ସ୍କୁଲରେ ଫୁଟିଲା ଗୁଳି, ଜଣେ ଛାତ୍ରୀ ଆହତ

ବର୍ଲିନ,୧୯ା୫: ଜର୍ମାନୀର ଏକ ସ୍କୁଲରେ ଗୁଳି ଫୁଟିଛି। ଉତ୍ତର ଜର୍ମାନୀର ଏକ ସ୍କୁଲରେ ଗୁଳି ଫୁଟିବାରୁ ଜଣେ ଛାତ୍ରୀ ଆହତ ହୋଇଛନ୍ତି। ଏଥିସହ ପୋଲିସ ଟିମ୍‌ ଅଭିଯୁକ୍ତଙ୍କୁ ସେମାନଙ୍କ ହେପାଜତକୁ ନେଇଛି। ଆହତ ଛାତ୍ରୀଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି। ଅଭିଯୁକ୍ତମାନେ କାହିଁକି ଗୁଳି ଚାଳନା କରିଛନ୍ତି ସେନେଇ ତାଙ୍କୁ ପଚରାଉଚରା କରାଯାଉଛି।

ପୋଲିସ ଏକ ବିବୃତ୍ତିରେ କହିଛି ଯେ,ଗୁରୁବାର ଛାତ୍ରୀଛାତ୍ର ଶିକ୍ଷକମାନଙ୍କ ସହ କ୍ଲାସରେ ଥିଲେ। ଏହି ସମୟରେ ଅଜଣା ବ୍ୟକ୍ତି ଜଣେ ପଶି ଆସି ଗୁଳି ଚାଳନା କରିଥିଲେ। ଏଥିରେ ଜଣେ ଛାତ୍ରୀ ଆହତ ହୋଇଥିବା ବେଳେ ତାଙ୍କର ଚିକିତ୍ସା ଚାଲୁ ରହିଛି। ଏହି ଘଟଣାର ଜଣେ କି ଅଧିକ ସମ୍ପୃକ୍ତ ଅଛନ୍ତି ତାହା ଅନୁସନ୍ଧାନ ଚାଲିଥିବା ପୋଲିସ କହିଛି। ଅନ୍ୟପକ୍ଷରେ ଗୁଳି ଫୁଟିବା ଶବ୍ଦ ଶୁଣିବା ପରେ ଶିକ୍ଷକଙ୍କ ସହ ପିଲାମାନେ ଝରକା କବାଟ ସବୁ ବନ୍ଦ କରିଦେଇଥିଲେ। ବର୍ତ୍ତମାନ ସ୍କୁଲ ପରିସରରେ ପୋଲିତ ମୁତୟନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି।…

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ବନ୍ୟା ଉଜାଡ଼ିଲା ଚାଷୀଙ୍କ ସ୍ବପ୍ନ: ଜମି ବାଲିଚର, ଧାନଫସଲ ପଚି ନଷ୍ଟ

ଭବାନୀପାଟଣା,୨୯ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ଓ କଲମପୁର ବ୍ଲକର ହାତୀ ନଦୀକୁଳିଆ ଚାଷୀଙ୍କ ସ୍ବପ୍ନ ବନ୍ୟା ଉଜାଡ଼ିଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଚିନ୍ତାରେ…

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri