Posted inଜାତୀୟ

ଥମିନି କରୋନା ଡରାଇଲାଣି ଜିକା ଭାଇରସ

ମୁମ୍ବାଇ,୧ ।୮: କରୋନା ଭାଇରସ ଦ୍ୱାରା ସବୁଠାରୁ ଅଧିକ ମାତ୍ରାରେ ପ୍ରଭାବିତ ହୋଇଥିବା ମହାରାଷ୍ଟ୍ରରେ ଏବେ ଜିକା ଭାଇରସ ଦେଖା ଦେଲାଣି । ମହାରାଷ୍ଟ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି କି ଜଣେ ୫୦ ବର୍ଷର ମହିଳା ଏବେ ଜିକା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି । ପୁରନ୍ଦର ତହସିଲ ବେଲସର ଗାଁର ୫୦ ବର୍ଷର ଜଣେ ମହିଳାଙ୍କ ଟେଷ୍ଟ ରିପୋର୍ଟ ଆସିବା ପରେ ସେ ଜିକା ଭାଇରସ ଦ୍ୱାରା ପୀଡ଼ିତ ଥିବା ଜଣାପଡିଛି । ଯଦିଓ ଜିକା ଭାଇରସ ଦେଶରେ ପ୍ରବେଶ କରିି ସାରିଛି ଏହାକୁ ନେଇ କେହି ଭୟଭୀତ ହୁଅନ୍ତୁ ନାହିଁ ବୋଲି କୁହାଯାଇଛି । ସୂଚନାଯୋଗ୍ୟ, ସଂକ୍ରମିତ ମହିଳା ଏବେ ସୁସ୍ଥ ହୋଇ ଯାଇଥିବା ବେଳେ ତାଙ୍କ ପରିବାରର କୌଣସି ସଦସ୍ୟଙ୍କ ନିକଟରେ ଏହି ଲକ୍ଷଣ ଦେଖାଦେଇନାହିଁ । ୫ ଜଣ ରୋଗୀଙ୍କ ନମୁନା ଏନ୍‌ଆଇବି ପୁଣେ ପଠାଯାଇଥିଲା । ଏଥିରୁ ୩ ଜଣ ଚିକନକୁନିଆରେ ପୀଡ଼ିତ ଥିବା ଜଣାପଡିଥିଲା । ୨୭-୨୯ ଜୁଲାଇରେ ୪୧ ଜଣଙ୍କ ବ୍ଲଡ ସାମ୍ପଲ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ଏମାନଙ୍କ ମଧ୍ୟରୁ ୨୫ ଚିକନଗୁନିଆ, ୩ଜଣ ଡେଙ୍ଗୁ ଓ ଜଣେ ଜିକା ଭାଇରସ ଦ୍ୱାରା ସଂକ୍ରମିତି ଥିବା ଜଣାପଡିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri