Posted inଖେଳ

ପ୍ରଥମ ବିମାନଯାତ୍ରାକୁ ନେଇ ଚର୍ଚ୍ଚାରେ ହାର୍ଦ୍ଦିକଙ୍କ ‘ଲିଟଲ୍‌ ବୟ’

ନୂଆଦିଲ୍ଲୀ,୨୮।୧: ଚର୍ଚ୍ଚାରେ ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଲିଟଲ୍‌ ବୟ। ସୋସିଆଲ ପୃଷ୍ଠାରେ ହାର୍ଦ୍ଦିକ ପୁଅଙ୍କ ସହ ଏକ ଫଟୋ ଶେୟାର କରିବା ପରେ ଏହା ଭାଇରାଲ ହେଉଛି। ଫଟୋଟିକୁ ଶେୟାର କରି ସେ ଲେଖିଛନ୍ତି, ମୋ ପୁଅର ଏହା ପ୍ରଥମ ବିମାନଯାତ୍ରା। ନିକଟରେ ପିତାଙ୍କୁ ହରାଇ ବେଶ୍‌ ଭାଙ୍ଗି ପଡ଼ିଥିଲେ ହାର୍ଦ୍ଦିକ। ଏବେ ସେ ସାମାନ୍ୟ ଅବସ୍ଥାକୁ ଫେରିଥିବା ଆଶା କରାଯାଉଛି। ଆସନ୍ତା ଫେବୃୟାରୀରେ ଇଂଲଣ୍ଡ ବିପକ୍ଷ ଘରୋଇ ସିରିଜ୍‌ରେ ତାଙ୍କର ଦମ୍‌ଦାର ପ୍ରଦର୍ଶନ ଦେଖିବାକୁ ମିଳିବ ବୋଲି ପ୍ରଶଂସକ ଚାହିଁ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରେକର୍ଡ ବ୍ରେକିଂ ପ୍ରଦର୍ଶନ ସତ୍ତ୍ୱେ ଦଳରୁ ବାଦ୍‌ ପଡିଲେ ଏହି ଖେଳାଳି

ଖ୍ରୀଷ୍ଟଚର୍ଚ୍ଚ,୨୩।୧୨: ବାଂଲାଦେଶ ବିପକ୍ଷ ଘରୋଇ ଟେଷ୍ଟ ସିରିଜ ପାଇଁ ନ୍ୟୁଜିଲାଣ୍ଡ ୧୩ ଜଣିଆ ଦଳ ଘୋଷଣା କରିଛି। ହେଲେ ଆଶ୍ଚର୍ଯ୍ୟନକ ଭାବେ ସ୍ପିନର ଏଜାଜ ପଟେଲ...

ବିନା ଦର୍ଶକରେ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ ଜୁନିଅର ପୁରୁଷ ହକି ବିଶ୍ୱକପ୍‌

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୨୪ରୁ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବ ଜୁନିଅର ପୁରୁଷ ହକି ବିଶ୍ୱକପ୍‌। ଡିସେମ୍ବର ୫ ଯାଏ ଏହା ଚାଲିବ। ଏହାପୂର୍ବରୁ ବିନା...

ବର୍ଷା ଯୋଗୁ ଟସ୍‌ରେ ବିଳମ୍ବ

ନଟ୍ଟିଂହାମ,୧୩।୬: ଏଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍‌ ଲାଗି ଟସ୍‌ରେ ବିଳମ୍ବ ହୋଇଛି। ଓଦା ଆଉଟ୍‌ ଫିଲ୍ଡ ଓ ପରେ ବର୍ଷା...

ଭାରତ-ଇଂଲଣ୍ଡ ଟି୨୦ ସିରିଜ୍‌ରେ ମିଳିପାରେ ଦର୍ଶକଙ୍କୁ ଅନୁମତି

ନୂଆଦିଲ୍ଲୀ,୨୪।୧: ଆସନ୍ତା ମାର୍ଚ୍ଚ ୧୨ ତାରିଖରୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ଟି୨୦ ସିରିଜ୍‌। ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଗୁଜରାଟର ଅହମ୍ମଦାବାଦ୍‌ସ୍ଥିତ...

ଦୁବାଇ ଓପନ ଖେଳିବେ ସାନିଆ

ଦୁବାଇ, ୧୮ା୨ (ପି.ଟି.)- ଚଳିତ ଦୁବାଇ ଓପନ ଟେନିସ ପ୍ରତିଯୋଗିତାରେ ଭାରତୀୟ ଟେନିସ ଷ୍ଟାର ସାନିଆ ମିର୍ଜାଙ୍କ ଖେଳ ବୁଧବାର ଦେଖିବାକୁ ମିଳିବ। ପେଣ୍ଡା ଇଞ୍ଜୁରିରୁ...

ମେସିଙ୍କ ଭବିଷ୍ୟତ ସମ୍ପର୍କରେ ବିଚାର ପାଇଁ ବାର୍ସିଲୋନାରେ ପହଞ୍ଚିଲେ ପିତା

ବାର୍ସିଲୋନା,୩।୯(ଏପି): ଆର୍ଜେଣ୍ଟିନା ଫୁଟବଲ ସୁପରଷ୍ଟାର ଲିଓନେଲ ମେସିଙ୍କ ପିତା ଜର୍ଜ ଆର୍ଜେଣ୍ଟିନାରୁ ସିଧା ବାର୍ସିଲୋନାରେ ପହଞ୍ଚିଛନ୍ତି। ମେସିଙ୍କ ଭବିଷ୍ୟତ ସଂକ୍ରାନ୍ତରେ ଆଲୋଚନା କରିବାକୁ ସେ ବାର୍ସିଲୋନା...

ଡୋପ୍‌ ଜାଲରେ ଟପ୍‌ ଭାରୋତ୍ତୋଳକ

ନୂଆଦିଲ୍ଲୀ,୧୭।୭- ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଥିବା ହିମାଂଶୁ କୁମାର ଚାଙ୍ଗ, ଏସିଆନ ବ୍ରୋଞ୍ଜ ପଦକଧାରୀ ଲଭପ୍ରୀତ ସିଂ, ରାଜ୍ୟଗୋଷ୍ଠୀ ଯୁବ ଚାମ୍ପିୟନଶିପ୍‌ ରୌପ୍ୟ ପଦକ...

ଭାରତୀୟ ଖେଳାଳିଙ୍କୁ ୩ ଦିନ ପରସ୍ପର ସହ ମିଶିବା ମନା

ସାଉଥାମ୍ପଟନ, ୫।୬(ପି.ଟି.)- ସମ୍ପ୍ରତି ୟୁନାଇଟେଡ କିଙ୍ଗ୍‌ଡମ୍‌ ଟୁର୍‌ରେ ଥିବା ଭାରତୀୟ କ୍ରିକେଟ ଦଳର ୩ ଦିନିଆ କଠିନ କ୍ୱାରାଣ୍ଟାଇନ୍‌ ଆରମ୍ଭ ହୋଇଛି। ଏହି ସମୟ ମଧ୍ୟରେ...

Advertisement
Archives

Model This Week