Posted inଜାତୀୟ

ଅଗ୍ନିବୀର ବାୟୁର ପ୍ରଥମ ବ୍ୟାଚ ଟ୍ରେନିଂ ଆରମ୍ଭ

ବେଙ୍ଗାଲୁରୁ,୩୧ ।୧୨: ଭାରତୀୟ ବାୟୁସେନାରେ ଶୁକ୍ରବାର ଅଗ୍ନିପଥ ଯୋଜନାରେ ଅଗ୍ନିବୀର ବାୟୁଙ୍କ ପ୍ରଥମ ବ୍ୟାଚ ବଡ ଯୋଶ ଓ ଉତ୍ସାହର ସହ ସେମାନଙ୍କ ପ୍ରଶିକ୍ଷଣ ଆରମ୍ଭ କରିଛନ୍ତି । ଭାରତୀୟ ବାୟୁସେନା ପକ୍ଷରୁ ଅଫିସିଆଲ ଟୁଇଟର ହ୍ୟାଣ୍ଡେଲ ଜରିଆରେ ଏହି ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ, ଚଳିତ ବର୍ଷ ଜୁନ ୨୪ରେ ଭାରତୀୟ ବାୟୁସେନା ପକ୍ଷରୁ ପ୍ରଥମଥର ଅଗ୍ନିବୀର ଭର୍ତ୍ତି ପାଇଁ ଅନଲାଇନ ରେଜିଷ୍ଟ୍ରେଶନ ଆରମ୍ଭ କରାଯାଇଥିଲା ।
ଭାରତୀୟ ବାୟୁସେନା ପକ୍ଷରୁ ଶୁକ୍ରବାର ଏକ ଭିଡିଓ ଟୁଇଟ କରାଯାଇଛି, ଏହି ଭିଡିଓରେ ପ୍ରଶିକ୍ଷଣ ପାଇଁ ପ୍ରସ୍ତୁତ ହେଉଥିବା ଯବାନଙ୍କର ଉତ୍ସାହ ଦେଖିବାକୁ ମିଳିଛି । ଏହାସହ ସେମାନେ ନିଜ ନିଜ ବିଷୟରେ କିଛି କହୁଛନ୍ତି । ଏହାସହ ବାୟୁସେନାରେ ଯୋଗଦେଇ ତାଙ୍କର ପ୍ରତିକ୍ରିୟା ରଖୁଛନ୍ତି । କେହି କେହି କହୁଛନ୍ତି ଅଗ୍ନିବୀର ବାୟୁ ହୋଇ ମୋତେ ଦେଶର ସେବା କରିବାର ଅବସର ମିଳିଥିବାରୁ ମୁଁ ନିଜକୁ ଗୌରବାନ୍ୱିତ ମନେ କରୁଛି । ଆଉ କେହି କହୁଛନ୍ତି ଅଗ୍ନିବୀର ବାୟୁ ହେବାର ସ୍ୱପ୍ନ ପୂରଣ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ...

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri