ଇସ୍ରାଏଲରେ ଚିହ୍ନଟ ହେଲା ‘ଫ୍ଲୋରୋନା’ର ପ୍ରଥମ ସଂକ୍ରମିତ

ଜେରୁଜେଲମ,୧ ।୧: ସାରା ବିଶ୍ୱରେ କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ତାଣ୍ଡବ ରଚୁଛି । ଏପଟେ ଇସ୍ରାଏଲରେ ପ୍ରଥମ ‘ଫ୍ଲୋରୋନା’ ସଂକ୍ରମିତ ଚିହ୍ନଟ ହେବା ପରେ ଏବେ ବିଶ୍ୱବାସୀଙ୍କ ଚିନ୍ତା ଦୁଇଗୁଣା ହୋଇଯାଇଛି । ଫ୍ଲୋରୋନା ହେଉଛି କୋଭିଡ ୧୯ ଓ ଇନଫ୍ଲୁଏଞ୍ଜାର ଡବଲ ଇନଫେକ୍ସନ । ଇସ୍ରାଏଲରେ ପ୍ରଥମ ସଂକ୍ରମିତ ମିଳିଥିବା ଖବର ଅରବ ନ୍ୟୁଜ ପକ୍ଷରୁ ଦିଆଯାଇଛି । ଇତି ମଧ୍ୟରେ ଶୁକ୍ରବାର କରୋନା ଭାଇରସ ବିରୋଧରେ ଇସ୍ରାଏଲରେ ଚତୁର୍ଥ ବୁଷ୍ଟର ଡୋଜ ଦେବାକୁ ଅନୁମତି ମିଳିଯାଇଛି । ଇସ୍ରାଏଲ ଗଣମାଧ୍ୟମର ସୂଚନା ଅନୁଯାୟୀ, ସେଠାରେ କରୋନା ଭାଇରସ ଭ୍ୟାକ୍ସିନର ତୃତୀୟ ଡୋଜ ୪ମାସ ପୂର୍ବରୁ ଦିଆଯାଇଥିଲା । ଏବେ ସେଠାରେ କରୋନା ଭାଇରସର ଓମିକ୍ରନ୍ ସଂକ୍ରମଣ ବଢିବାରେ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?