ସରିଲା ପ୍ରଥମଦିନର ପରୀକ୍ଷା: କେହି ବି କପି କରି ପଡ଼ିନାହାନ୍ତି ଧରା

ଢେଙ୍କାନାଳ ଅଫିସ,୧୦ା୩: ଚଳିତ ବର୍ଷ ଢେଙ୍କାନାଳ ଜିଲାରେ ୯୬ଟି ପରୀକ୍ଷା କେନ୍ଦ୍ରରେ ମୋଟ୍‌ ୧୬ ହଜାର ୧୧୫ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ୮୧ଟି କେନ୍ଦ୍ରରେ ସିସିଟିଭି କ୍ୟାମେରା ଲାଗିଛି। ପ୍ରଶ୍ନ ଓ ଉତ୍ତର ପତ୍ରକୁ କଡ଼ା ସୁରକ୍ଷା ମଧ୍ୟରେ ୧୦ଟି ନୋଡ଼ାଲ ସେଣ୍ଟରରେ ରଖାଯାଇଛି। ଶୁକ୍ରବାର ସକାଳୁ ମାଜିଷ୍ଟ୍ରେଟ୍‌ ଓ ପୋଲିସ ଉପସ୍ଥିତିରେ ପ୍ରଶ୍ନ ଓ ଉତ୍ତର ପତ୍ରକୁ ପରୀକ୍ଷା କେନ୍ଦ୍ରକୁ ଅଣାଯାଇଥିଲା। ସକାଳ ୮ଟାରୁ ୧୦ ଟା ପର୍ଯ୍ୟନ୍ତ ପରୀକ୍ଷା ହୋଇଥିଲା। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ଥିଲା।

ପରୀକ୍ଷା କେନ୍ଦ୍ରଗୁଡ଼ିକରେ ମଧ୍ୟ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ପରୀକ୍ଷା ଆରମ୍ଭ ହେବା ପରେ ଜିଲାପାଳ ସରୋଜ କୁମାର ସେଠୀ, ଏସ୍‌ପି ଜ୍ଞାନ ରଞ୍ଜନ ମହାପାତ୍ର ପରୀକ୍ଷା କେନ୍ଦ୍ରଗୁଡ଼ିକ ପରିଦର୍ଶନ କରିଥିଲେ। ଚଳିତ ବର୍ଷ ପ୍ରଥମ ଦିବସରେ କେହି କପି କରି ଧରାପଡ଼ି ନ ଥିବା ଜିଲା ଶିକ୍ଷା ଅଧିକାରୀ ନିବେଦିତା ପାଣି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦି ଅମରନାଥ ଯାତ୍ରୀଙ୍କୁ ଲେଖିଲେ ଚିଠି, ୫ ପ୍ରତିଜ୍ଞା ନେବାକୁ କଲେ ଅନୁରୋଧ

ନୂଆଦିଲ୍ଲୀ,୩।୭: ଶୁକ୍ରବାର ଅମରନାଥ ଯାତ୍ରା ଆରମ୍ଭ ହୋଇଛି। ପ୍ରଥମ ଦଳରେ ଶହ ଶହ ତୀର୍ଥଯାତ୍ରୀ ‘ବାବା ବର୍ଫାନୀ’ଙ୍କ ଆଶୀର୍ବାଦ ନେବାକୁ ବାହାରିଛନ୍ତି। ଏହି ଅବସରରେ, ପ୍ରଧାନମନ୍ତ୍ରୀ ମୋଦି…

EPF ଖାତାଧାରୀଙ୍କ ପାଇଁ ବଡ଼ ଖବର! ୧୮୦୦ରୁ ଅଧିକ ଜମା ଆଉ ବାଧ୍ୟତାମୂଳକ ନୁହେଁ

ନୂଆଦିଲ୍ଲୀ,୩।୭: ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ ନୂତନ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (EPF) ଯୋଜନା-୨୦୨୬ ଅଧୀନରେ ୧୫,୦୦୦ ମାସିକ ମଜୁରୀ ସୀମା ଅତିକ୍ରମ କରିବାକୁ ସ୍ୱେଚ୍ଛାକୃତ କରିଛି।…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ ଘାଇକୁ ଖସିଲା ବସ୍, ୪୦ମୃତ

ଇସଲାମବାଦ୍,୩ା୭: ଶୁକ୍ରବାର ସକାଳେ ପାକିସ୍ତାନର ଦକ୍ଷିଣ-ପଶ୍ଚିମ ଭାଗରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ଅତି କମରେ ୪୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ…

ପୋଷ୍ଟ ଅଫିସ୍‌ର ଏହି ସ୍କିମ୍‌ରେ ନିବେଶ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି: କେବଳ ସୁଧରେ ହିଁ ହୋଇଯାଏ ଲକ୍ଷ ଲକ୍ଷ ଟଙ୍କା ରୋଜଗାର

ନୂଆଦିଲ୍ଲୀ,୩।୭: ସୁରକ୍ଷିତ ଭବିଷ୍ୟତ ପାଇଁ ସଠିକ ସମୟରେ ସଠିକ ସ୍ଥାନରେ ଟଙ୍କା ନିବେଶ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହା ନିଶ୍ଚିତ କରେ ଯେ, ଆପଣଙ୍କୁ ଆର୍ଥିକ ଜରୁରୀକାଳୀନ…

ପୁଣି ବଢ଼ିଲା ନବୀନ-ପାଣ୍ଡିଆନଙ୍କ ଅଡୁଆ, ହେଲିକପ୍ଟରରେ ବୁଲିଛନ୍ତି ଏତିକି ଥର, କୋର୍ଟଙ୍କ ସମନ ପରେ…

ଭୁବନେଶ୍ୱର,୩ା୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ କାର୍ତ୍ତିକ ପାଣ୍ଡିଆନଙ୍କ ଅଡୁଆ ପୁଣି ବଢ଼ିଛି। ହେଲିକପ୍ଟରରେ ବୁଲା ଖର୍ଚ୍ଚ ମାମଲାରେ ଖୋର୍ଦ୍ଧା ଜିଲା…

IND vs ENG 2nd T20I Playing-11: ସଞ୍ଜୁ ସାମସନଙ୍କ ଛୁଟି, ବୈଭବ ସୂର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ନିଶ୍ଚିତ, ଇଶାନ କିଶନଙ୍କୁ ମିଳିବ ଆଉ ଏକ ସୁଯୋଗ!

ନୂଆଦିଲ୍ଲୀ,୩।୭: ସମସ୍ତେ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଦୁଇଟି ମ୍ୟାଚରେ ତାଙ୍କୁ ସୁଯୋଗ ମିଳିନଥିଲା। ଇଂଲଣ୍ଡ ବିପକ୍ଷ ପ୍ରଥମ…

ଏଣିକି ୧୨୫ ଦିନ ମିଳିବ କାମ: ନୂଆ ଯୋଜନାକୁ ନେଇ ଉତ୍ସାହିତ ଶ୍ରମିକ

ଭଞ୍ଜନଗର,୩।୭(ବାବୁଲା ପ୍ରଧାନ): ଜୁଲାଇ ୧ ତାରିଖରୁ ଭି.ବି-ଜୀ ରାମ ଜୀ ଯୋଜନା ସମଗ୍ର ଦେଶରେ ଲାଗୁ ହୋଇଛି। ପୂର୍ବରୁ ଥିବା ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ ନିଯୁକ୍ତି…

ଲୁଚିଛପି ଏହି କାମ କରୁଛନ୍ତି ବିରାଟ କୋହଲି: ଫଟୋ ଭାଇରାଲ ପରେ ଜଣାପଡ଼ିଲା…

ଲଣ୍ଡନ,୩।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଚାଲିଛି। ପ୍ରଥମ ମ୍ୟାଚ ବର୍ଷା ଯୋଗୁ ଧୋଇ ଯାଇଥିଲା। ଦ୍ୱିତୀୟ ମ୍ୟାଚ ଆଜି ଖେଳାଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri