Posted inଜାତୀୟ

ପ୍ରଥମ ମହିଳା ଯୁଦ୍ଧବିମାନ ପାଇଲଟ୍‌ ସମ୍ମାନିତ

ନୂଆଦିଲ୍ଲୀ,୨୬।୫: କ୍ୟାପ୍ଟେନ୍‌ ଅଭିଳାଷା ବାରାକ ସ୍ଥଳସେନାର ପ୍ରଥମ ମହିଳା ଯୁଦ୍ଧବିମାନ ଚାଳିକା ହୋଇପାରିଛନ୍ତି। ଆର୍ମିର ଯୁଦ୍ଧ ବିମାନ ଉଡାଣ ପାଇଁ ଥିବା ସ୍ବତନ୍ତ୍ର କୋର୍ସ କରିବା ପରେ ଅଭିଳାଷାଙ୍କୁ ଏହି ସଫଳତା ମିଳିଛି।

ନାସିକର କମ୍ବାଟ୍‌ ଆର୍ମି ଆଭିଏଶନ୍‌ ଟ୍ରେନିଂ ସ୍କୁଲରେ ଆୟୋଜିତ ଏକ କାର୍ଯ୍ୟକ୍ରମ ଜରିଆରେ ଅଭିଳାଷାଙ୍କ ସମେତ ଅନ୍ୟ ୩୬ ଜଣ ଆର୍ମି ପାଇଲଟଙ୍କୁ ସାଧାରଣ ନିର୍ଦ୍ଦେଶକ ଏବଂ କଲୋନେଲ କମାଣ୍ଡାଣ୍ଟ କର୍ଭଟେଡ୍‌ ଓ୍ବିଙ୍ଗ୍‌ସ୍‌ ସମ୍ମାନ ପ୍ରଦାନ କରିଛନ୍ତି। ହରିୟାଣାରେ ଅଭିଳାଷାଙ୍କ ଘର ହୋଇଥିବାବେଳେ ୨୦୧୮ରେ ସେ ଆର୍ମି ଏୟାର ଫୋର୍ସ କପ୍‌ରେ ସାମିଲ ହୋଇଥିଲେ। ତାଙ୍କ ବାପା ଓମ୍‌ ସିଂ ମଧ୍ୟ ଜଣେ ସେନା ଅଧିକାରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଥା ଶୁଣିଲେନି ଭାଉଜ, ଚା’ କରିବାକୁ ମନା କରିବାରୁ ପିଟିପିଟି ମାରିଦେଲେ ଦିଅର

ଭୋପାଳ,୨୦।୩: ମଧ୍ୟପ୍ରଦେଶର ସଲାମତପୁର ପୋଲିସ ଷ୍ଟେସନ ଅଧୀନରେ ଥିବା ଖୋହା ଗାଁରେ ଭାଉଜଙ୍କୁ ହତ୍ୟା କରିଛନ୍ତି ନିଜ ଦିଅର। ରିପୋର୍ଟ ଅନୁସାରେ, ଖୋହା ବାସିନ୍ଦା ଖେମଚାନ୍ଦ ମାଲବ୍ୟ…

୬ବର୍ଷ ପରେ ଭାରତ-ଚାଇନା ସୀମାରେ ବଡ଼ ହଲଚଲ, ହେବ କି ଯୁଦ୍ଧ?

ନୂଆଦିଲ୍‌ଲୀ,୨୦।୩: ଭାରତ ଏବଂ ଚାଇନା ମଧ୍ୟରେ ବାଣିଜ୍ୟ ସମ୍ପର୍କିତ ଏକ ନୂତନ ସୂଚନା ସାମ୍ନାକୁ ଆସିଛି। ଉଭୟ ଦେଶ ଉତ୍ତରାଖଣ୍ଡର ଲିପୁଲେଖ ସୀମାକୁ ପୁନର୍ୱାର ଖୋଲିବାକୁ ନିଷ୍ପତ୍ତି…

୩୪ ଆଦିବାସୀଙ୍କୁ ଖଲାସ ଦାବି: ୪୮ ଘଣ୍ଟିଆ ବନ୍ଦ ଡାକରା

ବାରିପଦା,୨୦।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ତିରିଂ ଥାନା ଅଞ୍ଚଳର ଜଣେ ଆଦିବାସୀ ନାବାଳିକା ଅସଦାଚରଣ ମାମଲାରେ ବହଳଦା ଠାରେ ଜାତୀୟ ରାଜପଥ ଅବରୋଧ ବେଳେ ପୋଲିସ…

ମିଲରଙ୍କ ଅସହଯୋଗରୁ ବଢୁଛି ଚାଷୀଙ୍କ ଚିନ୍ତା: ଧାନବସ୍ତା ରଖି ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୦।୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ଚାରିତରଫ ସମବାୟ ସମିତି ମଣ୍ଡିରେ ୮ହଜାର କୁଇଣ୍ଟାଲରୁ ଅଧିକ ଧାନ ପଡ଼ି ରହିଛି l ମିଲରଙ୍କ ଅସହଯୋଗରୁ ଏହି ଧାନ ପଡ଼ି…

ଶସ୍ତା ହୋଇଯିବ ତେଲ: ଯୁଦ୍ଧ ମଧ୍ୟରେ ସାରା ବିଶ୍ୱକୁ ମିଳିବ ଆଶ୍ୱସ୍ତି

ଓ୍ବାଶିଂଟନ୍‌,୨୦।୩: ସାଧାରଣ ଜନତାଙ୍କୁ ଖୁବ୍‌ଶୀଘ୍ର ମିଳିବ ବଡ଼ ଆଶ୍ୱସ୍ତି। ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ଖୁବ ଶୀଘ୍ର ହ୍ରାସ ପାଇପାରେ। ରିପୋର୍ଟ ଅନୁଯାୟୀ, ଆମେରିକା ଖୁବ…

ଯୁଦ୍ଧରେ ଫସିଗଲା ଆମେରିକା: ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଲା ସଂଘର୍ଷ

ଓ୍ବାଶିଂଟନ୍‌,୨୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଏକ ନୂତନ ମୋଡ଼ରେ ପହଞ୍ଚିବା ପରି ମନେ ହେଉଛି। ପ୍ରାୟ ୨୦ ଦିନ ଧରି ଚାଲିଥିବା…

‘୫ବର୍ଷ ପାଇଁ ଭାରତର ଗ୍ୟାସ ଯୋଗାଣ ଉପରେ ପ୍ରଭାବ…’ LNG ପ୍ଲାଣ୍ଟ ନଷ୍ଟ ହେବା ପରେ କାତାରର ବଡ଼ ବୟାନ

ନୂଆଦିଲ୍ଲୀ,୨୦।୩: କାତାର ଏନର୍ଜିର ସିଇଓ ଏବଂ ଶକ୍ତି ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ସାଦ ଅଲ-କାବି କହିଛନ୍ତି ଯେ ଇରାନ ଆକ୍ରମଣ କାତାରର ପ୍ରାୟ ୧୭ ପ୍ରତିଶତ ଏଲଏନଜି ରପ୍ତାନି…

୨୬ ତାରିଖ ଯାଏ ବର୍ଷା, ୧୯ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୨୦।୩(ବନ୍ଦନା ସେଠୀ): ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଜାରି ରହିଥିବାବେଳେ ଗତ ୨୪ଘଣ୍ଟାରେ ୧୩ଟି ସ୍ଥାନରେ ବର୍ଷା ହୋଇଛି। କୋରାପୁଟର ବୋରିଗୁମ୍ମାଠାରେ ସର୍ବାଧିକ ୫୭.୪ ମି.ମି.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri