ମୋଦିଙ୍କୁ ଦିଆଯାଉ ପ୍ରଥମ କରୋନା ଟିକା: କଂଗ୍ରେସ

ପାଟନା,୪।୧: ଭାରତରେ କୋଭିଶିଲ୍ଡ୍‌ ଏବଂ କୋଭାକ୍ସିନ୍‌ କରୋନା ଟିକାକୁ ସାର୍ବଜନୀକ ଭାବେ ଦିଆଯିବା ଲାଗି ମଞ୍ଜୁରୀ ମିଳିଛି। ଏହାକୁ ନେଇ କଂଗ୍ରେସ ପକ୍ଷରୁ ଭାଜପାକୁ ଘେରିବା ଆରମ୍ଭ କରାଯାଇଛି। ବିହାରର କଂଗ୍ରେସ ବିଧାୟକ ଦଳ ନେତା ଅଜିତ୍‌ ଶର୍ମା କହିଛନ୍ତି ଯେ, ମଞ୍ଜୁରୀ ମିଳିଥିବା ଦୁଇ ଟିକାକୁ ନେଇ ଲୋକଙ୍କ ମଧ୍ୟରେ ସନ୍ଦେହ ଦେଖାଦେଇଛି। ଏହା କିପରି କାମ କରୁଛି ତାହା ଦେଖିବା ଲାଗି ପ୍ରଥମ କରୋନା ଟିକା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦିଆଯିବା ଆବଶ୍ୟକ। ଏହା ସହିତ ସମସ୍ତ ଭାଜପା ନେତାଙ୍କୁ ମଧ୍ୟ ଟିକାଦାନ କରାଯିବା ଆବଶ୍ୟକ ବୋଲି ସେ କହିଛନ୍ତି। ଅଜିତ୍‌ଙ୍କ ଏଭଳି ମନ୍ତବ୍ୟର ପାଲଟା ଜବାବ ଜେଡ଼ିୟୁ ପକ୍ଷରୁ ଦିଆଯାଇଛି। ଜେଡ଼ିୟୁ କହିଛି ଯେ, ଯଦି ଟିକା ନେଇ କଂଗ୍ରେସ ନେତାଙ୍କ ମଧ୍ୟରେ ସନ୍ଦେହ ରହିଛି। ତେବେ ସେମାନେ ରାହୁଲ ଗାନ୍ଧୀଙ୍କୁ କୁହନ୍ତୁ, ସେ ଇଟାଲୀରୁ ଫେରିବା ସମୟରେ ପସନ୍ଦର କରୋନା ଟିକା ବିଦେଶରୁ ନେଇ ଆସିବେ। ଟିକାଦାନ ପୂର୍ବରୁ ରାଜ୍ୟରେ ଶାସକ ବିରୋଧୀଙ୍କ ମଧ୍ୟରେ ଜାରି ରହିଥିବା କାଦୁଅ ଫିଙ୍ଗା ଏବେ ରୋଚକ ସ୍ଥିତିରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଭାଇରସ: ଯେ କୌଣସି ଅଙ୍ଗକୁ କରିପାରେ ଆକ୍ରାନ୍ତ, ହୃଦରୋଗୀଙ୍କ ପାଇଁ ଅଧିକ ବିପଦ

ଜୁରିଚ୍‌,୨୩।୪: କରୋନା ଭାଇରସ କେବଳ ଫୁସ୍‌ପୁସ୍‌କୁ ନୁହେଁ ରକ୍ତ ମାଧ୍ୟମରେ ଖୁବ୍‌ଶୀଘ୍ର ଅନ୍ୟ ଅଙ୍ଗକୁ ମଧ୍ୟ ସଂକ୍ରମଣ କରିପାରେ ବୋଲି ବିଶେଷଜ୍ଞମାନେ କହୁଛନ୍ତି। ସ୍ବିଜରଲାଣ୍ଡର ଜୁରିଚ୍‌...

ବିପଦ ଉପରେ ବିପଦ: ୧୫ ରାଜ୍ୟରେ ୯,୩୨୦ ବ୍ଲାକ୍‌ ଫଙ୍ଗସ୍‌ ଆକ୍ରାନ୍ତ, ସର୍ବାଧିକ ଗୁଜରାଟରେ…

ନୂଆଦିଲ୍ଲୀ,୨୨।୫: ଭାରତ ଉପରେ ଗୋଟିଏ ପରେ ଗୋଟିଏ ବିପଦ ମାଡ଼ି ଆସୁଛି। ଦେଶରେ କରୋନା ମହାମାରୀ ଅଣାୟତ୍ତ ସ୍ଥିତିରେ ରହିଥିବାବେଳେ ବ୍ଲାକ୍‌ ଫଙ୍ଗସ୍‌ ଯୋଗୁ ଆତଙ୍କ...

ସମୁଦ୍ର ପତ୍ତନ ୮.୫ ସେ.ମି. ବଢ଼ିଛି

ନୂଆଦିଲ୍ଲୀ,୨୦ା୧୧(ପି.ଟି.): ଗତ ୫୦ ବର୍ଷ ମଧ୍ୟରେ ଭାରତୀୟ ଉପକୂଳରେ ସମୁଦ୍ର ପତ୍ତନ ୮. ୫ ସେ.ମି. ବୃଦ୍ଧି ପାଇଛି ବୋଲି ରାଜ୍ୟ ସଭାରେ ଏକ ପ୍ରଶ୍ନର...

ପୁଣି ଅଶାନ୍ତ ପଶ୍ଚିମବଙ୍ଗ: ଭାଜପା ଏମ୍‌ପିଙ୍କ ଉପରକୁ ଆକ୍ରମଣ

କୋଲକାତା,୧।୯: ପୁଣି ଅଶାନ୍ତ ହୋଇପଡିଛି ପଶ୍ଚିମବଙ୍ଗ। ରବିବାର ରାଜ୍ୟର ଉତ୍ତର ୨୪ ପ୍ରଗଣା ଜିଲାରେ ଟିଏମସି କର୍ମୀମାନେ ଭାଜପା ଏମ୍‌ପି ଅର୍ଜୁନ ସିଂହଙ୍କ ଗାଡ଼ି ଭଙ୍ଗାରୁଜା...

ଏବେ ଅହଂକାର ସମୟ ନୁହେଁ

ନୂଆଦିଲ୍ଲୀ,୨୩ା୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବା ରାଜସ୍ଥାନର ପୂର୍ବତନ ରାଜ୍ୟପାଳ ମାର୍ଗାରେଟ୍‌ ଅଲ୍‌ଭାଙ୍କୁ...

ଜଣେ ଯାତ୍ରୀ ଏମିତି କ’ଣ କହିଲେ ବାତିଲ ହୋଇଗଲା ଉଡ଼ାଣ

ନୂଆଦିଲ୍ଲୀ,୫।୩: ଶୁକ୍ରବାର ଇଣ୍ଡିଗୋ ବିମାନ ୬ଇ-୨୮୬ ଦିଲ୍ଲୀରୁ ଯାତ୍ରୀଙ୍କୁ ଧରି ପୁଣେ ଅଭିମୁଖେ ବାହାରିଥିଲା। ଠିକ୍‌ ବିମାନ ଉଡାଣ ବେଳେ ଯାତ୍ରୀ ଜଣକ କୋଭିଡ୍‌-୧୯ ପଜିଟିଭ...

ସୁପ୍ରିମ୍‌କୋର୍ଟକୁ ମିଳିବ ନୂଆ ବିଲ୍ଡିଂ: ଖର୍ଚ୍ଚ ହୋଇଛି ୮ଶହ ୮୫ କୋଟି

ନୂଆଦିଲ୍ଲୀ,୧୭।୭: ସୁପ୍ରିମ୍‌କୋର୍ଟକୁ ନୂଆ ବିଲ୍ଡିଂ ମିଳିବ। ଏହାର ଉଦ୍‌ଘାଟନ ବୁଧବାର ଅପରାହ୍ନ ୪ଟା ୩୦ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ କରିବେ। ଏହି କାର୍ଯ୍ୟକ୍ରମରେ ସୁପ୍ରିମ୍‌କୋର୍ଟ ପ୍ରଧାନ...

ଅସଦାଚରଣରୁ ସୁରକ୍ଷା ପାଇଁ ଛାତ୍ରୀଛାତ୍ର ସପ୍ତାହରେ ୩ଦିନ ଅଲଗା ଅଲଗା ଯିବେ ସ୍କୁଲ

ମାଲଦା,୩।୭: ଛାତ୍ରୀଙ୍କ ଉପରେ ହେଉଥିବା ଅସଦାଚରଣ ଘଟଣା କମ୍‌ କରାଇବା ପାଇଁ କୋଲକତାର ଏକ ସରକାରୀ ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଭିନ୍ନ ଭିନ୍ନ ଦିିନ ସ୍କୁଲ ଆସିବା...

Advertisement
Archives

Model This Week