ଫେସବୁକ ଲାଇଭରେ ଆଖିବୁଜା ଗୁଳିମାଡ଼…

ଓ୍ବାଶିଂଟନ, ୮।୯ : ଆମେରିକାର ଟେନେସି ପ୍ରଦେଶର ମେମ୍ଫିସ ସହରରେ ଜଣେ ୧୯ ବର୍ଷର ବାଳକ ଫେସବୁକ ଲାଇଭରେ ଆଖିବୁଜା ଗୁଳି ମାଡ଼ କରିଛନ୍ତି। ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଏହି ମାମଲାରେ ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ମେମ୍ଫିସ ପୋଲିସ ଗିରଫ କରିଛି।

ମେମ୍ଫିସ ପୋଲିସ କହିଛି ଯେ ଏକ ଫେସବୁକ ଲାଇଭ ଷ୍ଟ୍ରିମିଂରେ ସନ୍ଦିଗ୍ଧ ବନ୍ଧୁକଧାରୀ ଏକ ଦୋକାନରେ ପ୍ରବେଶ କରି ଲୋକଙ୍କ ଉପରକୁ ଗୁଳି ଚଳାଇଥିବାର ଦେଖାଯାଇଛି। ସୁଟର ଜଣେ ୧୯ ବର୍ଷ ବୟସ୍କ କୃଷ୍ଣାଙ୍ଗ ଯୁବକ। ତାଙ୍କୁ ଇଜେକିଲ କେଲି ବୋଲି ଚିହ୍ନଟ କରାଯାଇଛି। ସେ ସହରର ଅନ୍ୟ କେତେକ ସ୍ଥାନରେ ମଧ୍ୟ ଗୁଳି ଚଳାଇଥିଲେ। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଗୁଳି ବିନିମୟରେ ସନ୍ଦିଗ୍ଧ ଆକ୍ରମଣକାରୀଙ୍କ କାର ଦୁର୍ଘଟଣାଗ୍ରସ୍ତ ହେବା ପରେ ତାଙ୍କୁ ଗିରଫ କରାଯାଇଥିଲା।

ଗୁଳିମାଡ଼ ପରେ ପୋଲିସ ସ୍ଥାନୀୟ ଲୋକଙ୍କୁ ଘରେ ରହିବାକୁ ପରାମର୍ଶ ଦେଇଥିଲେ। ସନ୍ଦିଗ୍ଧଙ୍କୁ କିଛି ଘଣ୍ଟା ମଧ୍ୟରେ ଗିରଫ କରାଯିବା ପରେ ଅବରୋଧକୁ ହଟାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର ମୁହାଁ ‘କଳ୍ପନା ଚାଓ୍ବଲା’

ଓ୍ବାଶିଂଟନ, ୩।୧୦: ନାସା ପକ୍ଷରୁ ଭାରତର ପ୍ରଥମ ମହିଳା ମହାକାଶ ଯାତ୍ରୀ କଳ୍ପନା ଚାଓ୍ବଲାଙ୍କ ନାମରେ ନିର୍ମିତ ହୋଇଥିବା ମହାକାଶ ଯାନ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର...

ହଂକଂରେ କରୋନା ଅଣାୟତ୍ତ, ପୁଣି ଲକ୍‌ଡାଉନ୍‌ ଆଶଙ୍କା, ମୃତଦେହ ରଖିବାକୁ ସ୍ଥାନର ଅଭାବ…

ହଂକଂ,୧।୩ : ହଂକଂରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା ସଙ୍କଟ ସୃଷ୍ଟି କରିଛି। ମୃତ ଦେହଗୁଡ଼ିକୁ...

ମଙ୍କିପକ୍ସ ସଂକ୍ରମିତଙ୍କ ସମ୍ପର୍କରେ ଆସି କୁୁକୁର ସଂକ୍ରମିତ!

ପ୍ୟାରିସ,୧୮ ।୮: ସାରା ବିଶ୍ୱରେ ମଙ୍କିପକ୍ସ ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି । ଇତିମଧ୍ୟରେ ମଙ୍କିପକ୍ସକୁ ନେଇ ଏକ ଆଶ୍ଚର୍ଯ୍ୟ କଲାଭଳି ଖବର ସାମ୍ନାକୁ...

ପାକିସ୍ତାନରେ ପ୍ରଳୟଙ୍କରୀ ବନ୍ୟା: ଭାରତରୁ କରିପାରେ ଖାଦ୍ୟସାମଗ୍ରୀ ଆମଦାନୀ

ଇସ୍‌ଲାମାବାଦ,୩୦ା୮: ପାକିସ୍ତାନରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ଫଳରେ ଦେଶର ଏକ-ତୃତୀୟାଂଶ ଅଞ୍ଚଳ ପାଣିରେ ଉବୁଟୁବୁ ହେଉଛି। ୩୩ ନିୟୁତ ଲୋକ...

ତାଇଓ୍ବାନ ସୀମାରେ ଚାଇନା ଯୁଦ୍ଧବିମାନ

ତାଇପେଇ/ବେଜିଂ/ ଓ୍ବାଶିଂଟନ,୬।୧୦: ତାଇଓ୍ବାନର ଏୟାର ଡିଫେନ୍ସ ଆଇଡେଣ୍ଟିଫିକେଶନ ଜୋନ୍‌ (ଏଡିଆଇଜେଡ୍‌)ରେ ଚାଇନାର ୫୬ ଯୁଦ୍ଧବିମାନ ଅନୁପ୍ରବେଶ କରିଛି। ଏହାକୁ ନେଇ ଦୁଇ ପଡ଼ୋଶୀ ମଧ୍ୟରେ ଉତ୍ତେଜନା...

ତେଲ ଟ୍ୟାଙ୍କର ବିସ୍ଫୋରଣରେ ୯୨ ମୃତ

ଫ୍ରିଟାଉନ (ସିଏରା ଲିଓନେ), ୭ା୧୧: ଦକ୍ଷିଣ ଆଫ୍ରିକୀୟ ରାଷ୍ଟ୍ର ସିଏରା ଲିଓନେ ରାଜଧାନୀ ନିକଟରେ ଏକ ତୈଳ ଟ୍ୟାଙ୍କରରେ ବିସ୍ଫୋରଣ ହେବାରୁ ୯୨ ଜଣଙ୍କ ମୃତ୍ୟୁ...

ଅନ୍ତର୍ଜାତୀୟ ବ୍ୟବସ୍ଥାକୁ ଚାଇନା ବିପଦ

ନ୍ୟୁୟର୍କ, ୫।୩(ଆଇଏଏନ୍‌ଏସ୍‌):ଚାଇନାରୁ ଅନ୍ତର୍ଜାତୀୟ ବ୍ୟବସ୍ଥା ପ୍ରତି ବିପଦ ବଢ଼ୁଥିବାରୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ହାଇ ଆଲର୍ଟ ଜାରି କରିଛନ୍ତି। ଏଥିସହିତ ସମଭାବାପନ୍ନ ଦେଶଗୁଡ଼ିକ ସହ...

ରୋମାନିଆ ମେୟର-ବିମାନ ଚଳାଚଳ ମନ୍ତ୍ରୀ ମୁହାଁମୁହିଁ

ରୋମାନିଆ,୪ା୩: ଭାରତର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଓ ରୋମାନିଆର ମେୟର ମୁହାଁମୁହିଁ ହୋଇଛନ୍ତି। ୟୁକ୍ରେନରେ ଫସିଥିବା ଭାରତୀୟ ଛାତ୍ରୀଛାତ୍ରଙ୍କୁ ଉଦ୍ଧାର ପାଇଁ...

Advertisement
Archives

Model This Week