ଆର୍ମି ଇଞ୍ଜିନିୟରଙ୍କୁ ଗୁଳିମାଡ଼

ନୟାଗଡ଼ ଅଫିସ,୧୯ା୧୨: ନୟାଗଡ଼ ଜିଲା ଇଟାମାଟି ଥାନା କୃଷ୍ଣପ୍ରସାଦ ଗାଁରେ ସୋମବାର ଗୁଳିମାଡ଼ ହୋଇଛି। ଏଥିରେ ଅନିରୁଦ୍ଧ ନାୟକ ନାମକ ଜଣେ ଆର୍ମି ଟେକ୍ନିକାଲ ଇଞ୍ଜିନିୟର ଗୁରୁତର ହୋଇଛନ୍ତି। ଅନିରୁଦ୍ଧଙ୍କ ଛାତିରେ ୧୫ରୁ ଅଧିକ ଗୁଳିମାଡ଼ ହୋଇଛି। ପୂର୍ବ ଶତ୍ରୁତାରୁ ଏହି ଗୁଳିମାଡ଼ ହୋଇଥିବା କୁହାଯାଉଛି। ଅନିରୁଦ୍ଧ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ୍‌ ରଫିକ୍‌

କଟକ ଅଫିସ,୨୭ା୪: ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ସୋମବାର ଶପଥ ଗ୍ରହଣ କରିଛନ୍ତି। ଲୋକସେବା ଭବନରେ ପୂର୍ବାହ୍ନ ୯ଟାରେ ଆୟୋଜିତ ସ୍ବତନ୍ତ୍ର...

ବେଳାଭୂମିରୁ ବେଆଇନ ବାଲି ଚାଲାଣ

ରୂପ୍‌ସା, ୨।୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ କଷାଫଳ ନିକଟ ସମୁଦ୍ର ବେଳାଭୂମିରୁ ବେଆଇନ ଭାବେ ବାଲି ଖନନ କରି ଚୋରାଚାଲାଣ କରାଯାଉଥିବାରୁ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା...

ବରୁଣେଇ ମନ୍ଦିରରୁ ଚୋରି: ତାଲା ଭାଙ୍ଗି ଟଙ୍କା, ସୁନାଗହଣା ନେଇଗଲେ ଦୁର୍ବୃତ୍ତ

ଖୋର୍ଦ୍ଧା ଅଫିସ,୪।୧୨: ଖୋର୍ଦ୍ଧା ଜିଲା ଆଦର୍ଶ ଥାନା ଅନ୍ତର୍ଗତ ପର୍ଯ୍ୟଟନ କ୍ଷେତ୍ର ବରୁଣେଇ ମନ୍ଦିରରୁ ମଙ୍ଗଳବାର ରାତିରେ ଚୋରି ହୋଇଛି। ଦୁର୍ବୃତ୍ତ ଦାନ ବାକ୍ସ ଭାଙ୍ଗି...

ଆଇଏଏସ୍‌ ବିଜୟ କେତନଙ୍କୁ ଜାମିନ

ଭୁବନେଶ୍ୱର,୩।୨(ବ୍ୟୁରୋ): ଆଇଏଏସ୍‌ ବିଜୟ କେତନ ଉପାଧ୍ୟାୟଙ୍କୁ ସୋମବାର ହାଇକୋର୍ଟ ଜାମିନ ମଞ୍ଜୁର କରିଛନ୍ତି। ନିମ୍ନ ଅଦାଲତ ଜାମିନର ସର୍ତ୍ତ ସ୍ଥିର କରିବ ବୋଲି ହାଇକୋର୍ଟ ନିର୍ଦ୍ଦେଶ...

ଅଭିବୃଦ୍ଧିରେ ସହାୟକ ହେବ ବଜେଟ୍‌ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଚେନ୍ନାଇ,୧।୨: ପାର୍ଲାମେଣ୍ଟରେ ସୋମବାର ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ଉପସ୍ଥାପିତ ବଜେଟକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କରୋନା ମହାମାରୀ ଆସିବା ପରେ ଏହା...

ଉତ୍ସାହରେ ଭୋଟ ଦେଲେ ଡଙ୍ଗରିଆ

ବିଷମକଟକ,୨୬ା୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ବିଷମକଟକ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କଲ୍ୟାଣସିଂହପୁର ବ୍ଲକର ରାଇଲିମା ଗ୍ରାମ ୧୪ ନମ୍ବର ବୁଥ୍‌ରେ ଶୁକ୍ରବାର ସାନି ମତଦାନ ହୋଇଛି। ଏହି ବୁଥ୍‌ରେ...

ଡ୍ରେନ୍‌ରେ ପଶିଗଲା କାର୍‌

ଗଞ୍ଜାମ,୨୦ା୧୨(ଡି.ଏନ୍‌.ଏ.): ଗଞ୍ଜାମ ସହରର ମୁଖ୍ୟ ଡ୍ରେନ୍‌ରେ ସୋମବାର ଗୋଟିଏ କାର୍‌ ପଶି ଯାଇ ଦୁର୍ଘଟଣା ଗ୍ରସ୍ତ ହୋଇଛି l ଏହି କାର୍‌ରେ ତିନି ମହିଳା ଓ...

କେନ୍ଦୁଝରରେ କୁହୁଡ଼ିଆ ପରିବେଶ

କେନ୍ଦୁଝର, ୫।୯(ସ୍ବ.ପ୍ର.)-କେନ୍ଦୁଝର ସହରରେ ବୁଧବାର ସକାଳେ କୁହୁଡ଼ିଆ ପରିବେଶ ସମସ୍ତଙ୍କୁ ବିମୋହିତ କରିଛି। ଚଳିତ ବର୍ଷ ଶୀତ ଋତୁ ପୂର୍ବରୁ ଏଭଳି ପରିବେଶକୁ ନେଇ ପରିବେଶପ୍ରେମୀ...

Advertisement
Archives

Model This Week