ଖାଇବା ତେଲକୁ ଇନ୍ଧନ ଭାବେ ବ୍ୟବହାର କରି ପ୍ରଥମ ଥର ପାଇଁ ମହାସାଗର ପାର୍‌ କଲା ବିମାନ

ଲଣ୍ଡନ,୨୯।୧୧: ଦୁନିଆରେ ପ୍ରଥମ ଥର ପାଇଁ ଏକ ଯାତ୍ରୀବାହୀ ବିମାନ ଖାଇବା ତେଲକୁ ଇନ୍ଧନ ଭାବରେ ବ୍ୟବହାର କରି ସମୁଦ୍ର ପାର୍‌ କରି ଗୋଟିଏ ଦେଶରୁ ଅନ୍ୟ ଦେଶକୁ ପହଞ୍ଚିବାରେ ସଫଳ ହୋଇଛି। ଏହି ବିମାନଟି ଉଡ଼ିବାର ଏକ ଭିଡିଓ ମଧ୍ୟ ଭାଇରାଲ ହୋଇଛି। ନଭେମ୍ବର ୨୮ରେ ବିଲିୟନେୟାର ବ୍ୟବସାୟୀ ରିଚାର୍ଡ ବ୍ରେନସନଙ୍କ ବର୍ଜିନ ଆଟଲାଣ୍ଟିକର ବୋଇଙ୍ଗ -୭୮୭ ଡ୍ରିମଲାଇନର୍‌ ବିମାନ ଲଣ୍ଡନର ହିଥ୍ରୋ ବିମାନବନ୍ଦରରୁ ଉଡାଣ ଭରିଥିଲା। ଏହା ଆଟଲାଣ୍ଟିକ ମହାସାଗର ପାର ହୋଇ ଆମେରିକାର ନ୍ୟୁୟର୍କର ଜେଏଫ୍‌କେ ବିମାନବନ୍ଦରରେ ପହଞ୍ଚିଛି।

ପ୍ରକାଶ ଯେ, ବର୍ଜିନ ଆଟଲାଣ୍ଟିକ ପ୍ରତିଷ୍ଠାତା ସାର୍‌ ରିଚାର୍ଡ ବ୍ରେନସନ୍‌ଙ୍କ ବ୍ୟତୀତ ବ୍ରିଟେନର ପରିବହନ ମନ୍ତ୍ରୀ ସ୍ଥାୟୀ ବିମାନ ଚଳାଚଳ ଇନ୍ଧନ (ଏସ୍‌ଏଏଫ୍‌) ବ୍ୟବହାର କରି ଉଡ଼ୁଥିବା ଏହି ବିମାନରେ ଉପସ୍ଥିତ ଥିଲେ। ତେବେ ବିମାନରେ କୌଣସି ସାଧାରଣ ଯାତ୍ରୀ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri