି ୫ ବ୍ୟବସାୟ ଆରମ୍ଭ କରି କରନ୍ତୁ ମୋଟା ଅଙ୍କର ରୋଜଗାର…

ନୂଆଦିଲ୍ଲୀ,୨୭।୧: ଆଜିକାଲି ସମୟରେ ଜଣେ ଗୃହିଣୀ ଘରେ ସୀମିତ ରହିବାକୁ ଚାହାଁନ୍ତି ନାହିଁ। ସେ ନିଜର ପରିଚୟ ତିଆରି କରିବାକୁ, ଆତ୍ମନିର୍ଭରଶୀଳ ହେବାକୁ ଏବଂ ପରିବାରର ଆୟରେ…

ଦେଓମାଳୀ ବୁଲିବାକୁ ଗଲାବେଳେ ଆଖିବୁଜିଲେ ଦୁଇ ସାଙ୍ଗ: ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି  ଅନ୍ୟଜଣେ

ପଟ୍ଟାଙ୍ଗି,୨୭।୦୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ କୁନ୍ଦୁଲି ହାଇସ୍କୁଲ ସମୁଖରେ ଏକ ପିକ୍‌ଅପ ଭ୍ୟାନ ସହ ମୋଟର ସାଇକେଲ ଧକ୍କା ହୋଇଛି। ଏଥିରେ …

ଯଦି ପାକିସ୍ତାନ ଟି୨୦ ବିଶ୍ୱକପ୍ ବର୍ଜନ କରେ ତେବେ କ’ଣ ହେବ?

ନୂଆଦିଲ୍ଲୀ,୨୭।୧: ଆଗାମୀ T20 ବିଶ୍ୱକପ୍‌କୁ ନେଇ କ୍ରିକେଟ୍ ଦୁନିଆରେ ଏବେ ଅସ୍ଥିରତା ଦେଖାଦେଇଛି। ବାଂଲାଦେଶ ସହ ଏକତା ପ୍ରଦର୍ଶନ କରି ପାକିସ୍ତାନ ଏହି ମେଗା ଇଭେଣ୍ଟକୁ ସମ୍ପୂର୍ଣ୍ଣ…

କୋର୍ଟରେ ହାଜର ହେଲେ ହାର୍ଡକୋର୍‌ ମାଓବାଦୀ ଆଜାଦ

ମୋହନା୨୭।୧(ମନ୍ମଥ ମିଶ୍ର): ପୋଲିସ ହାର୍ଡକୋର୍‌ ମାଓବାଦୀ ଆଜାଦଙ୍କୁ ରିମାଣ୍ଡରେ ଆଣି ବୁଧବାର ମୋହନା JMFC କୋର୍ଟରେ ହାଜର କରିଛି। ମାଓବାଦୀ ସବ୍ୟସାଚୀ ପଣ୍ଡାଙ୍କ ଡାହାଣ ହାତ କୁହାଯାଉଥିବା…

ରାସ୍ତା ଉପରେ ସ୍କର୍ପିଓ ରଖି କରୁଥିଲେ ଲୁଟ୍‌: ମାଡ଼ିବସିଲା ପୋଲିସ

କେସିଙ୍ଗା,୨୭।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ପଲମ ଟୋଲଗେଟ୍‌ ଛକ ନିକଟ ରାସ୍ତାରେ ୪ ଜଣ ସୋମବାର ରାତିରେ ଲୋକଙ୍କଠାରୁ ଲୁଟ୍‌ କରୁଥିଲେ। ପଲମ…

ରାଜ୍ୟସ୍ତରୀୟ ଆଦିବାସୀ ମେଳାରେ ଘୁମୁରା ଗାୟକ ଗୋଲକଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା,୨୭।୧(ତୁମେଶ୍ୱର ସାହୁ ): ଭୁବନେଶ୍ୱରଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଆଦିବାସୀ ମେଳାରେ କେସିଙ୍ଗା ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ଘୁମୁରା ଗାୟକ ଗୋପାଳ ନାଏକଙ୍କୁ ତାଙ୍କର ଶ୍ରେଷ୍ଠ ଲୋକ ଗୀତ…

ମୁକ୍ତ ହେବ ବାଲ୍ୟ ବିବାହ: ବାହାରିଲା ସାଇକେଲ ଶୋଭାଯାତ୍ରା

ବଡବିଲ,୨୭।୧(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡବିଲର ବିଭିନ୍ନ ସ୍ଥାନରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଆଇନ ବିଭାଗର ବଡବିଲ ତାଲୁକ ଆଇନ ସେବା…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri