ଫିରିଙ୍ଗିଆ ଗୁଳି କାଣ୍ଡ : ୪ ଗିରଫ

ଫୁଲବାଣୀ ଅଫିସ,୨୩।୮: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ବିଲୁପଦର ଗ୍ରାମରେ ଘଟିଥିବା ଗୁଳିକାଣ୍ଡ ମାମଲାରେ ପୋଲିସ ୪ ଅଭିଯୁକ୍ତଙ୍କୁ ମଙ୍ଗଳବାର ଗିରଫ କରିଛି। ସେମାନଙ୍କଠାରୁ ଏକ ଦେଶୀ ବନ୍ଧୁକ ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ଫିରିଙ୍ଗିଆ ବ୍ଲକ ଶ୍ରୀପଲ୍ଲା ସଞ୍ଜୟ ସାହାଣୀ, ସିଙ୍ଗି ସାହାଣୀ , ବାଦୀଗୁଡାର ଜିତୁ କହଁର ଓ ପେନାଗିରିର ଅକ୍ଷୟ ବେହେରା। ସୂଚନାଯୋଗ୍ୟ, ବଳଦ କିଣାବିକାକୁ କେନ୍ଦ୍ର କରି ସୋମବାର ଗୁଳିକାଣ୍ଡ ଘଟିଥିଲା। ଗୁଳି ମାଡ଼ରେ ପ୍ରଭାସିନୀ ଏବଂ ତାଙ୍କ ନାବାଳକ ପୁତୁରା ସାବଜନ ଗୁରୁତର ହୋଇଥିଲେ। ପ୍ରଭାସିନୀଙ୍କ ଜଙ୍ଘରେ ଗୋଟିଏ ଗୁଳି ବାଜିଥିବା ବେଳେ ସାବାଜନଙ୍କ ପେଟରେ ଗୋଟିଏ ଗୁଳି ବାଜିଥିଲା। ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଭାଇଡରରେ ପିଟି ହୋଇ ଓଲଟିଲା ମିନିବସ, ଜଣେ ଯାତ୍ରୀଙ୍କ ଜୀବନ ଗଲା; ୬ ଗୁରୁତର

ରାଉରକେଲା ଅଫିସ,୨୭ା୧୨: ୧୪୩ ନଂ ଜାତୀୟ ରାଜପଥର ବାଲୁଘାଟ ଏନ୍‌ଏଚ୍‌ ଡାକ ବଙ୍ଗଳା ନିକଟରେ ଏକ ମିନି ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଘଟଣାସ୍ଥଳରେ...

ଦୁଇ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ପାଟଣା, ୧୦ା୩(ସ୍ବ. ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ଗ୍ରାମ ଦେଉଳିଆ ସାହିର ଜଣେ ଓ ନୂଆଖମଣ ଢ଼ିପା ସାହିର ଜଣେ ଯୁବକଙ୍କ ସୋମବାର ବିଳମ୍ବିତ...

ଶୁଦ୍ଧିକ୍ରିୟା ପାଇଁ ନଦୀକୁ ଗାଧୋଇବାକୁ ଯାଇଥିଲେ: ବଜ୍ରପାତରେ ଚାଲିଗଲା ଦାଦା, ପୁତୁରାଙ୍କ ଜୀବନ

ବିରିଡ଼ି,୧୮ା୧୦(ଡି.ଏନ.ଏ.): ଶୁଦ୍ଧିକ୍ରିୟା ପାଇଁ ନଦୀକୁ ଗାଧୋଇବାକୁ ଯାଇଥିବାବେଳେ ବଜ୍ରପାତ ଘଟି ସମ୍ପର୍କୀୟ ଦାଦା, ପୁତୁରାଙ୍କ ମୃତ୍ୟୁ ଘଟିଛି। ଜଗତ୍‌ସିଂହପୁର ଜିଲା ବିରିଡ଼ି ବ୍ଲକ ଅନ୍ତର୍ଗତ ୨୨...

ଫନୀ ବିପନ୍ନ ଗୃହ କର୍ତ୍ତାଙ୍କୁ ୨କୋଟି ଟଙ୍କା ବଣ୍ଟନ

ଧର୍ମଶାଳା,୧୮ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲରେ ଚଳିତ ବର୍ଷ ଫନିବାତ୍ୟାରେ କ୍ଷତିଗ୍ରସ୍ତ ୬୨୭୯ ଜଣ ଗୃହକର୍ତ୍ତାଙ୍କୁ ଗୁରୁବାର ସୁଦ୍ଧା ୨କୋଟି ୭ଲକ୍ଷ ୭ହଜାର ୩ଶହ ଟଙ୍କା...

ଫାର୍ମ ହାଉସରେ ଖବରଦାତାଙ୍କ ସନ୍ଦେହଜନକ ମୃତ୍ୟୁ

ଭଞ୍ଜନଗର,୨୪ା୪(ଡି.ଏନ୍‌.ଏ.): ବେଲଗୁଣ୍ଠାରେ କାର୍ଯ୍ୟରତ ଥିବା ଖବରଦାତା ମଦନ ମୋହନ ପାଢ଼ୀ(୩୮)ଙ୍କ ଶନିବାର ରାତିରେ ମୃତ୍ୟୁ ଘଟିଛି। ପୋଲିସ ରବିବାର ମଦନଙ୍କ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ...

୨୧ ଗିରଫ, ୭ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର

ଦାମନଯୋଡି,୨୫।୪(ଡିଏନ ଏ): ନାଲକୋ ବିସ୍ଥାପିତ କଲୋନୀ ଝଡିଗୁଡ଼ା ସାହିରେ ଗୁରୁବାର ଘଟିଥିବା ଡବଲ ମର୍ଡର ଘଟଣାରେ ୨ଦିନ ଧରି ଅଟକ ଥିବା ୨୮ ଜଣଙ୍କ ମଧ୍ୟରୁ ରବିବାର...

ନିଯୁକ୍ତିମେଳାକୁ ଖଣି, ଶିଳ୍ପସଂସ୍ଥାର ଅଣଦେଖା

ଯାଜପୁର ଅଫିସ,୨୮।୧୨: ଜିଲା ପ୍ରଶାସନ ପକ୍ଷରୁ ଶିଳ୍ପ ସମୃଦ୍ଧ ଯାଜପୁର ଜିଲାରେ ପ୍ରାୟ ୪ ବର୍ଷ ପରେ ସୋମବାର ବରୁହାଁ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର...

ମିଳୁନି ଆବାସ ଯୋଜନାରେ ଘର: ପଲିଥିନ ତଳେ ମୂର୍ତ୍ତି କାରିଗରଙ୍କ ପରିବାର

ନାଉଗଁା,୩୦ା୭(ସ୍ବ.ପ୍ର.): ନାଉଗଁା ବ୍ଲକ ଜାମୁଗଁା ପଞ୍ଚାୟତ ରଘୁନାଥପୁର ଗ୍ରାମର ଚନ୍ଦେଶ୍ୱର ଲେଙ୍କା। ଜଣେ ମୂର୍ତ୍ତି କାରିଗର ଭାବେ ସେ ସ୍ଥାନୀୟ ଅଞ୍ଚଳରେ ଜଣାଶୁଣା। ଦୀର୍ଘ ୩୦ବର୍ଷ...

Advertisement
Archives

Model This Week