Posted inରାଜ୍ୟ

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ କ୍ଲବ, ପବ୍‌ରେ ଫାୟାର ସେଫ୍ଟି ସିକ୍ୟୁରିଟି ଯାଞ୍ଚ କରିବାକୁ ଅଗ୍ନିଶମ ଡିଜି ସୁଧାଂସୁ ଷଢ଼ଙ୍ଗୀ ସୋମବାର କଡ଼ା ନିର୍ଦ୍ଦେଶ ଦେଇଛନ୍ତି।

ଏପରିକି ୧୦୦ଜଣ କ୍ଷମତା ବିଶିଷ୍ଟ ରେସ୍ତୋରାଁ ମଧ୍ୟ ଚେକିଂ କରିବାକୁ ଅଗ୍ନିଶମ ଡିଜ ନିର୍ଦ୍ଦେଶ ଦେଇଛନ୍ତି। ଅଗ୍ନିକାଣ୍ଡ ଦୁର୍ଘଟଣା ଜନିତ ମୃତାହତଙ୍କୁ ରୋକିବା ପାଇଁ ଏହି ନିର୍ଦ୍ଦେଶ ଦିଆଯାଇଛି।

ସୂଚନା ଯୋଗ୍ୟ, ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଶନିବାର ମଧ୍ୟରାତ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ୨୫ ଜଣଙ୍କ ପ୍ରଣହାନି ଘଟିଥିବା ବେଳେ ୬ଜଣ ଆହତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ…

LPG e-KYCର ସମୟସୀମା ଶେଷ: ଆଜିଠୁ ଏମାନଙ୍କର କଟିଯିବ ଗ୍ୟାସ କନେକ୍ସନ! ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: LPG ଗ୍ୟାସ ଉପଭୋକ୍ତାଙ୍କ ପାଇଁ ଜରୁରୀ ଖବର। ଗ୍ୟାସ କନେକ୍ସନର e-KYC କରାଇବା ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି। ସର୍ଭର ସମସ୍ୟା ଯୋଗୁ ପ୍ରଥମେ…

୨୦୦୦ ଟଙ୍କାରୁ ଅଧିକ ରେଳ ଟିକେଟ ବୁକିଂରେ କେତେ ଚାର୍ଜ ଦେବେ ଯାତ୍ରୀ? ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: ଟ୍ରେନରେ ଯାତ୍ରା କରୁଥିବା ଏବଂ ଅନଲାଇନରେ ଟିକେଟ ବୁକ କରୁଥିବା ଯାତ୍ରୀଙ୍କ ପାଇଁ ଜରୁରୀ ଖବର। UPI ପେମେଣ୍ଟକୁ ନେଇ ନୂଆ ନିୟମ ଲାଗୁ ହେବାକୁ…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?