ବସ୍‌ରେ ଗୁଳିମାଡ଼: ୨୦ ମୃତ, ଅନେକ ଆହତ

ବିରୁଟ୍‌,୧୧ା୮: ପୂର୍ବ ସିରିଆର ଏକ ବସ୍‌ରେ କିଛି ଦୁର୍ବୃତ୍ତ ଗୁଳି ଚଳାଇବା ପରେ ଅତିକମ୍‌ରେ ୨୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ବିରୋଧୀ କାର୍ଯ୍ୟକର୍ତ୍ତାମାନେ କହିଛନ୍ତି, ଶୁକ୍ରବାର ସକାଳେ ଦେଶର ପୂର୍ବ ଭାଗରେ ସିରିଆର ସୈନ୍ୟମାନଙ୍କୁ ନେଇ ଯାଉଥିବା ଏକ ବସ୍‌ ଉପରକୁ ଦୁର୍ବୃତ୍ତମାନେ ଗୁଳିଚାଳନା କରିଥିଲେ। ଏଥିରେ ୨୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି।

ଏହି ଆକ୍ରମଣ ଇସ୍‌ଲାମିକ ଷ୍ଟେଟ୍‌ ଗୋଷ୍ଠୀର ସଦସ୍ୟମାନେ କରିଥିବା ଜଣାପଡ଼ିଛି। ତେବେ ଏହି ଗୁଳିମାଡ଼ ସମ୍ପର୍କରେ ସିରିଆ ସେନା କିମ୍ବା ସରକାରଙ୍କ ତରଫରୁ କୌଣସି ବିବୃତ୍ତି ପ୍ରକାଶ ପାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର…

IND vs PAK: ଡେବ୍ୟୁ ମ୍ୟାଚରେ ପାକିସ୍ତାନର ଖେଳ ବିଗାଡ଼ିବେ ବୈଭବ ସୂର୍ଯ୍ୟବଂଶୀ; ଭାରତୀୟ ଦଳର ଏହି ଖେଳାଳି ଅଛନ୍ତି ଆକ୍ସନରେ!

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ଶନିବାର ଦିନଟି ଏପର୍ଯ୍ୟନ୍ତ ସବୁଠାରୁ ରୋମାଞ୍ଚକର ଦିନ ହେବ ବୋଲି ଆଶା କରାଯାଉଛି, କାରଣ ଏହି ଦିନ ଏକ ଉତ୍ତେଜନାପୂର୍ଣ୍ଣ ମୁକାବିଲା…

ବ୍ରିଟିଶ ରାଜ ପରିବାରର ଅତିଥି ହେବେ ସୌରଭ ଗାଙ୍ଗୁଲି; ଆରମ୍ଭ ହେଲାଣି ସଜବାଜ

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ବ୍ରିଟିଶ ରାଜ ପରିବାର ପକ୍ଷରୁ ଏକ ଚାରିଟି ମ୍ୟାଚ (ପରୋପକାରୀ ଉଦ୍ଦେଶ୍ୟରେ ଆୟୋଜିତ ମ୍ୟାଚ) ପାଇଁ…

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରୀଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…

ବର୍ଷା ପାଇଁ ଯଦି ଭାରତ-ପାକିସ୍ତାନ ଫାଇନାଲ ମ୍ୟାଚ ବାତିଲ ହୋଇଯାଏ, ତେବେ କିଏ ସ୍ବର୍ଣ୍ଣ ପଦକ ପାଇବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ପାଇଁ ଭାରତ ଓ ପାକିସ୍ତାନ ଦଳ ମୁହାଁମୁହିଁ ହେବାକୁ ଯାଉଛନ୍ତି। ପ୍ରଶଂସକମାନେ ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାକୁ ଉତ୍ସାହର ସହ…

ଟ୍ରେନ୍‌ ଟ୍ରାକ୍‌ ମରାମତି ଯାଞ୍ଚବେଳେ ଟ୍ରାକ୍‌ମ୍ୟାନଙ୍କୁ ଧକ୍କାଦେଲା ଦ୍ରୁତଗାମୀ ଇଣ୍ଟରସିଟି, ଚାଲିଗଲା ଜୀବନ

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ରେଳ ଟ୍ରାକ୍‌ ରକ୍ଷଣାବେକ୍ଷଣ କାମ ଚାଲିଥିବା ସମୟରେ ଘଟିଛି ଏକ ଅଭାବନୀୟ ଦୁର୍ଘଟଣା। ଟ୍ରାକ୍‌ ରକ୍ଷଣାବେକ୍ଷଣ ଯାଞ୍ଚ ବେଳେ ଟ୍ରେନ୍‌ ଧକ୍କାରେ ଟ୍ରାକ୍‌ମ୍ୟାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?