ବୋରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ

କେସିଙ୍ଗା,୨୩। ୩(ତୁମେଶର ସାହୁ): କେସିଙ୍ଗା ବ୍ଲକ୍‌ର ବୋରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣୀ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ ଦେବକୀ ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ସ୍ଥାନୀୟ ସରପଞ୍ଚ ରୀମା ନାୟକ ଯୋଗଦେଇଥିବା ବେଳେ ମୁଖ୍ୟବକ୍ତାଭାବେ ରାମେଶ୍ୱର ସାହୁ, ସମ୍ମାନିତ ଅତିଥିଭାବେ ଅବସରପ୍ରାପ୍ତ ଶିକ୍ଷକ ହୃଷୀକେଶ ସାହୁ, ଦେବାଧି ନାୟକ, ବ୍ୟୋମକେଶ ବଗର୍ତ୍ତି, ଖବରଦାତା ବଳରାମ ନାଏକ, ସ୍କୁଲ କମିଟି ସଭାପତି ଦ୍ରୁମକାନ୍ତି ସ୍ବାଇଁ, ସିଆର୍‌ସିସି ଧୀରେନ୍ଦ୍ର ପଧାନ, ଲାବନ୍ୟ ସ୍ବାଇଁ,ପ୍ରଦୀପ ପଧାନ ଯୋଗଦେଇଥିଲେ। ଶିକ୍ଷକ ଯୋଗେଶ୍ୱର ବାଗ, ରୋହିତ ସାହୁ,ସ୍କୁଲ କମିଟି ସଭ୍ୟା ତରୁଲତା ଜାନୀ, ବୁଧବାରୀ ମାଝି, ଶିକ୍ଷୟିତ୍ରୀ ସୁପ୍ରଭା ଜାଲ, ଶୁଚିସ୍ମିତା ସୁବୁଦ୍ଧି, ସୁନିତା ପଧାନ ଏବଂ ବାହାରୁ ଆସିଥିବା ଶିକ୍ଷକମାନେ ଉପସ୍ଥିତ ଥିଲେ। ପରେ ଛାତ୍ରୀଛାତ୍ରମାନଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ପୁରସ୍କାର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆତଙ୍କବାଦୀଙ୍କୁ ‘ସ୍ୱାଧୀନତା ସଂଗ୍ରାମୀ’ କହିଲେ ପାକିସ୍ତାନ ଉପ-ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୫।୪: ପହଲଗାମରେ ନିରୀହ ପର୍ଯ୍ୟଟକଙ୍କୁ ହତ୍ୟା କରିଥିବା ଆତଙ୍କବାଦୀଙ୍କୁ ପାକିସ୍ତାନର ଉପ-ପ୍ରଧାନମନ୍ତ୍ରୀ ଇଶାକ ଦାର ‘ସ୍ୱାଧୀନତା ସଂଗ୍ରାମୀ’ ବୋଲି ସମ୍ବୋଧନ କରି ଏକ ବିବାଦୀୟ ମନ୍ତବ୍ୟ...

୨୦୨୬ ସୁଦ୍ଧା ଓଡ଼ିଶାର ପ୍ରତ୍ୟେକ ଗାଁକୁ ପିଇବା ପାଣି ପହଞ୍ଚାଇବା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର, ୨୫।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର କହିଛନ୍ତି ଯେ ତାଙ୍କ ସରକାର ୨୦୨୬ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଗାଁକୁ ପିଇବା ପାଣି ଯୋଗାଇ...

ଗାଁ ଝାଙ୍କର, ପୂଜାରୀଙ୍କୁ ଆଦିବାସୀ ସଂଘର ସମ୍ବର୍ଦ୍ଧନା

କର୍ଲାମୁଣ୍ଡା,୨୫ା୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଗାଁରେ ଆଦିବାସୀ ସଂଘ ପକ୍ଷରୁ ଜନସମ୍ପର୍କ ଯାତ୍ରା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଂଘ ସଭାପତି...

ପାକିସ୍ତାନ ସହ ଖେଳିବ ନାହିଁ କି ଭାରତ: ପହଲଗାମ ଆକ୍ରମଣ ପରେ ICCକୁ ଚିଠି ଲେଖିଲା BCCI

ନୂଆଦିଲ୍ଲୀ,୨୫।୪: ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ, ଭାରତୀୟ କ୍ରିକେଟ ଦଳ ଆଉ ପାକିସ୍ତାନ ସହିତ କୌଣସି ଦ୍ୱିପାକ୍ଷିକ ସିରିଜ ଖେଳିବ ନାହିଁ। ଉଭୟ ଦଳ...

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ମାରପିଟ: ପଞ୍ଚାୟତିରାଜ ଦିବସ ପାଳନ ବେଳେ ଗଣ୍ଡଗୋଳ

ବାସୁଦେବପୁର,୨୫।୪(ନାରାୟଣ ପ୍ରସାଦ ବାରିକ୍‌):ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ପୂର୍ବାହ୍ନରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ସହ ରାଶନ କାର୍ଡ ବଣ୍ଟନ କରାଯାଇଛି।...

ଗରମ, ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୨୫ା୪(ଉତ୍ତମ କୁମାର ଦାଶ):ବଣପାହାଡ ଘେରା କଳାହାଣ୍ଡି ଜିଲାରେ ପାରଦ ଏବେ ଉପରମୁହାଁ। ଝାଞ୍ଜି ପବନ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ସହରର ତାପମାତ୍ରା ଏବେ ୪୫...

ପହଲଗାମ ଆତଙ୍କବାଦୀ ଆକ୍ରମଣ ରିପୋର୍ଟକୁ ନେଇ ନ୍ୟୁୟର୍କ ଟାଇମ୍ସକୁ ପାଠ ପଢାଇଲେ ଆମେରିକା ସରକାର

ନୂଆଦିଲ୍ଲୀ/ୱାଶିଂଟନ,୨୫।୪: ଜମ୍ମୁ ଓ କାଶ୍ମୀରର ପହଲଗାମର ବୈସରନ ଉପତ୍ୟକାରେ ୨୨ ଏପ୍ରିଲ ୨୦୨୫ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ, ଯେଉଁଥିରେ ୨୬ ଜଣ ପର୍ଯ୍ୟଟକ ଓ ସ୍ଥାନୀୟ...

ଆତଙ୍କବାଦୀ ଆକ୍ରମଣର ପ୍ରତିବାଦ: ସବୁଠି ବିରୋଧର ନିଆଁ

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ଜମ୍ମୁ କଶ୍ମୀର ପହଲଗାମରେ ସଂଘଟିତ ଆତଙ୍କବାଦୀ ହମଲା ସାରା ଦେଶବାସୀଙ୍କୁ ସ୍ତବ୍ଧ କରି ପକାଇଛି। ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ମୃତକଙ୍କ ଉଦ୍ଦେଶ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri