ଖାଦ୍ୟ ପ୍ରସ୍ତୁତ ବେଳେ ଅଗ୍ନିକାଣ୍ଡ

ବାଉଁଶୁଣୀ,୧୧ା୧(ଡି.ଏନ.ଏ.): ବୌଦ୍ଧ ଜିଲା ବାଉଁଶୁଣୀ ଥାନା ସାହାଜପାଲ ଛକ ନିକଟରେ ଥିବା ଏକ ହୋଟେଲରେ ଗ୍ୟାସ ଲିକ୍‌ ହୋଇ ଅଗ୍ନିକାଣ୍ଡ ଘଟିଛି । ହେଲେ ହୋଟେଲ କର୍ମଚାରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଗ୍ୟାସ ଚୁଲାରେ ଖାଦ୍ୟ ପ୍ରସ୍ତୁତ ଚାଲିଥିବା ବେଳେ କୌଣସି କାରଣରୁ ଗ୍ୟାସ ଲିକ୍‌ ହୋଇ ସିଲିଣ୍ଡରରେ ନିଅଁା ଲାଗିଯାଇଥିଲା । ଦୋକାନ କର୍ମଚାରୀ ଓ ଗ୍ରାହକ ମିଶି ନିଆଁକୁ ଆୟତ୍ତ କରିବାରୁ ବଡ ଧରଣର ଅଗ୍ନିକାଣ୍ଡକୁ ଏଡାଇ ଦିଆଯାଇ ପାରିଥିଲା। ଖବର ପାଇ ବାଉଁଶୁଣୀ ଅଗ୍ନିଶମ ସେବା ସଂସ୍ଥାର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେବାରେ ସନ୍ତୁଷ୍ଟ ନୁହନ୍ତି ସଂକ୍ରମିତ

ଅନୁଗୋଳ ଅଫିସ, ୧୨ା୫ – (ଅମିତ କୁମାର ସାମଲ) ଅନୁଗୋଳ ଜିଲାରେ କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ତାଳଚେରଠାରେ ଖୋଲାଯାଇଛି ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ। ଜିଲାର...

କରୋନା ସହାୟତା: ମହାବୀର ରେସିଡେନ୍ସି ପରିବାର ପକ୍ଷରୁ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡ୍‌, ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧୧ ହଜାର ଲେଖାଏ ପ୍ରଦାନ

କଣ୍ଟାବାଞ୍ଜି, ୧୪।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହରରେ ଥିବା ଡୁମେରଚୁଆଁ ରୋଡସ୍ଥିତ ମହାବୀର ରେସିଡେନ୍ସି ପରିବାର ତରଫରୁ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡ୍‌କୁ ୧୧ ହଜାର ଏବଂ...

ଘନ କୁହୁଡ଼ିରେ ପିକନିକ୍‌ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ୫ ଗୁରୁତର

ଭୋଗରାଇ,୧୯।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇର ଜଳେଶ୍ୱର-ଚନ୍ଦନେଶ୍ୱର ରାସ୍ତା ନହରା ଛକଠାରେ ଶନିବାର ଭୋର ସମୟରେ ଏକ ବୋଲେରୋ ଘନ କୁହୁଡ଼ିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିରେ ଥିବା ୧୦ଜଣ...

ଆର୍‌. ପି. ଶର୍ମା ଲୋକାୟୁକ୍ତ ସଦସ୍ୟ

ଭୁବନେଶ୍ୱର,୬।୮(ବ୍ୟୁରୋ): ପୋଲିସ ଡିଜି ରାଜେନ୍ଦ୍ର ପ୍ରସାଦ ଶର୍ମା ଲୋକାୟୁକ୍ତ ସଦସ୍ୟ ହେବେ। ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଲୋକାୟୁକ୍ତ ସଦସ୍ୟ ପାଇଁ ଚୟନ କମିଟି ପକ୍ଷରୁ...

ସହର ଭିତରେ ଭାରୀଯାନ ଚଳାଚଳ ନିଷେଧ: କଟକଣା ଜାରି କଲା ଜିଲା ପ୍ରଶାସନ

ବାଲେଶ୍ୱର ଅଫିସ,୧୧।୧୦-ଦୁର୍ଘଟଣା ହ୍ରାସ ଏବଂ ଟ୍ରାଫିକ୍‌ ଭିଡ଼ ନିୟନ୍ତ୍ରଣ ଉଦ୍ଦେଶ୍ୟରେ ବାଲେଶ୍ୱର ସହରର କେତେକ ବ୍ୟସ୍ତବହୁଳ ରାସ୍ତାରେ ଭାରୀଯାନ ଚଳାଚଳ ଉପରେ କଟକଣା ଜାରି କରାଯାଇଛି।...

ଲକ୍‌ଡାଉନ ପ୍ରଭାବ: ଅମଳ ଆଖୁ ବିକିପାରୁନି ଚାଷୀ

ଖପ୍ରାଖୋଲ, ୨୦ା୪(ଡି.ଏନ.ଏ.): କରୋନା ସଂକ୍ରମଣ ରୋକିବାକୁ ସାରାଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାର ପ୍ରଭାବ ଲୋକଙ୍କ ଜୀବନଜୀବିକା ଉପରେ ପଡିଛି। ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ...

ନିମ୍ନମାନର ପଥର ପ୍ୟାକିଂକୁ ବିରୋଧ

ବାରିପଦା ଅଫିସ,୨୫।୨ ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ବୁଢ଼ାବଳଙ୍ଗ ନଦୀ କୂଳରେ ଚାଲିଥିବା ଆଡ଼ିବନ୍ଧ ଓ ସ୍ପର ନିର୍ମାଣ କାର୍ଯ୍ୟ ନିମ୍ନମାନର ହେଉଥିବାରୁ ଗ୍ରାମବାସୀ ଏହାକୁ...

ଦଳିତ ପରିବାରଙ୍କୁ ଆକ୍ରମଣ ଘଟଣା: ପ୍ରଶାସନକୁ ହାଇକୋର୍ଟଙ୍କ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ପୁରୀ ଅଫିସ, ୨୨ା୧: ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅଧୀନ ନୂଆଗଁ। ଏବଂ କଣାସ ବ୍ଲକ ଅନ୍ତର୍ଗତ ବୀରକେଶରପୁର ଗ୍ରାମର ୬ଟି ଦଳିତ ପରିବାରଙ୍କୁୁ ଆକ୍ରମଣ,...

Advertisement
Archives

Model This Week