ଭାରତରେ ପ୍ରଥମ ଘଟଣା, ମହିଳା ଡାକ୍ତର ଆଲ୍ଫା-ଡେଲ୍ଟା ଭାରିଆଣ୍ଟରେ ଆକ୍ରାନ୍ତ…

ଗୁଆହାଟି,୨୦।୭: ଆସାମର ଜଣେ ମହିଳା ଡାକ୍ତରଙ୍କଠାରେ କରୋନା ମହାମାରୀ ଭୂତାଣୁର ଆଲ୍ଫା ଏବଂ ଡେଲ୍ଟା ଭାରିଆଣ୍ଟ ଚିହ୍ନଟ ହୋଇଛି। ଜଣଙ୍କଠାରେ ୨ଟି ଭାରିଆଣ୍ଟ ରହିଥିବା ଭାରତରେ ପ୍ରଥମ ଘଟଣା। ପୂର୍ବ ଆସାମର ଦିବ୍ରୁଗଡ଼ ଜିଲାରେ ବାସ କରୁଥିବା ମହିଳା ଡାକ୍ତରଙ୍କ କ୍ଷେତ୍ରରେ ଏଭଳି ଘଟିଛି। ତାଙ୍କର ସ୍ବାମୀଙ୍କଠାରେ ଆଲ୍ଫା ଭାରିଆଣ୍ଟ ଚିହ୍ନଟ ହୋଇଥିଲା। ଡାକ୍ତର ଜଣକ ଭାକ୍ସିନ୍‌ର ଉଭୟ ଡୋଜ୍‌ ନେଇ ସାରିଥିବା ସ୍ଥାନୀୟ ଆଇସିଏମ୍‌ଆର୍‌ ଅଧିକାରୀ ସୂଚନା ଦେଇଛନ୍ତିି। ଭାକ୍ସିନ୍‌ର ଦ୍ୱିତୀୟ ଡୋଜ୍‌ ନେବାର ମାସେ ପରେ ତାଙ୍କ ରିପୋର୍ଟ କରୋନା ପିଜିଟିଭ୍‌ ଆସିଛି। ଏଭଳି ଘଟଣା ଭାରତରେ ପ୍ରଥମ ବୋଲି ଆଇସିଏମ୍‌ଆର୍‌-ଆର୍‌ଏମ୍‌ଆର୍‌ସି ଅଧିକାରୀ ବିଶ୍ୱଜ୍ୟୋତି ବରକାକୋଟି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ଖେଳିବା ପୂର୍ବରୁ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଆଗକୁ…

ନୂଆଦିଲ୍ଲୀ,୮।୬: ମାତ୍ର ୧୫ ବର୍ଷ ବୟସରେ ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟର ପାଲଟିଛନ୍ତି ବୈଭବ ସୂର୍ଯ୍ୟବଂଶୀ। IPLରେ ଚହଳ ସୃଷ୍ଟି କରିବା ଠାରୁ ଆରମ୍ଭ କରି ଟିମ…

ରାଘବ ଚଢ଼ାଙ୍କୁ ମିଳିବ ଏହି ଦାୟିତ୍ୱ! ମୋଦି କ୍ୟାବିନେଟ୍‌ରେ ବଡ଼ ପଦବୀ ମିଳିବା ନେଇ ରାଜନୀତିରେ ହଇଚଇ, ହେବେ କି…

ନୂଆଦିଲ୍ଲୀ, ୮।୬: ଭାଜପା ପକ୍ଷରୁ କେନ୍ଦ୍ରମନ୍ତ୍ରୀ ରଭନୀତ ସିଂହ ବିଟ୍ଟୁ ଏବଂ ଜର୍ଜ କୁରିଏନ୍‌ଙ୍କୁ ରାଜ୍ୟ ସଭା ଟିକେଟ ନ ମିଳିବା ପରେ ସେମାନଙ୍କୁ ମୋଦି କ୍ୟାବିନେଟରୁ…

ଗୋଇସରରେ ଜଳକଷ୍ଟ:ପାଣି ପାଇଁ ଧାରଣା ଦେଲେ ମହିଳା

ବରଗଡ଼,୮।୬(ପ୍ରେମାନନ୍ଦ ଖମାରୀ): ତାତି ଥମିବାର ନାଁ ନେଉ ନାହିଁ। ଘରେ ହେଉ ଅବା ବାହାରେ ଯେଉଁଠି ରହିଲେ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଭଳି ସ୍ଥଳେ…

ହାତୀ ଛୁଆର ମିଳିଲା କଙ୍କାଳ: ତାରସିଂ ରେଞ୍ଜରେ ୩ ମାସରେ ୩ ହାତୀ ମୃତ୍ୟୁ

ଭଞ୍ଜନଗର,୮।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜ ଗାୟଗଣ୍ଡା ନିକଟସ୍ଥ ପାଇଛାଲିଆ ଘଞ୍ଚ ଜଙ୍ଗଲ ଭିତରୁ ସୋମବାର ଏକ ହାତୀ ଛୁଆର କଙ୍କାଳ…

ବଚସା ହେଲା କାଳ….ମଦ ନିଶାରେ ବାପାଙ୍କୁ ଶାବଳରେ ଭୁଷି ହତ୍ୟା କଲେ ପୁଅ

ପାଟଣା,୮ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦିଗ ପଶି ଗ୍ରାମରେ ଛାତିଥରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ରବିବାର ବିଳମ୍ୱିତ ରାତିରେ ପୁଅ ଉଦ୍ଧବ…

ଶ୍ରୀମନ୍ଦିରରେ ଚାଲିଥିଲା ମଙ୍ଗଳ ଆଳତି, ଭକ୍ତଙ୍କ ସୁନା ଚେନ୍‌ ଲୁଟିନେଲେ ଚୋର: ଆଉ ତା’ପରେ ଘଟିଲା…

ପୁରୀ,୮।୬(ଅଜିତ ମହାନ୍ତି): ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଜଣେ ବ୍ୟକ୍ତି ଜଣେ ଭକ୍ତଙ୍କଠାରୁ ସୁନା ଚେନ ଚୋରି କରି ନେଇଥିଲେ। ମଙ୍ଗଳ ଆଳତି ବେଳେ ଏହି ଘଟଣା ଘଟିଥିବା…

ଇତିହାସ ରଚିଲା ଟିମ୍‌ ଇଣ୍ଡିଆ: ଟେଷ୍ଟ କ୍ରିକେଟ ଇତିହାସରେ…

ଚଣ୍ଡିଗଡ଼,୮।୬: ଏକମାତ୍ର ଟେଷ୍ଟରେ ଟିମ ଇଣ୍ଡିଆ ଆଫଗାନିସ୍ତାନକୁ ଏକ ଇନିଂସ ଏବଂ ୩୦୦ ରନରେ ପରାସ୍ତ କରିଛି। ଏହା ଟେଷ୍ଟ କ୍ରିକେଟ ଇତିହାସରେ ଟିମ ଇଣ୍ଡିଆର ସବୁଠାରୁ…

୧୦୯ ବର୍ଷ ପରେ ଏହି କାମ କରିବାକୁ ଯାଉଛି ଆମେରିକା: ବିଶ୍ୱରେ ପଡ଼ିଲା ଚହଳ

ଓ୍ବାଶିଂଟନ୍‌,୮।୬:ବିଶ୍ୱର ସର୍ବଶ୍ରେଷ୍ଠ ଶକ୍ତି ଭାବରେ ବିବେଚିତ ଯୁକ୍ତରାଷ୍ଟ୍ର ପୁଣି ଥରେ ଅନ୍ୟ ଏକ ରାଷ୍ଟ୍ରରୁ ଅଞ୍ଚଳ କିଣିବା ବିଷୟରେ ଚିନ୍ତା କରୁଛି। ରିପୋର୍ଟ ଅନୁଯାୟୀ, ରାଷ୍ଟ୍ରପତି ଡୋନାଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri