Posted inଜାତୀୟ

ଇସ୍ରୋର ‘ବାହୁବଳୀ’ ରକେଟ ଏଲଭିଏମ୩ ପ୍ରସ୍ତୁତ, ଲଞ୍ଚ କରିବ ୩୬ ସାଟେଲାଇଟ, ୧୨ଟାରେ ଆରମ୍ଭ ହେବ କାଉଣ୍ଟ ଡାଉନ

ନୂଆଦିଲ୍ଲୀ,୨୨ ।୧୦: ଇଣ୍ଡିଆ ସ୍ପେସ ରିସର୍ଚ୍ଚ ଅର୍ଗାନାଇଜେଶନ(ଇସ୍ରୋ) ଏହାର ପରବର୍ତ୍ତି ମହତ୍ୱପୂର୍ଣ୍ଣ ଲଞ୍ଚ ପାଇଁ ପ୍ରସ୍ତତ ହୋଇଯାଇଛି । ଏହି ମିଶନ ହେଉଛି ଏଲଭିଏମ୩ ଏମ୨/ୱାନ ୱେବ ଇଣ୍ଡିଆ ୧ । ଏହି ମିଶନ ଇସ୍ରୋ ତା’ର ସବୁଠାରୁ ଭାରି ରକେଟ ‘ଏଲଭିଏମ-୩’ ଅର୍ଥାତ୍ ଲଞ୍ଚ ହ୍ୱିକଲ ମାର୍କ ୩ରୁ ୨୨ ତାରିଖ ମଧ୍ୟରାତ୍ରିରେ ଆନ୍ଧ୍ର ପ୍ରଦେଶର ଶ୍ରୀହରିକୋଟାରୁ ୧୨ଟା ୭ ମିନିଟରେ ପ୍ରକ୍ଷେପଣ କରିବ । ସୂଚନାଯୋଗ୍ୟ, ଏଲଭିଏମ-୩ ପ୍ରଥମେ ଜିଏସଏଲଭି ମାର୍କ ରକେଟ ନାମରେ ପରିଚିତ ଥିଲା ।
ଏହି ମିଶନରେ ବ୍ରିଟିଶ ଷ୍ଟାଟଅପ ୱାନୱେବକୁ ୩୬ ଉପଗ୍ରହକୁ ଲଞ୍ଚ କରାଯିବ । ସୂଚନାଯୋଗ୍ୟ, ଏହି ୱାନୱେବ ଏକ ପ୍ରାଇଭେଟ ସାଟେଲାଇଟ କମ୍ୟୁନିକେଶ କମ୍ପାନୀ ଅଟେ । ଭାରତୀୟ କମ୍ପାନୀ ଭାରତୀୟ ଏଣ୍ଟରପ୍ରାଇଜେସ ୱାନୱେରେ ଏକ ପ୍ରମୁଖ ଇନଭେଷ୍ଟର ଓ ଶେୟାର ହୋଲଡର ରହିଛି । ଏହି ଲଞ୍ଚ ସହ ଇସ୍ରୋ ଓ ଗ୍ଲୋବାଲ କମ୍ୟୁନିକେଶନ ଲଞ୍ଚ ସର୍ଭିସ ମାର୍କେଟରେ ନିଜର ଏଣ୍ଟ୍ରି ସାବ୍ୟସ୍ତ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri