ପ୍ରଥମେ ପ୍ରେମ ବିବାହ, ପରେ ସ୍ତ୍ରୀଙ୍କ ନଗ୍ନ ଫଟୋ ଭାଇରାଲ କରି ସ୍ବାମୀ…

ଭୁବନେଶ୍ୱର,୨୩ା୨: ପ୍ରେମ ବିବାହ କରିଥିଲେ ଦୁଇ ପ୍ରେମୀଯୁଗଳ। ପରେ ଯୌତୁକକୁ ନେଇ ଦୁଇ ପରିବାର ଭିତରେ ଦେଖାଦେଇଥିଲା ବିବାଦ। ଯାହାକୁ ନେଇ ସ୍ତ୍ରୀଙ୍କୁ ସ୍ବାମୀ ଜଣକ ଘରୁ ବାହାର ବି କରିଦେଇଥିଲେ। ଏହା ପରେ କିଛି ନଗ୍ନ ଫଟୋକୁ ଏଡିଟ୍‌ କରି ସ୍ବାମୀ ସୋସିଆଲ ମିଡିଆରେ ଭାଇରାଲ କରୁଥିବା ଭରତପୁର ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତ ସ୍ବାମୀଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଭାରତୀୟ ଖେଳାଳିଙ୍କ ବଡ଼ ଭବିଷ୍ୟବାଣୀ: ଜିମ୍ବାୱେ ବିପକ୍ଷରେ ଟିମ ଇଣ୍ଡିଆ କରିବ ଏତେ ରନ୍‌

ନୂଆଦିଲ୍ଲୀ,୨୩।୨: ୨୦୨୬ ଟି୨୦ ବିଶ୍ୱକପରେ, ଭାରତୀୟ ଦଳ ଜିମ୍ବାୱେ ବିପକ୍ଷରେ ପରବର୍ତ୍ତୀ ସୁପର ୮ ମ୍ୟାଚ ଖେଳିବ। ଏହି ମ୍ୟାଚ ଗୁରୁବାର, ଫେବୃଆରୀ ୨୬ ତାରିଖରେ ଚେନ୍ନାଇର…

ଦୋଳ ଯାତ୍ରା ପ୍ରସ୍ତୁତି ଆରମ୍ଭ କଲା ପୋଲିସ: ୩ ଦିନ ବନ୍ଦ ରହିବ ମଦ ଦୋକାନ, ଜାଣନ୍ତୁ କ’ଣ ହେଲା ନିଷ୍ପତ୍ତି

ଗଞ୍ଜାମ,୨୩।୨(ବିଦ୍ୟାଧର ସାହୁ ): ଆସନ୍ତା ମାର୍ଚ୍ଚ ୧ରୁ ଗଞ୍ଜାମ ସହରରେ ଐତିହାସିକ ଦୋଳ ଯାତ୍ରା ଆରମ୍ଭ ହେବ । ତିନି ଦିନ ଧରି ଅନୁଷ୍ଠିତ ଉକ୍ତ ଯାତ୍ରାରେ…

ପାଣି ପାଉଚ ଉତ୍ପାଦନ କେନ୍ଦ୍ରରେ ବଡ଼ ଧରଣର ଚଢ଼ାଉ

ଖଡ଼ିଆଳ,୨୩ା୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲାକୁ ସମ୍ପୂର୍ଣ୍ଣ ଏକକ ବ୍ୟବହାର ପ୍ଲାଷ୍ଟିକ ମୁକ୍ତ ଜିଲା ପାଇଁ ପ୍ରଶାସନ ସଙ୍କଳ୍ପ ନେଇ ବିଭିନ୍ନ କାର୍ଯ୍ୟକ୍ରମ ଜାରି ରଖିଛି। ଏପରିସ୍ଥଳେ…

ଝିଅ-ପୁଅ ଭିତରେ ଭେଦଭାବ କରୁଥିଲେ ବାପା, ଛୁରୀ ଭୁସି ହତ୍ୟା କରିଦେଲେ…

ଲକ୍ଷ୍ନୌ,୨୩ା୨: ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ବାପାଙ୍କୁ ତାଙ୍କ ଦୁଇ ଝିଅ ଛୁରୀରେ ଭୁସି ହତ୍ୟା କରିଥିବା…

କିନ୍ନର ହତ୍ୟା ଘଟଣା: ଧରାପଡ଼ିଲେ ମୁଖ୍ୟ ଅଭିଯୁକ୍ତ, ଗହୀର ମଝିରେ ଏକୁଟିଆ ରହୁଥିବାବେଳେ…

ପିପିଲି,୨୩ା୨: ପିପିଲି ସିଫା ନିକଟରେ କିନ୍ନରଙ୍କୁ ହତ୍ୟା ଘଟଣାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତ ଛବିନ କାଣ୍ଡିଙ୍କୁ ଗିରଫ କରିଛି ପୋଲିସ। ତେବେ ହତ୍ୟାକାଣ୍ଡର ୨୦ ଦିନ ପରେ…

ଅନ୍ୟଜଣଙ୍କ ଆଡମିଟ୍‌ କାର୍ଡ ନେଇ ଆସିଥିଲେ ପରୀକ୍ଷା ଦେବାକୁ: ନାଁ ଲେଖିବାକୁ କହିବାରୁ…

ବାହାନଗା,୨୩। ୨(ଅରୂପ କୁମାର ଦାସ ):ମାଟ୍ରିକ ପରୀକ୍ଷାର ୪ର୍ଥ ଦିନ। ଏହି ଅବସରରେ ବିଭିନ୍ନ ବିଦ୍ୟାଳୟର ଦଶମ ଛାତ୍ରୀଛାତ୍ରମାନେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି। ସେହିପରି…

ଟିମ ଇଣ୍ଡିଆର ପ୍ଲେ- ୧୧ ହେବ ପରିବର୍ତ୍ତନ! ଏହି ୧୧ ଜଣ ଖେଳାଳିଙ୍କୁ ଜିମ୍ବାୱେ ବିପକ୍ଷରେ ସୁଯୋଗ ମିଳିବା ନିଶ୍ଚିତ

ନୂଆଦିଲ୍ଲୀ,୨୩।୨: ଟି-୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟର ପ୍ରଥମ ମ୍ୟାଚରେ ଟିମ ଇଣ୍ଡିଆ ପରାଜୟ ବରଣ କରିଛି। ରବିବାର ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା…

ଦୀପକଙ୍କୁ ଭେଟିବା ପରେ ରାହୁଲ କହିଲେ ଭୟ କରିବାର ଆବଶ୍ୟକତା ନାହିଁ, ଜାଣନ୍ତୁ କାହିଁକି…

ଡେରାଡୁନ୍‌,୨୩ା୨: ଉତ୍ତରାଖଣ୍ଡର କୋଟଦ୍ୱାରରେ ଜଣେ ମୁସଲମାନ ଦୋକାନୀଙ୍କ ପାଇଁ ଠିଆ ହୋଇ ପ୍ରସିଦ୍ଧି ଲାଭ କରିଥିବା ଜିମ୍‌ ମାଲିକ ଦୀପକ କୁମାର ଦିଲ୍ଲୀରେ କଂଗ୍ରେସ ଏମ୍‌ପି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri