ଦୁର୍ନୀତି ନ କରିବା ପାଇଁ ଶପଥ ନେଲେ ଅଗ୍ନିଶମ କର୍ମଚାରୀ

ପାଟଣା,୨୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ପୁଟୁଳିଆରେ ଥିବା ଅଗ୍ନିଶମ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଦୁର୍ନୀତି ନିବାରଣ ସପ୍ତାହ ପାଳନ କରାଯାଇଛି। ଏହି ଅବସରରେ କର୍ମଚାରୀମାନେ ଲାଞ୍ଚ ଗ୍ରହଣ ନ କରିବା ଆଉ ଲାଞ୍ଚ ନ ଦେବା ପାଇଁ ଶପଥନେଇଛନ୍ତି। ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମ ଷ୍ଟେଶନ ପରିଚାଳକ ମନୋରଞ୍ଜନ ମହାନ୍ତଙ୍କ ନିର୍ଦ୍ଦେଶରେ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାଟିର ମହକରେ ଫେରିଲା ଦେଶୀ ମଞ୍ଜି, ପ୍ରେରଣାଦାୟୀ ସାଜିଲେ ମହିଳା ଚାଷୀ, ହସିହସି କୁହନ୍ତି ଆମ ପରିବାରରେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): ବଦଳୁଥିବା କୃଷି ପଦ୍ଧତି ମଧ୍ୟରେ ଯେତେବେଳେ ଅନେକ ଚାଷୀ ହାଇବ୍ରିଡ୍‌ ମଞ୍ଜି ଓ ରାସାୟନିକ କୃଷି ଉପରେ ନିର୍ଭରଶୀଳ ହୋଇପଡ଼ିଛନ୍ତି, ସେତେବେଳେ କଳାହାଣ୍ଡି…

ରଥଯାତ୍ରା ଡ୍ୟୁଟିରେ ଆସିଥିବା ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ

ସାକ୍ଷୀଗୋପାଳ, ୧୨।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ରଥଯାତ୍ରା ଡ୍ୟୁଟିରେ ପୁରୀ ଆସିଥିବା ଜଣେ ହୋମଗାର୍ଡଙ୍କର ଶନିବାର ରାତିରେ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ ଘଟିଛି। ମୃତ ହୋମଗାର୍ଡଙ୍କ…

ଗ୍ରୀଡ୍‌ ସବ୍‌ଷ୍ଟେଶନ ଲୋକାର୍ପଣ କଲେ ଉପମୁଖ୍ୟମନ୍ତ୍ରୀ, କହିଲେ କୌଣସି ସ୍ଥାନରେ କିଛି…

ବରଗଡ଼,୧୨ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପଞ୍ଚାୟତ କଲେଜ ନିକଟରେ ରବିବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ୩୩/୧୧ କେ.ଭି କ୍ଷମତା ସମ୍ପନ୍ନ ନୂତନ ଗ୍ରୀଡ୍‌…

ମୋବାଲରେ ପିଟି ସ୍ବାମୀଙ୍କୁ ମାରିଦେଲେ ସ୍ତ୍ରୀ, ବୋହୂଙ୍କ ନାଁରେ ଅଭିଯୋଗ ଆଣି ଶ୍ୱଶୁର କହିଲେ ଏମିତି…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସ୍ବରାଜ ହସ୍ପିଟାଲରେ ରବିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣକ ହେଲେ ବଲାଙ୍ଗୀର ଚମିନିଭାଟି ପଡ଼ାର ସ୍ବପ୍ନେଶ୍ବର…

ବିଦ୍ୟୁତ୍‌ ଫାଶରେ ଲାଗି ଚାଲିଗଲା ମହିଳା ଚାଷୀଙ୍କ ଜୀବନ, ପରିବାର ଉପରେ ଭାଙ୍ଗିପଡ଼ିଲା ଦୁଃଖର ପାହାଡ଼

ବୁଗୁଡ଼ା,୧୨ା୭(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅନ୍ତର୍ଗତ ତାକରଡ଼ାରେ ବିଲକୁ ଯାଇ ଫେରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ମହିଳା ଚାଷୀଙ୍କ ମୃତ୍ୟୁ…

ସମୁଦ୍ରରେ ଗାଧୋଇବାବେଳେ ବୁଡ଼ି ଯାଉଥିଲେ ୩ ପର୍ଯ୍ୟଟକ, ଉଦ୍ଧାର କରି…

ପୁରୀ,୧୨ା୭(ଅଜିତ୍‌ କୁମାର ମହାନ୍ତି): ରବିବାର ସମୁଦ୍ରରେ ଗାଧୋଉଥିବାବେଳେ ୩ ପର୍ଯ୍ୟଟକ ବୁଡ଼ିଯାଉଥିଲେ। ଏହି ସମୟରେ ଲାଇଫଗାର୍ଡ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଛନ୍ତି। ସେକ୍ଟର ୯ ଚୈତନ୍ୟ ଛକ…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ବିଦ୍ୟାଳୟ ରାତ୍ର ଜଗୁଆଳଙ୍କ ଜୀବନ, ରେଲିଂରେ ଧକ୍କା ଦେଇ…

ଦାରିଙ୍ଗବାଡ଼ି,୧୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ବୁଡ଼ାଗୁଡା ଛକରେ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ…

ଓଲଟିଲା ପିଆଜ ବୋଝେଇ ଟ୍ରକ୍‌, ଯିଏ ପାରିଲେ ମନଇଚ୍ଛା ବୋହିନେଲେ

କେନ୍ଦୁଝର,୧୨ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସକାଳେ କେନ୍ଦୁଝର ଜିଲାର ଜୁଡ଼ିଆ ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍‌ ଓଲଟି ୨ ଜଣ ଆହତ ହୋଇଛନ୍ତି। ଉକ୍ତ ପିଆଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri