ପାକ୍‌ ସୁପ୍ରିମକୋର୍ଟରେ ପ୍ରଥମ ମହିଳା ବିଚାରପତି

ଇସ୍‌ଲାମାବାଦ: ପାକିସ୍ତାନ ସୁପ୍ରିମକୋର୍ଟର ୭୫ ବର୍ଷ ଇତିହାସରେ ଏକ ନୂଆ ଘଟଣା ଘଟିବାକୁ ଯାଉଛି। ସେପ୍ଟେମ୍ବର ୯ରେ ଜଷ୍ଟିସ୍‌ ଆୟେଶା ମଲିକଙ୍କୁ ସୁପ୍ରିମକୋର୍ଟ ବିଚାରପତି ଭାବେ ନିଯୁକ୍ତ କରାଯିବ। ପାକିସ୍ତାନର ସର୍ବୋଚ୍ଚ ଅଦାଲତରେ ବିଚାରପତି ରୂପେ ନିଯୁକ୍ତ ହେବାରେ ଜଷ୍ଟିସ୍‌ ଆୟେଶା ହେବେ ପ୍ରଥମ ମହିଳା।
ପାକିସ୍ତାନ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ମୁଶିର ଆଲାମ ଆସନ୍ତା ୧୭ରେ ଅବସର ନେବେ। ଖାଲି ହେବାକୁ ଥିବା ଏହି ପଦବୀରେ ଜଷ୍ଟିସ୍‌ ଆୟେଶାଙ୍କୁ ନିଯୁକ୍ତି ଦେବା ଲାଗି ପ୍ରଧାନ ବିଚାରପତି ଗୁଲଜାର ଅହମ୍ମଦ ସୁପାରିସ କରିଛନ୍ତି। ଆୟେଶା ଲାହୋରସ୍ଥିତ ପାକିସ୍ତାନ ଲ’ କଲେଜରେ ଆଇନ ପାଠ ପଢ଼ିଥିଲେ। ଲଣ୍ଡନସ୍ଥିତ ହାର୍ଭାର୍ଡ ଲ’ ସ୍କୁଲରେ ଆଇନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ ପରେ ୧୯୯୭ରେ ଫଖୁରଦ୍ଦିନ ଜି. ଇମ୍ରାହିମ୍‌ଙ୍କ ଲିଗାଲ ଫାର୍ମରେ କ୍ୟାରିୟର ଆରମ୍ଭ କରି ୨୦୦୧ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ୨୦୧୨ରେ ଲାହୋର ହାଇକୋର୍ଟରେ ତାଙ୍କୁ ବିଚାରପତି ଭାବେ ନିଯୁକ୍ତ କରାଯାଇଥିଲା। ବର୍ତ୍ତମାନ ମଧ୍ୟ ସେ ଲାହୋର ହାଇକୋର୍ଟରେ କାର୍ଯ୍ୟରତ ଓ ବରିଷ୍ଠତା ତାଲିକାରେ ଚତୁର୍ଥ ର଼୍ୟାଙ୍କରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri