Posted inଜାତୀୟ

ପୁଣେରେ ଚିହ୍ନଟ ହେଲା ଜାପାନୀ ଜ୍ୱରର ପ୍ରଥମ ମାମଲା, ଯାଞ୍ଚ ପାଇଁ ପଠାଗଲା ମଶାଙ୍କ ସାମ୍ପଲ

ପୁଣେ,୨ ।୧୨: ମହାରାଷ୍ଟ୍ରର ପୁଣେରେ ଜାପାନୀ ଜ୍ୱରର ପ୍ରଥମ ଘଟଣା ସାମ୍ନାକୁ ଆସିବା ପରେ ପ୍ରାଣୀ ଓ ମଶାଙ୍କ ସାମ୍ପଲ ଟେଷ୍ଟ ପାଇଁ ପଠାଯାଇଛି । ପୁଣେ ନଗର ନିଗମ(ପିଏମସି)ର ସ୍ୱାସ୍ଥ୍ର‌୍ୟ ବିଭାଗ ଅଧିକାରୀ, ଗୁରୁବାର କହିଛନ୍ତି କି ଜାପାନୀ ଜ୍ୱରର ପରୀକ୍ଷା ପାଇଁ ମଶା, କୁକୁର ଓ ଘୁଷୁରୀଙ୍କ ସାମ୍ପଲ ନ୍ୟାଶନାଲ ଇନଷ୍ଟଚ୍ୟୁଟ ଅଫ ଭାୟରୋଲୋଜି(ଏନଆଇଭି)କୁ ପଠାଯାଇଛି ।
ସୂଚନାଯୋଗ୍ୟ, ବଡଗାଓଁଶେରୀରେ ୪ ବର୍ଷର ଶିଶୁଙ୍କ ନିକଟରେ ଏହି ଜ୍ୱର ଦେଖାଯିବାରୁ ସାମ୍ପଲ ଟେଷ୍ଟ ପାଇଁ ପଠାଯାଇଛି । ପିଲାଟି ଏବେ ସସୁନ ଜେନରାଲ ହସ୍ପିଟାଲରେ ଭର୍ତ୍ତି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଶେଷଥର ପାଇଁ IPL ଖେଳିବେ ଧୋନୀ! ଅବସର ନେଇ ବଢୁଛି ଚର୍ଚ୍ଚା

ଚେନ୍ନାଇ,୧୮।୫:  ଆଜି ଚେନ୍ନାଇ ସୁପର କିଙ୍ଗ୍ସ IPL ୨୦୨୬ର ୬୩ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ । ଏହି ମ୍ୟାଚ୍ ଚେନ୍ନାଇର ଘରୋଇ ଷ୍ଟାଡିୟମ, ଏମ.ଏ. ଚିଦାମ୍ବରମ…

ଆଶାକର୍ମୀଙ୍କ ବଢିଲା ଦରମା, ମହିଳାଙ୍କ ମାଗଣା ବସ୍‌ ଯାତ୍ରା…ସରକାରଙ୍କ ବଡ଼ ଘୋଷଣା

ଥିରୁଭାନନ୍ତପୁରମ୍‌,୧୮।୫: କେରଳମ୍‌ର ନୂତନ ମୁଖ୍ୟମନ୍ତ୍ରୀ ଭି.ଡି. ସତିସନ ଶପଥ ଗ୍ରହଣ କରିଛନ୍ତି। ଏହି ସମାରୋହରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଉପସ୍ଥିତ ଥିଲେ। ୟୁଡିଏଫ ସରକାର…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ଏହି କାମ କରି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଥଲାପତି ବିଜୟ: କହୁ କହୁ କହିଦେଲେ ଷ୍ଟାଲିନ୍‌

ନୂଆଦିଲ୍ଲୀ,୧୮।୫: ଦ୍ରାବିଡ଼ ମୁନେତ୍ର କାଝାଗମ (ଡିଏମକେ) ସଭାପତି ଏମକେ ଷ୍ଟାଲିନ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଯୋସେଫ ବିଜୟଙ୍କୁ କଟାକ୍ଷ କରିଛନ୍ତି। ବିଜୟ ଇନଷ୍ଟାଗ୍ରାମ ମାଧ୍ୟମରେ…

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ଗୁପ୍ତାଙ୍ଗରେ ବ୍ଲେଡ୍‌ ପୂରାଇଦେଲେ ସ୍ବାମୀ, ପୋଲିସ ଆଗରେ ୪ ବର୍ଷର ଝିଅ ଖୋଲିଲା ରହସ୍ୟ

ରାୟପୁର,୧୮।୫: ଛତିଶଗଡ଼ର ସୁରଗୁଜା ଜିଲାରୁ ଏକ ଅତ୍ୟନ୍ତ ଅମାନୁଷିକ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୩ ବର୍ଷୀୟା ଗର୍ଭବତୀ ମହିଳାଙ୍କୁ ତାଙ୍କ ସ୍ବାମୀ ଅତି…

ନୂଆ ମୁଖ୍ୟମନ୍ତ୍ରୀ କାନରେ ଏମିତି କିଛି କହିଦେଲେ ରାହୁଲ ଗାନ୍ଧୀ: ତା’ପରେ ତୁରନ୍ତ ଘଟିଲା…

ଥିରୁଭାନନ୍ତପୁରମ୍‌,୧୮।୫: କେରଳମ୍‌ରେ କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (UDF) ୧୦ ବର୍ଷର ବ୍ୟବଧାନ ପରେ କ୍ଷମତାକୁ ଫେରିଛି। ସୋମବାର ତିରୁଭାନନ୍ତପୁରମର ସେଣ୍ଟ୍ରାଲ ଷ୍ଟାଡିୟମରେ ଭି.ଡି. ସତିସନ…

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri