ବାଲେଶ୍ୱରରେ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ

ବାଲେଶ୍ୱର ଅଫିସ, ୩୧।୭: ବାଲେଶ୍ୱର ଜିଲାରେ ପ୍ରଥମେ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ହୋଇଥିବା ସ୍ବତନ୍ତ୍ର ଡେଙ୍ଗୁ ଓ୍ବାର୍ଡରେ ଭର୍ତ୍ତି କରାଯାଇଛି। ରେମୁଣା ଗୋଲେଇ ଅଞ୍ଚଳରେ ପରିବାର ସହ ଭଡ଼ାଘରେ ରହୁଥିବା ଜଣେ ୩୦ ବର୍ଷୀୟା ମହିଳା ଭୁବନେଶ୍ୱର ଶୈଳଶ୍ରୀ ବିହାର ନିକଟ ଇନଫୋସିଟି ଅଞ୍ଚଳରେ ରହି କାମ କରନ୍ତି। ତାଙ୍କୁ ଜ୍ୱର ହେବାରୁ ଗତ ୪ଦିନ ପୂର୍ବରୁ ସେ ବାଲେଶ୍ୱର ପଳାଇ ଆସିଥିଲେ। ଗୁରୁବାର ତାଙ୍କର କୋଭିଡ୍‌ ଓ ଡେଙ୍ଗୁ ପରୀକ୍ଷା କରାଯାଇଥିଲା। ରିପୋର୍ଟରେ କୋଭିଡ୍‌ ନେଗେଟିଭ୍‌ ଆସିଥିବା ବେଳେ ଡେଙ୍ଗୁ ପଜିଟିଭ୍‌ ଆସିଥିଲା। ତାଙ୍କୁ ସ୍ବତନ୍ତ୍ର ଡେଙ୍ଗୁ ଚିକିତ୍ସା ବିଭାଗରେ ରଖାଯାଇ ଚିକିତ୍ସା କରାଯାଉଛି। ଏନେଇ ଅତିରିକ୍ତ ଜିଲା ସ୍ବାସ୍ଥ୍ୟ ଅଧିକାରୀ ଡା. ଶଶାଙ୍କ ଚୌଧୁରୀ କହନ୍ତି, ଜିଲାରେ ସମସ୍ତ କୋଭିଡ୍‌ କେୟାର ସେଣ୍ଟର ଓ ମେଡିକାଲରୁ ୯୨୬ଜଣଙ୍କର ରକ୍ତ ନମୁନା ପରୀକ୍ଷା କରାଯାଇଥିବା ବେଳେ ଜଣଙ୍କୁ ଛାଡ଼ି ବାକି ୯୨୫ଜଣଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ଡେଙ୍ଗୁ ଆଶଙ୍କା ନେଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବତନ୍ତ୍ର ୱାର୍ଡ଼ ଗଠନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ସୂଚନା ଅଧିକାରୀଙ୍କୁ ୨୫ ହଜାର ଟଙ୍କା ଜୋରିମନା

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ଓଡିଶା ସୂଚନା କମିଶନଙ୍କ ତରଫରୁ ଏକ ମାମଲା ବିଚାର କରି କମିଶନର ବି.କେ. ମହାପାତ୍ର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜନ ସୂଚନା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ଭିଆର୍‌ଏସ୍‌ ନେଲେ ଆଇପିଏସ୍‌ ସଞ୍ଜୟ ସିଂ

ଭୁବନେଶ୍ୱର,୧୮।୪: ଓଡ଼ିଶା କ୍ୟାଡର ଆଇପିଏସ୍‌ ସଞ୍ଜୟ ସିଂ ଭିଆରଏସ୍‌ ଘୋଷଣା କରିଛନ୍ତି। ୧୯୯୬ ବ୍ୟାଚ୍‌ ଆଇପିଏସ୍‌ ସଞ୍ଜୟ ସିଂଙ୍କୁ ଭିଆରଏସ୍‌ ଆବେଦନକୁ ରାଜ୍ୟ ଗୃହ ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri