Posted inଫୁରସତ

‘ସ୍ପାଇଡରମ୍ୟାନ୍‌ ଦମକଳକର୍ମୀ’: ୧୬ ମହଲାରେ ଫସିଥିବା ମହିଳାଙ୍କୁ ଏପରି କଲେ ଉଦ୍ଧାର, ଦେଖନ୍ତୁ ଭିଡିଓ..

କେଉଁଠିି ନିଆଁ ଲାଗିଲେ ଦମକଳ ବାହିନୀକୁ ଡକାଯାଏ। କର୍ମଚାରୀମାନେ ଆସି ନିଆଁ ଉପରେ କାବୁ କରିବାକୁ ଚେଷ୍ଟା କରି ଲୋକମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥାନ୍ତି। ଆମେରିକାର ନ୍ୟୁୟର୍କରେ ଏପରି ଏକ ଘଟଣାକ୍ରମରେ ଜଣେ ଦମକଳବାହିନୀ କର୍ମଚାରୀ ବାହାବାଃ ସାଉଟୁଁଛନ୍ତି। ତାଙ୍କୁ ଅନେକେ ସ୍ପାଇଡର ମ୍ୟାନ୍‌ ବୋଲି କହିବାକୁ ପଛାଉନାହାନ୍ତି। କାରଣ ସେ ୧୬ ମହଲାରେ ଫସି ରହିଥିବା ଜଣେ ମହିଳାଙ୍କୁ ଉଦ୍ଧାର କରିବାରେ ସଫଳ ହୋଇଛନ୍ତି।

ଘଟଣାଟି ଏପରି। ନ୍ୟୁୟର୍କର ହାର୍ଲେମ ଅଞ୍ଚଳରେ ଥିବା ଏକ ବହୁତାଲା ପ୍ରାସାଦରେ ନିଆଁ ଲାଗିଯାଇଥିଲା। ଏହାକୁ ଲିଭାଇବା ପାଇଁ ଦମକଳ କର୍ମଚାରୀ ସେଠାରେ ପହଞ୍ଚିଥିଲେ। ଏହି ସମୟରେ ୧୬ମହଲାରେ ଫସି ରହିଥିବା ଜଣେ ମହିଳାଙ୍କୁ ଉଦ୍ଧାର କରିବାକୁ ନିଆରା ଉପାୟ ଆପଣାଇଥିଲେ ଜଣେ କର୍ମଚାରୀ। ଯାହା ଅନେକଙ୍କୁ ଚକିତ କରିଦେଇଥିଲା। କାରଣ ସେ ନିଜ ଜୀବନକୁ ପରବାୟ ନ କରି ନିଜକୁ ଏକ ରଶିରେ ବାନ୍ଧି କୋଠା ଛାତରେ ପହଞ୍ଚିଥିଲେ। ପରେ ସେ ମହିଳାଙ୍କୁ ଉଦ୍ଧାର କରିବାରେ ସଫଳ ହୋଇଥିlଲେ। ନ୍ୟୁୟର୍କ ଦମକଳ ବିଭାଗ ପକ୍ଷରୁ ଭିଡିଓଟିକୁ ଶେୟାର କରାଯିବା ପରେ ଲୋକେ ଏହାକୁ ବେଶ୍‌ ପସନ୍ଦ କରୁଛନ୍ତି। କେହି କେହି ତାଙ୍କୁ ସ୍ପାଇଡରମ୍ୟାନ୍‌ କହୁଥିବା ବେଳେ କେହି ସୁପରମ୍ୟାନ୍‌ କହୁଛନ୍ତି। ସେ ସୁପରମ୍ୟାନ୍‌ ଭଳି ମହିଳାଙ୍କ ଜୀବନ ବଞ୍ଚାଇଛନ୍ତି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଶ୍ରେୟସ ଆୟରଙ୍କ ଭଉଣୀ ଶ୍ରେଷ୍ଠା ଦେଲେ ବଡ଼ ବୟାନ, ଭାଇଙ୍କ ଅଧିନାୟକତ୍ୱ ସମ୍ପର୍କରେ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୯।୭: ବିଶ୍ୱକପ ବିଜେତା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଠାରୁ ଆୟରଲ୍ୟାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କୁ ଭାରତୀୟ ଟି-୨୦ ଦଳର ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ, ଅଧିନାୟକ…

ଭାରତ-ଇଂଲଣ୍ଡ ଟି-୨୦ ସିରିଜ ମଧ୍ୟରେ ସଞ୍ଜୁ ସାମସନ ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ପ୍ରଶଂସକ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୯।୭: ବ୍ୟକ୍ତିଗତ କାରଣରୁ ସଞ୍ଜୁ ସାମସନ କେରଳ କ୍ରିକେଟ ଲିଗ (KCL 2026)ରେ ଖେଳିବେ ନାହିଁ। ପୂର୍ବରୁ, କୋଚି ବ୍ଲୁ ଟାଇଗର୍ସ ସାମସନଙ୍କୁ ସେମାନଙ୍କର ରିଟେନସନ ତାଲିକାରେ…

ଆଉ ଏକ ସିରିଜ ହାରିଲା ଇଣ୍ଡିଆ; ୧ ୱିକେଟରେ ଜିତି ୨-୧ ରେ ସିରିଜ କବଜା କଲା ପଡୋଶୀ ଦେଶ

ନୂଆଦିଲ୍ଲୀ,୯।୭: ଭାରତୀୟ କ୍ରିକେଟ ଦଳ ଆଉ ଏକ ସିରିଜ ପରାଜୟ ବରଣ କରିଛି। ଏଥର, ଭାରତର ୧୯ ବର୍ଷରୁ କମ ଦଳ ଶ୍ରୀଲଙ୍କା ବିପକ୍ଷରେ ଯୁବ ଦିନିକିଆ…

ଗାଡ଼ିର ମାଇଲେଜ କମିବ କିନ୍ତୁ ଇଞ୍ଜିନ ଖରାପ ହେବନାହିଁ, E୨୦ ପେଟ୍ରୋଲ ନେଇ ମିଥ୍ୟା ପ୍ରଚାର ଉପରେ ବର୍ଷିଲେ ଗଡ଼କରୀ

ନୂଆଦିଲ୍ଲୀ,୯।୭: E୨୦ ପେଟ୍ରୋଲ (୨୦% ଏଥାନଲ ଏବଂ ୮୦% ପେଟ୍ରୋଲ) ବ୍ୟବହାର ଦ୍ୱାରା ଗାଡ଼ିର ଇଞ୍ଜିନ ଖରାପ ହେଉଥିବା ଦାବିକୁ ସମ୍ପୂର୍ଣ୍ଣ ପ୍ରତ୍ୟାଖ୍ୟାନ କରିଛନ୍ତି କେନ୍ଦ୍ର ସଡ଼କ…

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ହଇଚଇ; ସୁସ୍ମିତା ଦେବଙ୍କ ସମେତ ୩ ପୂର୍ବତନ TMC ଏମପି BJPରେ ସାମିଲ

କୋଲକାତା,୯।୭: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ବଙ୍ଗଳାର ତିନି ଜଣ ପୂର୍ବତନ TMC ଏମପି BJPରେ ଯୋଗ ଦେଇଛନ୍ତି। ସୁସ୍ମିତା ଦେବ, ସୁଖେନ୍ଦୁ ସେଖ ରୟ ଏବଂ…

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌, ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର,୯।୭: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ଆସନ୍ତା…

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri