ମହାକାଶରେ ପାଦ ଥାପିଲେ ଚାଇନାର ଏହି ମହିଳା

ବେଜିଂ,୮ା୧୧: ସୋମବାର ଚାଇନାର ମହିଳା ମହାକାଶଚାରୀ ଓ୍ବାଙ୍ଗ୍‌ ୟାପିଙ୍ଗ ଇତିହାସ ଚରିଛନ୍ତି। ଓ୍ବାଙ୍ଗ୍‌୍‌ ତାଙ୍କ ପୁରୁଷ ସହକର୍ମୀ ଝାଇ ଜିଗାଙ୍ଗଙ୍କ ସହିତ ନିର୍ମାଣାଧୀନ ସ୍ପେସ ଷ୍ଟେଶନ ବାହାରେ ୬ଘଣ୍ଟାରୁ ଅଧିକ ସମୟ ଅତିବାହିତ କରିଥିଲେ।

ଏକ ରିପୋର୍ଟ ଅନୁଯାୟୀ, ସୋମବାର ସକାଳେ ଏହି ଦୁଇ ମହାକାଶଚାରୀ ନିଆନହେ ନାମକ ସ୍ପେସ ଷ୍ଟେଶନ କୋର୍‌ ମଡ୍ୟୁଲରୁ ବାହାରି ୬.୫ ଘଣ୍ଟା ମହାକାଶରେ ଚାଲିଥିଲେ। ଚାଇନାର ସ୍ପେସ ଏଜେନ୍ସି ଏକ ବିବୃତ୍ତିରେ କହିଛି, ଚାଇନାର ମହାକାଶ ଇତିହାସରେ ଜଣେ ମହିଳା ମହାକାଶଚାରୀଙ୍କ ପାଇଁ ଏହା ପ୍ରଥମ ଘଟଣା। ଯାହା ଆଗରୁ କେହି କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ କଲେ ୟୁକ୍ରେନ ସହ ଆଲୋଚନା ପାଇଁ ପ୍ରସ୍ତୁତ

ମସ୍କୋ,୨୫।୨: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚରମ ସୀମାରେ ପହଞ୍ଚିଛି। ରୁଷିଆ ୟୁକ୍ରେନରେ ବ୍ୟାପକ କ୍ଷତି ଘଟାଇ ଚାଲିଛି। ଏପର୍ଯ୍ୟନ୍ତ ଅନେକ ସୈନ୍ୟ ଓ...

ଟଙ୍କା ପାଇଁ ଶିକ୍ଷକତା ଛାଡ଼ି ବାଛିଲେ ଏମିତି ପେଶା….

ମାନିଲା,୧୪।୯: ଟଙ୍କା ପାଇଁ ଶିକ୍ଷୟିତ୍ରୀରୁ ପାଲଟିଗଲେ ନଗ୍ନ ମଡେଲ। ପରିବାରର ଦାୟିତ୍ୱ ବୋଝ ଆଗରେ ମୁଣ୍ଡ ନୁଆଇଁ ଶିକ୍ଷକତା ଛାଡ଼ି ଉତ୍ତେଜିତ ଭିଡିଓରେ କାର୍ଯ୍ୟ କରୁଛନ୍ତି...

ଟିକା ନେଇଥିବା ଲୋକ ସହଜରେ ହେଉଛନ୍ତି ଓମିକ୍ରନ୍‌ରେ ଆକ୍ରାନ୍ତ…

ଜେନେଭା/ନୂଆଦିଲ୍ଲୀ, ୨୧।୧୨: କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ପୃଥିବୀରେ ସଙ୍କଟ ବଢ଼ିବାରେ ଲାଗିଛି। ତେବେ ବିଶ୍ୱସ୍ବାସ୍ଥ୍ୟ ସଂଗଠନର ବିଶେଷଜ୍ଞଙ୍କ ଅନୁସାରେ ଟିକା ନେଇଥିବା...

ବିଲ୍‌ ଗେଟ୍ସ ତିଆରି କଲେ ରୁଟି, ଭିଡିଓ ଦେଖି ମୋଦି କହିଲେ ଏମିତି…

ନୂଆଦିଲ୍ଲୀ,୪ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ୍‌ ଗେଟ୍ସଙ୍କ ରୁଟି ତିଆରି କରିବାର ଏକ ଭିଡିଓ ଦେଖି ପ୍ରଶଂସା କରିଛନ୍ତି। ମାଣ୍ଡିଆରେ ଡିସ୍‌ ତିଆରି...

କ୍ୟାରିନ୍‌ ହ୍ବାଇଟ୍‌ ହାଉସ୍‌ ପ୍ରେସ୍‌ ସଚିବ

ଓ୍ବାଶିଂଟନ,୭ା୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ହ୍ବାଇଟ୍‌ ହାଉସ୍‌ ପ୍ରେସ୍‌ ସଚିବ ଭାବେ କୃଷ୍ଣକାୟ କ୍ୟାରିନ୍‌ ଜିନ୍‌ପିଏରେଙ୍କ ନାମ ଘୋଷଣା କରିଛନ୍ତି। ଆମେରିକା ଇତିହାସରେ ପ୍ରଥମଥର...

ମଙ୍ଗଳ ଗ୍ରହରେ ୬୦ କୋଟି ବର୍ଷ ପର୍ଯ୍ୟନ୍ତ ହୋଇଥିଲା ଗ୍ରହାଣୁପିଣ୍ଡ ବର୍ଷା…

ଓ୍ବାଶିଂଟନ, ୨୬।୧ : ଲାଲ ଗ୍ରହ ମଙ୍ଗଳ ସମ୍ପର୍କରେ ମହାକାଶ ବିଜ୍ଞାନୀମାନେ ଏକ ନୂଆ ରହସ୍ୟ ଜାଣିବାକୁ ସକ୍ଷମ ହୋଇ ପାରିଛନ୍ତି। ମଙ୍ଗଳ ଗ୍ରହରେ ଥିବା...

ଭୂକମ୍ପ ମୃତ୍ୟୁସଂଖ୍ୟା ୨୭

ଇଜ୍‌ମିର୍‌ (ତୁର୍କୀ),୧।୧୧: ତୁର୍କୀ ଓ ଗ୍ରୀସ୍‌ରେ ଶୁକ୍ରବାର ଅପରାହ୍ଣରେ ହୋଇଥିବା ଭୂକମ୍ପରେ ମୃତ୍ୟୁସଂଖ୍ୟା ୨୭କୁ ବୃଦ୍ଧି ପାଇଛି। ବଡ଼ ଧରଣର ଭୂକମ୍ପରେ ତୁର୍କୀର ଆଜିଆନ ଉପକୂଳ...

ଫିଲିପାଇନ୍ସ ରାଷ୍ଟ୍ରପତି ନିର୍ବାଚନ: ମାର୍କୋସ୍‌ ଜୁନିୟର ଆଗରେ

ମାନିଲା,୧୦।୫: ଫିଲିପାଇନ୍ସ ରାଷ୍ଟ୍ରପତି ନିର୍ବାଚନ ସୋମବାର ଅନୁଷ୍ଠିତ ହୋଇ ଭୋଟଗଣତି ଜାରି ରହିଛି। ସ୍ଥାନୀୟ ସମୟରାତି ରାତି ୧ଟା ୪୭ ସୁଦ୍ଧା ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ...

Advertisement
Archives

Model This Week