Posted inଫୁରସତ

ଜନସେବାରେ ଉତ୍ସର୍ଗ ଅଗ୍ନିଶମ ବାହିନୀ

କୌଣସିଠାରେ ନିଆଁ ଲାଗିଲେ ଦମକଳ ବାହିନୀ ପହଞ୍ଚି ଜୀବନକୁ ବାଜି ଲଗାଇ ଉଦ୍ଧାର କାର୍ଯ୍ୟ କରିଥାନ୍ତି। ସେମାନଙ୍କ କାର୍ଯ୍ୟ ଏବଂ ଦାୟିତ୍ୱବୋଧକୁ ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ଏପ୍ରିଲ ୧୪ରେ ଜାତୀୟ ଅଗ୍ନିଶମ ସେବା ଦିବସ ପାଳିତ ହୋଇଥାଏ। ୧୪ ଏପ୍ରିଲ ୧୯୪୪ରେ ବମ୍ବେ ବନ୍ଦରର ଭିକ୍ଟୋରିଆ ଡକ୍‌ରେ ନିଆଁ ଲିଭାଉଥିବା ସମୟରେ ୭୧ ଜଣ ଅଗ୍ନିଶମ କର୍ମଚାରୀଙ୍କ ମୃତ୍ୟୁ ଘଟିଥିଲା। ପ୍ରାୟ ୧୪୦୦ଟନ୍‌ ବିସ୍ଫୋରକ ସାମଗ୍ରୀ, କପାତୁଳା, ସୁନା, ଗୁଳିଗୋଳା ମାଲ ପରିବହନ କରୁଥିବା ମାଲବାହୀ ଏସ୍‌ ଫୋର୍ଟ ଷ୍ଟିକାଇନରେ ଲାଗିଥିବା ନିଆଁକୁ ଆୟତ୍ତ କରାଯାଉଥିବା ସମୟରେ ପ୍ରଚଣ୍ଡ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣର ତୀବ୍ରତା ଏତେ ଥିଲା ଯେ ବିସ୍ଫୋରଣ ସ୍ଥାନଠାରୁ ୧୭୦୦ କି.ମି. ଦୂରରେ ଥିବା ସେନ୍ସରରେ ଏହାକୁ ରେକର୍ଡ କରାଯାଇଥିଲା। ଏହି ଦିବସ ପାଳନ ଅବସରରେ ମୃତ ଅଗ୍ନିଶମ କର୍ମଚାରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥାଏ। ଏହା ସହ ସମାଜ ପ୍ରତି ଅଗ୍ନିଶମ କର୍ମଚାରୀଙ୍କ ଅନନ୍ୟ ବଳିଦାନ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri