ରାଜଧାନୀରେ ଗୁଳିମାଡ଼: ଟାର୍ଗେଟରେ ଜେଲ ଫେରନ୍ତା ଯୁବକ

ଭୁବନେଶ୍ୱର, ୧୧।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଫୁଟିଛି ଗୁଳି। ଜଣେ ଜେଲ ଫେରନ୍ତା ଯୁବକଙ୍କୁ ଟାର୍ଗେଟ କରି ଗୁଳିମାଡ଼ କରିଥିବା ୩ ଦୁର୍ବୃତ୍ତ ଫେରାର ହୋଇଯାଇଥିବା ଜଣାପଡ଼ିଛି। ତେବେ ଗୁଳିମାଡ଼ରୁ ଯୁବକଜଣଙ୍କ ଅଳ୍ପକେ ବର୍ତ୍ତିଯାଇଥିବା ଜଣାଯାଇଛି।
ସୂଚନାଯୋଗ୍ୟ, ଭୁବନେଶ୍ୱର ଉପକଣ୍ଠ ତମାଣ୍ଡୋ ଥାନା କଳିଙ୍ଗ ବିହାର କେ-୪ ଅଞ୍ଚଳରେ ଗୁଳିକାଣ୍ଡ ଘଟିଛି। ଏକ ବାଇକ୍‌ରେ ୩ ଯୁବକ ଆସି ଜଣେ ଜେଲ ଫେରନ୍ତା ଯୁବକଙ୍କୁ ଟାର୍ଗେଟ କରି ଗୁଳିମାଡ଼ କରିଥିବା ଜଣାଯାଇଛି। ଯୁବକଙ୍କ ପରିଚୟ ଜଣାପଡ଼ି ନାହିଁ। ଏଥିସହ ଦୁର୍ବୃତ୍ତମାନେ କାହିଁକି ତାଙ୍କୁ ଟାର୍ଗେଟ କରୁଥିଲେ ସେ ସମ୍ପର୍କରେ ମଧ୍ୟ କିଛି ଜଣାପଡ଼ି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବଧୂ ବେଶରେ ବସିଥିଲେ ଝିଅ, ଆସିଲେନି ବର

ଭୁବନେଶ୍ୱର,୧୮।୨(ବ୍ୟୁରୋ): ବିବାହ ପାଇଁ ମଣ୍ଡପରେ ରବିବାର ଚାଲିଥିଲା ଜୋରଦାର ପ୍ରସ୍ତୁତି। ବନ୍ଧୁବାନ୍ଧବ ଆସି ଭୋଜି ଖାଇବା ସହ ବଧୂବେଶରେ ଥିବା ଝିଅକୁ ଆଶୀର୍ବାଦ ଦେଇଥିଲେ। ପୁରୋହିତ...

ଲାଞ୍ଚ ଭାଗବଣ୍ଟା ଭିଡିଓ ଭାଇରାଲ: ୨ ଯନ୍ତ୍ରୀ ସସ୍‌ପେଣ୍ଡ

ନୂଆପଡ଼ା ଅଫିସ,୧୯।୭: ନୂଆପଡ଼ା ଜିଲା ସିନାପାଲି ବ୍ଲକରେ ଲାଞ୍ଚ ଟଙ୍କା ଭାଗବଣ୍ଟାର ଏକ ଭିଡିଓ ଭାଇରାଲ ହୋଇଥିଲା। ଏନେଇ ଜିଲାପାଳ ସ୍ବାଧାଦେବ ସିଂ ଘଟଣାର ତଦନ୍ତ...

ଭୁବନେଶ୍ୱର ରେଲଓ୍ବେ ଷ୍ଟେଶନ: ସେବାରେ ଆସୁନି ଦେୟମୁକ୍ତ ଶୌଚାଳୟ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ପ୍ରତିଦିନ ଭୁବନେଶ୍ୱରର ରେଲଓ୍ବେ ଷ୍ଟେଶନକୁ ହଜାରରୁ ଊର୍ଦ୍ଧ୍ୱ ଯାତ୍ରୀ ଯିବା ଆସିବା କରୁଛନ୍ତି। ହେଲେ ଆବଶ୍ୟକ ପରିମାଣର ଶୌଚାଳୟ ନଥିବାରୁ ଲୋକେ ହଇରାଣ...

ରାଜ୍ୟରେ ୬୫ କରୋନା ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼, କଟକରୁ ସର୍ବାଧିକ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟରେ ଶନିବାର ୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୭ ଜଣ ଲୋକାଲ...

୯ ଖଣି ନିଲାମ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୨୦ା୧୦(ବ୍ୟୁରୋ)- ରାଜ୍ୟର ୯ଟି ଖଣି ନିଲାମୀ ପାଇଁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ୭ ଲୁହାପଥର, ଗୋଟିଏ ମାଙ୍ଗାନିଜ୍‌ ଏବଂ ଗୋଟିଏ ଲୁହା ପଥର...

ସୂଚନା ଅଧିକାର କର୍ମୀ ସର୍ବେଶ୍ୱରଙ୍କୁ ବୋମାମାଡ଼, ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଯାଜପୁର ଅଫିସ୍‌, ୨୮ା୩: ଯାଜପୁର ଜିଲାର ବିଭିନ୍ନ ଦୁର୍ନୀତି ପ୍ରସଙ୍ଗ ଉଠାଇ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି), ହାଇକୋର୍ଟ, ଲୋକାୟୁକ୍ତ ଓ ବିଭିନ୍ନ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରସ୍ଥ...

ଭାଜପା ପ୍ରଚାରକୁ ବିରୋଧ କରି ଆକ୍ରମଣ: ୨ ଭାଜପା ନେତା ଆହତ

ଭୁବନେଶ୍ୱର, ୧୮ା୪ (ବ୍ୟୁରୋ)- ରାଜଧାନୀରେ ନିର୍ବାଚନୀ ପ୍ରଚାର ସରଗରମ ହୋଇଯାଇଥିବାବେଳେ ବିଭିନ୍ନ ସ୍ଥାନରେ ରାଜନୈତିକ ହିଂସା ଦେଖିବାକୁ ମିଳୁଛି। ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀର ନୀଳାଦ୍ରିବିହାରରେ ପ୍ରଚାରକୁ ନେଇ...

୨୦ରୁ ‘କୃଷି ଓଡ଼ିଶା-୨୦୨୦’

ଭୁବନେଶ୍ୱର, ୧୮ା୧(ବ୍ୟୁରୋ): ରାଜ୍ୟର କୃଷକମାନଙ୍କୁ କୃଷିକ୍ଷେତ୍ରରେ ପ୍ରୟୋଗ ହେଉଥିବା ନୂତନ ଜ୍ଞାନକୌଶଳ ସହିତ ପରିଚିତ କରାଇବା ଲକ୍ଷ୍ୟ ନେଇ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ...

Advertisement
Archives

Model This Week