ଫିରିଙ୍ଗିଆ ଗୁଳି କାଣ୍ଡ : ୪ ଗିରଫ

ଫୁଲବାଣୀ ଅଫିସ,୨୩।୮: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ବିଲୁପଦର ଗ୍ରାମରେ ଘଟିଥିବା ଗୁଳିକାଣ୍ଡ ମାମଲାରେ ପୋଲିସ ୪ ଅଭିଯୁକ୍ତଙ୍କୁ ମଙ୍ଗଳବାର ଗିରଫ କରିଛି। ସେମାନଙ୍କଠାରୁ ଏକ ଦେଶୀ ବନ୍ଧୁକ ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ଫିରିଙ୍ଗିଆ ବ୍ଲକ ଶ୍ରୀପଲ୍ଲା ସଞ୍ଜୟ ସାହାଣୀ, ସିଙ୍ଗି ସାହାଣୀ , ବାଦୀଗୁଡାର ଜିତୁ କହଁର ଓ ପେନାଗିରିର ଅକ୍ଷୟ ବେହେରା। ସୂଚନାଯୋଗ୍ୟ, ବଳଦ କିଣାବିକାକୁ କେନ୍ଦ୍ର କରି ସୋମବାର ଗୁଳିକାଣ୍ଡ ଘଟିଥିଲା। ଗୁଳି ମାଡ଼ରେ ପ୍ରଭାସିନୀ ଏବଂ ତାଙ୍କ ନାବାଳକ ପୁତୁରା ସାବଜନ ଗୁରୁତର ହୋଇଥିଲେ। ପ୍ରଭାସିନୀଙ୍କ ଜଙ୍ଘରେ ଗୋଟିଏ ଗୁଳି ବାଜିଥିବା ବେଳେ ସାବାଜନଙ୍କ ପେଟରେ ଗୋଟିଏ ଗୁଳି ବାଜିଥିଲା। ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ପୁଣି ପଡ଼ୁଛି ପିଲେଟ: ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର; ପ୍ରତିଦିନ ଟ୍ରକ, ଡମ୍ପରରେ ହେଉଛି ପରିବହନ

ଯୋଡ଼ା, ୯।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହର ଦେଇ ଯାଇଥିବା ରାଜ୍ୟ ରାଜପଥ ନଂ ୨ ମୁଖ୍ୟ ରାସ୍ତାରେ ଟ୍ରକ, ଡମ୍ପର ଦ୍ୱାରା ପରିବହନ ହେଉଥିବା ଲୁହାପଥର...

ଚେକଡ୍ୟାମ ଗହିରାରୁ ମିଳିଲା ଶ୍ରମିକଙ୍କ ମୃତଦେହ

ବନ୍ତଳା,୨୮।୧୦(ଡି.ଏନ୍‌.ଏ.): ଅନୁଗୋଳ ଥାନା ଅଧୀନ ନୂଆମୌଜା ପଞ୍ଚାୟତ ସରଧାପୁର ଗ୍ରାମରେ ଥିବା ଭାଲୁଖାଇ ନାଳ ଚେକଡ୍ୟାମ ଗହିରାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ...

ସମୁଦ୍ରରେ ଗାଧେଇବା ବେଳେ ଭାସିଗଲେ ନାବାଳକ

ପୁରୀ ଅଫିସ,୧୧।୭: ପୁରୀ ସମୁଦ୍ରରେ ଗାଧେଇବା ବେଳେ ସୋମବାର ଜଣେ ନାବାଳକ ଭାସିଯାଇଛନ୍ତି। ନିଖୋଜ ନାବାଳକ ଜଣଙ୍କ ହେଲେ ଯାଜପୁର ଜିଲା ମାଳସାହି ଅଞ୍ଚଳର ଆୟୁଷ...

ଫସଲ ବୀମାରୁ ବଞ୍ଚିତ ଅଣଋଣୀ ଚାଷୀ

କେନ୍ଦ୍ରାପଡ଼ା,୧୦ା୭ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାର କୃଷି ଉତ୍ପାଦ ପାଇଁ ଜଳ ପରିଚାଳନା ଏକ ବଡ଼ ସମସ୍ୟା। ବର୍ଷା ଓ ବନ୍ୟା ସମୟରେ କ୍ଷେତରୁ ଜଳ...

ଧାର୍ଯ୍ୟ ସମୟରେ କୋର୍ସ ସରିବା ନେଇ ଆଶଙ୍କା

ଖୋର୍ଦ୍ଧା ଅଫିସ,୮।୨: କୋଭିଡ୍‌ ଗାଇଡ୍‌ଲାଇନ୍‌ ପାଳନ ସହ ସୋମବାରଠାରୁ ଶ୍ରେଣୀଗୃହରେ ନବମ ଓ ଏକାଦଶ ଶ୍ରେଣୀର ପାଠପଢା ଆରମ୍ଭ ହେବ। କରୋନା ମହାମାରୀ ପାଇଁ ମାର୍ଚ୍ଚ...

ବାଇକ୍‌କୁ ଧକ୍କା ଦେଲା ବସ୍‌

କୁଚିଣ୍ଡା,୧୯ା୬(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇ ଯାଉଥିବା ଏକ ଘରୋଇ ବସ୍‌ ଧକ୍କାରେ ଜଣେ ମହିଳା ଗୁରୁତର ହୋଇ କୁଚିଣ୍ଡା ମେଡିକାଲରେ ଚିକିତ୍ସିତ ହେଇଛନ୍ତି।...

ସରୁନି ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ: ଯାତାୟାତରେ ଅସୁବିଧା

ନାଉଗାଁ,୩୦ା୬ (ସୁଧା ବେହୁରା): ଗ୍ରାମାଞ୍ଚଳରେ ଜନ ସାଧାରଣଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ ସରକାରଙ୍କ ତରଫରୁ ବସୁଧା ଯୋଜନା କାର୍ଯ୍ୟକାରୀ କରାଯାଇଛି। ଏହି ଯୋଜନା...

ପ୍ରାଣୀ ଚିକିତ୍ସାକୁ ଉପେକ୍ଷା

ବଅଁରପାଳ,୨୪।୧୨(ଡି.ଏନ.ଏ.): ଗ୍ରାମାଞ୍ଚଳ ଅର୍ଥନୀତିକୁ ମଜଭୁତ କରେ ପ୍ରାଣୀ ସମ୍ପଦ। ଗୋପାଳନ ସହ ଛେଳି, ମେଣ୍ଢା, କୁକୁଡ଼ା ଆଦିରୁ ଅତିରିକ୍ତ ଆୟ କରନ୍ତି ଲୋକେ। ସେଥିପାଇଁ ସରକାର ଏସବୁ...

Advertisement
Archives

Model This Week