Posted inଜାତୀୟ

ଆର୍ମି କ୍ୟାମ୍ପ୍‌ରେ ଗୁଳି: ଜଣେ ଯବାନ ଆହତ

ଶ୍ରୀନଗର,୨ା୯: ଆତଙ୍କବାଦୀମାନେ ଜମ୍ମୁ-କଶ୍ମୀରରେ ପୁଣି ଥରେ ଆତ୍ମଘାତୀ କାର୍ଯ୍ୟ କରିଛନ୍ତି। ଆତଙ୍କବାଦୀମାନେ ସୋମବାର ଜମ୍ମୁର ସୁଞ୍ଜଓ୍ବାନ ଆର୍ମି କ୍ୟାମ୍ପ୍‌ ଉପରେ ଗୁଳି ଚଳାଇଥିଲେ। ଏହି ଆକ୍ରମଣରେ ଜଣେ ଯବାନ ଆହତ ହୋଇଛନ୍ତି। ପ୍ରତିରକ୍ଷା ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଜମ୍ମୁର ସୁଞ୍ଜଓ୍ବାନ ଆର୍ମି କ୍ୟାମ୍ପ୍‌ରେ ଆତଙ୍କବାଦୀମାନେ ବେସ୍‌ ବାହାରେ ଗୁଳି ଚଳାଇଥିଲେ। ଫଳରେ ଜଣେ ସୈନିକ ଆହତ ହୋଇଛନ୍ତି। ଆକ୍ରମଣକାରୀଙ୍କୁ ଖୋଜିବା ପାଇଁ ସର୍ଚ୍ଚ ଅପରେଶନ ଜାରି ରହିଛି।

ଏହି ଆତଙ୍କବାଦୀ ଆକ୍ରମଣ ସୁଞ୍ଜଓ୍ବାନ ଆର୍ମି କ୍ୟାମ୍ଫ୍‌ ସେଣ୍ଟ୍ରି ପୋଷ୍ଟ ଅଞ୍ଚଳ ନିକଟରେ ଘଟିଛି। ୩୬ ଇନ୍‌ଫେଣ୍ଟ୍ରି ବ୍ରିଗେଡ୍‌ ଏଠାରେ ନିୟୋଜିତ ହୋଇଛନ୍ତି। କ୍ୟାମ୍ପ୍‌ ବାହାରେ ସନ୍ଦେହଜନକ କାର୍ଯ୍ୟକଳାପ ଦେଖିବାକୁ ମିଳିଥିଲା, ଏହା ପରେ ଯବାନମାନେ ଗୁଳି ଚଳାଇଥିଲେ। ଏହି କାରଣରୁ ଉତ୍ତେଜନା ବୃଦ୍ଧି ପାଇଲା ଏବଂ ତୁରନ୍ତ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା। ଜଣେ ଅଧିକାରୀ କହିଛନ୍ତି, ସହରର ଉପକଣ୍ଠରେ ଥିବା ସୁଞ୍ଜଓ୍ବାନ କ୍ୟାମ୍ପ୍‌ ନିକଟରେ କେତେକ ସନ୍ଦିଗ୍ଧ ବ୍ୟକ୍ତିଙ୍କ ଗତିବିଧିକୁ ଦେଖି ଯବାନ ଗୁଳି ଚଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତି ଆଲୋଚନାରେ ଏହି ମୁଖ୍ୟ ପ୍ରସଙ୍ଗ ରଖିବ ଇରାନ, ବିଦେଶରେ ଅଟକି ଥିବା…

ତେହରାନ,୨୧ା୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri