Posted inଜାତୀୟ

ଦିଲ୍ଲୀ କୋର୍ଟରେ ଅଭିଯୁକ୍ତଙ୍କୁ ହତ୍ୟା

ନୂଆଦିଲ୍ଲୀ, ୧୩ା୭: ଦିଲ୍ଲୀର ଦ୍ୱାରକା କୋର୍ଟ ପରିସରରେ ସୋମବାର ରାତିରେ ଗୁଳିକାଣ୍ଡ ଘଟିଛି। ଶୁଣାଣି ପାଇଁ ଆସିଥିବା ଅଭିଯୁକ୍ତଙ୍କୁ କିଛି ଓକିଲ ଓ ଅନ୍ୟମାନଙ୍କ ଉପସ୍ଥିତିରେ ହତ୍ୟା କରାଯାଇଛି।

ମୃତକଙ୍କ ନାମ ଉପକାର ବୋଲି ଜଣାପଡ଼ିଛି। କୋର୍ଟ ପରିସରରେ ଥିବା ଓକିଲ ଅରୁଣ ଶର୍ମାଙ୍କ ଚାମ୍ବର (ନଂ ୪୪୪) ଭିତରେ ରାତି ପ୍ରାୟ ୯ଟାରେ ଉପକାରଙ୍କୁ ଗୁଳି କରାଯାଇଥିଲା। ଗୁଳି କରି ଅଭିଯୁକ୍ତ ଫେରାର ହୋଇଯାଇଥିବାବେଳେ ତାଙ୍କୁ ଗିରଫ କରିବା ପାଇଁ ଉଦ୍ୟମ ଚାଲିଥିବା ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ମୃତ୍ୟୁ ରୋକିବାକୁ ଏଆଇ ଜଗିବ ରେଳ ଧାରଣା

ନୂଆଦିଲ୍ଲୀ,୭।୯: ଟ୍ରେନ ଦୁର୍ଘଟଣା କାରଣରୁ ଘଟୁଥିବା ହାତୀ ମୃତ୍ୟୁକୁ ରୋକିବା ଲାଗି ରେଳ ବିଭାଗ ନୂଆ ଯୋଜନା କରିଛି। ଉତ୍ତର ପୂର୍ବ ମଧ୍ୟ ରେଳ ଜୋନ୍‌...

ଅଧ୍ୟକ୍ଷ ଦୌଡରେ ଦିଗ୍‌ବିଜୟ ସାମିଲ

ନୂଆଦିଲ୍ଲୀ,୨୮।୯:କଂଗ୍ରେସ ସଭାପତି ପଦ ଦୌଡ଼ରେ ଲଗାତର ନୂଆ ନାମ ଯୋଡାଯାଉଛି। ବର୍ତ୍ତମାନ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂଙ୍କ ନାମ ମଧ୍ୟ ଏହି ଦୌଡ଼ରେ ସାମିଲ...

ମୋହନ ଭାଗବତ ‘ରାଷ୍ଟ୍ରପିତା’: ମୁସଲମାନ ଧର୍ମଗୁରୁ ଉମର ଅହମ୍ମଦ ଇଲିୟାସି

ନୂଆଦିଲ୍ଲୀ,୨୨ ।୯: ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘ(ଆରଏସଏସ)ର ମୁଖ୍ୟ ମୋହନ ଭାଗବତ ଗୁରୁବାର ଦିଲ୍ଲୀର ଏକ ମସଜିଦରେ ଅଖିଳ ଭାରତୀୟ ଇମାମ ସଙ୍ଗଠନର ମୁଖ୍ୟ ଇମାମ...

କରୋନାକୁ ପୂରିଲା ୧୦୧ ଦିନ: ଉଦାହରଣ ପାଲଟିଲା କେରଳ, ମହାରାଷ୍ଟ୍ରରେ ସ୍ଥିତି ଅଣାୟତ

ନୂଆଦିଲ୍ଲୀ,୧୦।୫: କରୋନା ଭାଇରସ ବିରୋଧରେ ସାରା ଦେଶ ଏକ ଅଦୃଶ୍ୟ ଯୁଦ୍ଧରେ ଲଢୁଥିବା ବେଳେ ଏବେ ଭାରତରେ କରୋନାକୁ ପୂରଣ ହୋଇଛି ୧୦୧ ଦିନ। ଏହି...

ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖରଙ୍କୁ ଲାଗିଲା ଝଟ୍‌କା

ମୁମ୍ବାଇ,୧୮।୨: ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କୁ ଲାଗିଛି ବଡ ଝଟ୍‌କା। ଫେବୃୟାରୀ ୨୧ରେ ମୁମ୍ବାଇର ଆଜାଦ ମଇଦାନରେ ସିଏଏ, ଏନ୍‌ପିଆର୍‌, ଏନ୍‌ଆର୍‌ସି ବିରୋଧରେ ରାଲି...

ସୋମବାର ସ୍କୁଲ ବନ୍ଦ

ଡେରାଡୁନ,୧୭ ।୧୦: ପାଣିପାଗ ବିଭାଗ ଅନୁମାନ କରିଛି କି ଆସନ୍ତା ଦିନେ ଦୁଇଦିନ ଉତ୍ତରାଖଣ୍ଡରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଥିପାଇଁ ଚେତାବନୀ ଜାରି...

ମମତା ବାନାର୍ଜୀଙ୍କୁ ବଡ଼ ଝଟ୍‌କା

କୋଲକତା,୨୮।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଝଟ୍‌କା ଲାଗିଛି। କଲିକତା ହାଇକୋର୍ଟ ରାଜ୍ୟ ସରକାରଙ୍କ ‘ଦୁଆରେ ରାଶନ’ ଯୋଜନାକୁ ବେଆଇନ ଘୋଷଣା କରିଛନ୍ତି।...

କର୍‌ଓ୍ବାଚୌଥରେ ମୁସଲମାନ କଳାକାରଙ୍କ ହାତରୁ ମେହେନ୍ଦୀ ନ ଲଗାଇବାକୁ ହିନ୍ଦୁ ମହିଳାଙ୍କୁ ପରାମର୍ଶ ଦେଲେ ଭାଜପା ବିଧାୟକ

ଲକ୍ଷ୍ନୌ,୧୩।୧୦: କର୍‌ଓ୍ବାଚୌଥରେ ମୁସଲମାନ କଳାକାରଙ୍କ ହାତରୁ ମେହେନ୍ଦୀ ନ ଲଗାଇବାକୁ ହିନ୍ଦୁ ମହିଳାଙ୍କୁ ପରାମର୍ଶ ଦେଇଛନ୍ତି ଭାଜପା ବିଧାୟକ ବିକ୍ରମ ସଇନି। ସେ କହିଛନ୍ତି, ମେହେନ୍ଦୀ...

Advertisement
Archives

Model This Week