ରାଉରକେଲା ଅରୁନ୍ଧତୀ ଜୁଏଲର୍ସର ପ୍ରଥମ ବାର୍ଷିକୀ

ଭୁବନେଶ୍ୱର,୪।୫: ଅରୁନ୍ଧତୀ ଜୁଏଲର୍ସର ରାଉରକେଲାସ୍ଥିତ ଏକ୍ସକ୍ଲୁସିଭ ଶୋ’ରୁମ୍‌ର ପ୍ରଥମ ବାର୍ଷିକ ଉତ୍ସବ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଅରୁନ୍ଧତୀ ଜୁଏଲସର୍ର୍ର ପରିଚାଳନା ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ମେହେର କହିଛନ୍ତି, ଅରୁନ୍ଧତୀର ଏହି ସଫଳ ଯାତ୍ରାରେ ସାଥ୍‌ ଦେଇଥିବା ସମସ୍ତ ଗ୍ରାହକ ବନ୍ଧୁ ଓ ଶୁଭେଚ୍ଛୁମାନଙ୍କ ସ୍ନେହ, ଶ୍ରଦ୍ଧା, ଭଲପାଇବା ଏବଂ ଅରୁନ୍ଧତୀ ଜୁଏଲର୍ସ ଉପରେ ଥିବା ଅତୁଟ ବିଶ୍ୱାସ ଆଜି ଅରୁନ୍ଧତୀକୁ ରାଜ୍ୟର ସର୍ବବୃହତ୍‌ ଓ ସର୍ବଶ୍ରେଷ୍ଠ ଜୁଏଲେରି ବ୍ରାଣ୍ଡ୍‌ ଭାବେ ପ୍ରତିଷ୍ଠିତ କରାଇପାରିଛି। ଅପରପକ୍ଷରେ ପ୍ରତିଷ୍ଠାନର ପ୍ରଥମ ବାର୍ଷିକ ଉସତ୍ବକୁ ସ୍ମରଣୀୟ କରିବା ପାଇଁ ଅନୁଷ୍ଠାନର ସର୍ବୋତ୍ତମ ଡିଜାଇନ୍‌ର ସମ୍ପୂର୍ଣ୍ଣ ଏଚ୍‌ୟୁଆଇଡି ହଲ୍‌ମାର୍କ ଶୁଦ୍ଧତାଯୁକ୍ତ ସୁନାଗହଣା, ହୀରାଗହଣା ଓ ରୁପାଗହଣା ସ୍ବତନ୍ତ୍ର ଭାବେ ପ୍ରସ୍ତୁତ କରାଯାଇଛି। ଏପରିକି ସୁନାଗହଣାର ଗଢ଼ା ମଜୁରି ଉପରେ ଫ୍ଲାଟ୍‌ ୨୦% ରିହାତି (୨% ଅତିରିକ୍ତ ରିହାତି କର୍ପୋରେଟ୍‌ ଓ ସରକାରୀ କର୍ମଚାରୀଙ୍କ ପାଇଁ) ରହିଛି। ସେହିଭଳି ପୁରୁଣା ଗହଣା ଉପରେ ୫୦୦ ଟଙ୍କାର ଅତିରିକ୍ତ ଏକ୍ସଚେଞ୍ଜ ବୋନସ ତଥା ପ୍ରତ୍ୟେକ କ୍ରୟ ଉପରେ ମାଗଣା ଆକର୍ଷଣୀୟ ଉପହାର ମଧ୍ୟ ଦିଆଯାଉଛି। ବିଶେଷ କରି ଅନୁଷ୍ଠାନର ୫ଷ୍ଟାର୍‌ ପ୍ରମିଜସ’ ଜରିଆରେ ମାଗଣା ଅଳଙ୍କାର ବୀମା ଓ ଆଜୀବନ ଗହଣାର ମରାମତିର ସୁବିଧା ଗ୍ରାହକମାନଙ୍କ ପାଇଁ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ବିପୁଳ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri