ସମୁଦ୍ର, ନଦୀ, ହ୍ରଦ ଉପରେ ଅଗ୍ନିଶମ ଟିମର ନଜର; ହୋଲି ଖେଳ ପରେ ଗାଧୋଇବେ ଲୋକେ

ଛତ୍ରପୁର, ୧୫।୩(ସନ୍ତୋଷ ପାଢ଼ୀ ): ହୋଲି ଖେଳ ପରେ ଗଞ୍ଜାମ ଜ଼ିଲ୍ଲାରେ ଥିବା ସମୁଦ୍ର, ଋଷିକୂଲ୍ୟା ନଦୀ ଏବଂ ତାମ୍ପରା ହ୍ରଦରେ ଲୋକେ ଗାଧୋଇବାକୁ ପସନ୍ଦ କରିଥାନ୍ତି। ବିଶେଷକରି ବିଭିନ୍ନ ସମୟରେ ଋଷିକୂଲ୍ୟା, ସମୁଦ୍ର ଓ ତାମ୍ପରାରେ ବହୁ ଲୋକେ ବୁଡ଼ିଯାଇ ସେମାନଙ୍କ ମୃତ୍ୟୁ ହେବାର ନଜିର ଅଛି । ଏହି ପରିପ୍ରେକ୍ଷୀରେ ଛତ୍ରପୁର ଅଗ୍ନିଶମ କେନ୍ଦ୍ର ପକ୍ଷରୁ ଆର୍ଯ୍ୟପଲି ନିକଟ ସମୁଦ୍ର ବେଳାଭୂମି, ବଟେଶ୍ୱର ମନ୍ଦିର ନିକଟ ସମୁଦ୍ର ବେଳାଭୂମି,ଋଷିକୂଲ୍ୟା ନଦୀ ମୁହାଁଣ, ତାମ୍ପରା ହ୍ରଦ, ଋଷିକୂଲ୍ୟା ନଦୀ କଂସାରୀ ଗଣ୍ଡକୁ ବ୍ଲାକ ସ୍ପଟ ଭାବେ ଚି଼ହ୍ନଟ କରାଯାଇଛି । ହୋଲି ଖେଳ ପରେ ଏହି ସବୁ ସ୍ଥାନରେ ଲୋକେ ଗାଧୋଇବାକୁ ଯିବେ। ଏନେଇ ଲୋକଙ୍କୁ ସତର୍କ କରିବା ସହ ଉଦ୍ଧାର କାର୍ଯ୍ୟ ପାଇଁ ଅଗ୍ନିଶମ କେନ୍ଦ୍ର ର 5 ଟି ଟିମ ସମସ୍ତ ଇକ୍ୟୁପମେଣ୍ଟ, ବୋଟ, କ୍ୟାମେରା ଆଦି ନେଇ ମୁତୟନ ରହିବେ ଏସମ୍ପର୍କରେ ଛତ୍ରପୁର ଅଗ୍ନିଶମ କେନ୍ଦ୍ର ର ଆସିଷ୍ଟାଣ୍ଟ ଫାୟାର ଅଫିସର ଧନଞ୍ଜୟ ମଲିକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨

ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri